Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥେ ବିଜେ କରିଛନ୍ତି । ସେମାନଙ୍କ ପରେ ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ ଦେବା…

ରଥାରୁଢ଼ ହେଲେ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା

ପୁରୀ: ଜନ୍ମବେଦୀ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଫେରିବେ ମହାପ୍ରଭୁ । ରଥ ଚଢ଼ା ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ସମସ୍ତ ନୀତିକାନ୍ତି ସରିବା ପରେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ଆଗରୁ ମହାପ୍ରଭୁଙ୍କର ଦିବ୍ୟ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଗୋଟି…

ଆଜି ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା

ପୁରୀ: ଜନ୍ମବେଦୀରେ ସରିଲା ମହାପ୍ରଭୁଙକ୍ ଲୀଳାଖେଳା । ନବଦିନାତ୍ମକ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ବାହାରିବେ ଚତୁର୍ଦ୍ଧା ମୂର୍ତ୍ତି । ପୁଣି ଥରେ ରଥ ଚଢ଼ି ବାହୁଡ଼ିବେ ଶ୍ରୀଜିଉ । ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅପେକ୍ଷାରତ ଅଛନ୍ତି ତାଳଧ୍ୱଜ, ଦେବଦଳନ ଓ…

ଏକାମ୍ର ପରମ୍ପରା : ବିନ୍ଦୁସାଗର

ସୁକାନ୍ତ ପଣ୍ଡା ପୁଣ୍ୟଭୂମି ଭାରତର ଚାରି ଦିଗରେ ରହିଛି ଚାରିଗୋଟି ପ୍ରସିଦ୍ଧ ତୀର୍ଥ ପୁଷ୍କରିଣୀ , ପୁରାଣ ବର୍ଣ୍ଣନା ଅନୁସାରେ ସେଗୁଡ଼ିକ ହେଲା ଉତ୍ତରରେ ମାନସ ସରୋବର ଦକ୍ଷିଣରେ ପମ୍ପା ସରୋବର , ପଶ୍ଚିମରେ ନାରାୟଣ ସରୋବର ଏବଂ ପୂର୍ବରେ ବିନ୍ଦୁ ସରୋବର ବା ବିନ୍ଦୁ ସାଗର। ମହାପ୍ରଭୁ…

ଆଜି ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଜନ୍ମବେଦୀରେ ସରି ଆସିଲା ମହାପ୍ରଭଙ୍କ ଲୀଳାଖେଳା । ଆଜି ଆଡ଼ପମଣ୍ଡପରେ ସନ୍ଧ୍ୟା ଦର୍ଶନ । ନବଦିନାତ୍ମକ ଯାତ୍ରାରେ ଗୁଣ୍ଡିଚାମନ୍ଦିର ଯାଇଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଜନ୍ମବେଦୀରେ ଆଜି ଶେଷ ଦର୍ଶନ । ବିଶ୍ୱାସ ରହିଛି, ତ୍ରିକାଳରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଯେଉଁ ପୂଣ୍ୟ…

ଅନୁଭୂତିରେ ରଥଯାତ୍ରା : ବଳରାମ ପୂଜାରୀ 

ଦିବ୍ୟ ଅନୁଭୂତି  ପରମବ୍ରହ୍ମଙ୍କ ଅପାର ଲୀଳା ।ଅଲୌକିକ,ଅବର୍ଣ୍ଣନୀୟ ତାଙ୍କ ଭିଆଣ । କାହାକୁ ଓଦା ସରସର ପ୍ରଶାନ୍ତିରେ ଭିଜେଇ ଦିଅନ୍ତି ତ କାହାକୁ ପରୀକ୍ଷା କରାଇ କରାଇ ହାଲିଆ କରିଦିଅନ୍ତି । ମୋର ଠିକ୍ ମନେ ଅଛି , ଶ୍ରୀ କ୍ଷେତ୍ର ଆସିବାର ସୁଯୋଗ ଟିଏ ସୃଷ୍ଟି ହୋଇଥିଲା ୨୦୦୮ମସିହାରେ ।…

ମା’ଲକ୍ଷ୍ମୀଙ୍କ ମାନଭଞ୍ଜନ

ପୁରୀ: ଶ୍ରୀକ୍ଷେତ୍ର ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରା ମହାପ୍ରଭୁ ବଡ଼ ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚା ଯାତ୍ରାରେ ଯାଇଛନ୍ତି । ତେବେ ସାଙ୍ଗ ରେ ପତ୍ନୀ ଲକ୍ଷ୍ମୀଙ୍କୁ ନେଇ ନାହାନ୍ତି । ଏଣୁ ଭଗବତୀ ଲକ୍ଷ୍ମୀ ମହାପ୍ରଭୁଙ୍କୁ ଦେଖା…

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…

ଆଜି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଆଜି ଶ୍ରୀଜିଉଙ୍କର ତିନି ରଥରେ ହେବ ଦକ୍ଷିଣ ମୋଡ଼ । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ପାଖରେ ଦଣ୍ଡାୟମାନ ହେବେ । ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ଼ ହେବ ।…

ଅନୁଭୂତିରେ ରଥଯାତ୍ରା : ସୁଷମା ପରିଜା

ଦୟାନିଧି - କରୁଣାସାଗର  ଶ୍ରୀ ଜଗନ୍ନାଥ ଆମ ହୃଦୟର ଠାକୁର। ସେ କୈବଲ୍ୟଦାତା, ପରମ କରୁଣାମୟ । କେହି ଭକ୍ତି ସହକାରେ ମନେ ମନେ ଯାହା ମାଗିଲେ ସେ ଅବଶ୍ୟ ଭକ୍ତର ମନୋକାମନା ପୂରଣ କରନ୍ତି। ଦୁଇ ହଜାର ଅଠର ମସିହାରେ ମୋ’ ଜୀବନର ସେମିତି ଗୋଟିଏ ଅନୁଭୂତି ହୋଇଥିଲା । ପୁରୀର ରଥଯାତ୍ରା…