Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଶ୍ରୀମନ୍ଦିରରେ ରୂପକାର ସେବା

ଦେବୀ ପ୍ରସନ୍ନ ନନ୍ଦ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଉଦ୍ଦିଷ୍ଟ ରଥ ନିର୍ମାଣରେ ନିୟୋଜିତ ‘ସପ୍ତରଥି‘ଭାବରେ ପରିଚିତ ଶିଳ୍ପସେବକମାନଙ୍କ ମଧ୍ୟରେ ରୂପକାର ଅନ୍ୟତମ । ଶ୍ରୀମନ୍ଦିର ସତ୍ୱଲିପିର ୮୩ ପରିଚ୍ଛଦରେ ରୂପକାର ସେବା ବିଷୟରେ ବର୍ଣ୍ଣନା କରାଯାଇଛି ।ଏହି…

ଚିତ୍ରକଳାରେ ଅଣସର ପଟି

ଦେବୀ ପ୍ରସନ୍ନ ନନ୍ଦ ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣମୀଠାରୁ ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବରୁ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ପ୍ରାୟ ଚଉଦ ଦିନ ଠାକୁର ଅଣସରରେ ରହନ୍ତି । ଏ ସମୟରେ ଠାକୁରମାନଙ୍କୁ ଜଗମୋହନରେ ଅସ୍ଥାୟୀ ଭାବେ ନିର୍ମିିତ ଅଣସର ଘରେ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟରେ ସ୍ଥାପନା…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଚକାବିଜେ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ଚକାବିଜେ ନୀତି । ସ୍ନାନ ପୂର୍ଣ୍ଣିମା ଦିନଠାରୁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଅନବସରରେ ଚାଲିଛି ଗୁପ୍ତନୀତି । ଦଇତାପତି ସେବାୟତମାନେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ।…

ରହସ୍ୟମୟ ତକ୍ଷକ ନାଗଚନ୍ଦ୍ରେଶ୍ୱର ମନ୍ଦିର

ଭୁବନେଶ୍ୱର: ଉଜ୍ଜୟିନୀର ରହସ୍ୟମୟ ମନ୍ଦିର । ବର୍ଷ ତମାମ ବନ୍ଦ ରହିଥାଏ । ଆଉ ବର୍ଷକୁ ଗୋଟିଏ ଦିନ ଖୋଲିଥାଏ । ବର୍ଷକ ୩୬୫ ଦିନରେ ନାଗ ପଞ୍ଚମୀ ଦିନ ଏହି ମନ୍ଦିର ଖୋଲିବାର ରହିଛି ପରମ୍ପରା । ଆଉ ଗୋଟିଏ ଦିନ ଭଗବାନଙ୍କ ଦର୍ଶନ ମିଳୁଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଆସିଥାନ୍ତି ଦର୍ଶନ ପାଇଁ ।…

ମହାପ୍ରଭୁଙ୍କୁ କାହିଁକି ଲାଗି ହୁଏ ଦଶମୂଳ ମୋଦକ ?

ପୁରୀ: ଅଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ଧିରେ ଧିରେ ସୁସ୍ଥ ହେଉଛନ୍ତି । ଓଷୁଅ ଲାଗି ପରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଗତକାଲି ଶେଷ ହୋଇଛି ଚାରି ଦିନିଆ ଓଷ ଲାଗି ଉପଚାର । ଆଜି ଦଶମୀ ତିଥିରେ ଲାଗି ହେବ ଦଶମୂଳ ମୋଦକ । ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ…

ଶ୍ରୀମନ୍ଦିରରେ ପତିମହାପାତ୍ର ସେବା

ଦେବୀ ପ୍ରସନ୍ନ ନନ୍ଦ ନୀଳକନ୍ଦରରେ ମହାପ୍ରଭୁଙ୍କ ଆବିର୍ଭାବ ବିଷୟରେ ବର୍ଣ୍ଣିତ ନୀଳମାଧବ ରହସ୍ୟ ଅନୁସାରେ ସେହି ଦିବ୍ୟରୂପକୁ ଉଦ୍ଧାର କରି ଆଣିଥିବା ବ୍ରାହ୍ମଣ ସେବକ ବିଦ୍ୟାପତିଙ୍କ ବଂଶଧର ଭାବେ ଶ୍ରୀମନ୍ଦିରରେ ପତିମହାପାତ୍ର ସେବା କାର୍ଯ୍ୟ କରିଥାନ୍ତି । ଦଇତା ସମ୍ପ୍ରଦାୟରେ ଭାଇ ହେଲେ…

ଶ୍ରୀମନ୍ଦିରରେ ଦଇତା ସେବା

ଦେବୀ ପ୍ରସନ୍ନ ନନ୍ଦ ଶ୍ରୀମନ୍ଦିରର ବୈଚିତ୍ର‌୍ୟମୟ ସେବା ବ୍ୟବସ୍ଥା ମଧ୍ୟରୁ ଗୋଟିଏ ପ୍ରମୁଖ ସେବା ହେଉଛି ଦଇତାସେବା । କେଉଁ ପ୍ରାଚୀନ କାଳରୁ ଆଦିବାସୀ ସଂପ୍ରଦାୟର ଶବର ଭାବେ କୁହାଯାଇଥିବା ଏହି ସେବକମାନେ ସେବାକାର୍ଯ୍ୟ କରି ଆସୁଛନ୍ତି । ‘ବାମଦେବ ସଂହିତା’ରେ ଏମାନଙ୍କୁ ବିଶ୍ୱାବସୁ…

ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଅତ୍ୟଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉଙ୍କର ଅଣସର ପିଣ୍ଡିରେ ଗୁପ୍ତ ସେବା ଚାଲିଛି । ସୁସ୍ଥ ହେବେ ମହାପ୍ରଭୁ । ଜ୍ୱର ପୀଡ଼ା ଲାଘବ ପାଇଁ ଆଜି ଶ୍ରୀଜିଉଙ୍କର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଏହି ତେଲ ଲାଗୁ କରାଯାଇଥାଏ । ପୁରୀର ବଡ଼…

ସୁପ୍ରତିଷ୍ଠିତ ଯୁବ ବାୟକ : ମନୋଜ କୁମାର ମହାପାତ୍ର

ପାଲା ଗାୟକଙ୍କର ମୁଖ୍ୟ ସହଯୋଗୀ ହେଉଛନ୍ତି ବାୟକ । ବାୟକ ଉପଯୁକ୍ତ ନହେଲେ ଜଣେ ଗାୟକ ଉଚ୍ଚକୋଟୀର ଗାୟନ କରିବାରେ ସଫଳ ହୋଇପାରିନଥାନ୍ତି । ବହୁ ବିଶିଷ୍ଟ ଗାୟକଙ୍କ ପାଖରେ ବାୟକ ଭାବେ ବାଦ୍ୟ ପରିବେଷଣ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଯୁବ ବାୟକ ମନୋଜ କୁମାର ମହାପାତ୍ର ।…

ମା’ ଚଣ୍ଡୀଙ୍କ ଆଶ୍ରାରେ ଜଙ୍ଗଲୀ ଭାଲୁ

ଘୁଂଚାପାଲି : ବଣ ପାହାଡ ଘେରା ଅଞ୍ଚଳ । ମନୋରମ ପରିବେଶ ଭିତରେ ରହିଛନ୍ତି ମା’ଚଣ୍ଡୀ । ଛତିଶଗଡ଼ ଘୁଂଚାପାଲିରେ ରହିଛି ଏହି ମା’ ଚଣ୍ଡୀ ମନ୍ଦିର । ମା’ଙ୍କ ନିକଟରେ ଆଗାଢ ବିଶ୍ୱାସ ଯୋଗୁ ନିତି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ତେବେ ମନ୍ଦିରରେ ପ୍ରତିଦିନ ଘଟୁଛି ଚମତ୍କାର । ସଂଜ ନଇଁଗଲା ପରେ…