Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜି ପବିତ୍ର ଶ୍ରୀପଞ୍ଚମୀ; ପୁରପଲ୍ଲୀରେ ଚାଲିଛି ଜ୍ଞାନର ଦେବୀ ମାଆ ସରସ୍ୱତୀଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀପଞ୍ଚମୀ। ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ମାନଙ୍କରେ ବିଦ୍ୟାଦାତ୍ରୀ ଦେବୀ ସରସ୍ୱତୀଙ୍କ ଆରାଧନା  ହୋଇଥାଏ। ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା…

ଆସନ୍ତୁ ଜାଣିବା ବସନ୍ତ ପଂଚମୀରେ ରାଶି ଅନୁସାରେ କଣ କରିବେ

ଭୁବନେଶ୍ୱର:ବସନ୍ତ ପଂଚମୀ ଏବଂ ସରସ୍ୱତୀ ପୂଜାରେ ଏଥର ଭଲ ଦିନରେ ପଡୁଛି । ଜ୍ୟୋତିଷଙ୍କ ଅନୁସାରେ ଅମୃତ ସିଦ୍ଧି, ରବିଯୋଗ ଏବଂ ମଙ୍ଗଳକାରୀ ଦିନରେ ଏହା ପଡୁଛି । ସରସ୍ୱତୀ ପୂଜା ସମୟରେ କବଚ ପାଠ କଲେ ଭଲ ଫଳ ପ୍ରାପ୍ତି ହେବ । ଆସନ୍ତୁ ଜାଣିବା ଏହି ଦିନ ରାଶି ଅନୁସାରେ କେଉଁ କାର୍ଯ୍ୟ କରିବେ ।…

ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ ହୁଏ ସରସ୍ୱତୀ ପୂଜା

ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ସରସ୍ୱତୀ ପୂଜା ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ…

ହିନ୍ଦୁ ଧର୍ମର ଜ୍ଞାନର ଦେବୀ ମାଆ ସରସ୍ବତୀ; କିପରି ପାଇଥିଲେ ଜନ୍ମ ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ।  ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ…

ସରସ୍ବତୀ ପୂଜାକୁ କାହିଁକି ବସନ୍ତ ପଞ୍ଚମୀ କୁହାଯାଏ? ଜାଣନ୍ତୁ…

ମାଘ ମାସ ଶୁକ୍ଲ ପକ୍ଷ ପଞ୍ଚମୀ ତିଥିକୁ ସାରା ଦେଶରେ 'ବସନ୍ତ ପଞ୍ଚମୀ' ଭାବେ ପାଳନ କରାଯାଇଥାଏ। ବିଶ୍ୱାସ ଅନୁଯାୟୀ ଏହି ଦିନରୁ ବସନ୍ତ ଋତୁର ଆଗମନ ହୋଇଥାଏ। ବସନ୍ତ ପଞ୍ଚମୀର ଏକ ବି‌ଶେଷ ମହତ୍ବ ରହିଛି। ସାହିତ୍ୟ ଏବଂ ସଙ୍ଗୀତ ପ୍ରେମୀଙ୍କ ପାଇଁ ବସନ୍ତ ପଞ୍ଚମୀର ଗୁରୁତ୍ୱ ମଧ୍ୟ ରହିଛି।…

ବସନ୍ତ ପଞ୍ଚମୀକୁ ନେଇ କ’ଣ ରହିଛି ପୌରାଣିକ ଗାଥା…

ହିନ୍ଦୁ ପରମ୍ପରା ଅନୁଯାୟୀ ବସନ୍ତ ପଞ୍ଚମୀର ଏକ ବିଶେଷ ମହତ୍ବ ରହିଛି। ପ୍ରତିବର୍ଷ ମାଘ ମାସର ଶୁକ୍ଲ ପକ୍ଷ ପଞ୍ଚମୀ ତିଥିରେ ଏହା ପଡିଥାଏ। ଏହି ଦିନରେ ଜ୍ଞାନର ଦେବୀ ମା ସରସ୍ୱତୀଙ୍କୁ ପୂଜା କରାଯାଏ। ଏହି ଦିନ ଠାରୁ ବସନ୍ତ ଋତୁ ଆରମ୍ଭ ହୋଇଥାଏ। ବସନ୍ତ ପଞ୍ଚମୀକୁ ନେଇ କ’ଣ ରହିଛି…

ବସନ୍ତ ପଞ୍ଚମୀର‌େ କ’ଣ କରିବ‌େ ଓ କ’ଣ ନକରିବ‌େ, ଜାଣନ୍ତୁ…

ହିନ୍ଦୁ ପରମ୍ପରା ଅନୁଯାୟୀ ବସନ୍ତ ପଞ୍ଚମୀର ଏକ ବିଶେଷ ମହତ୍ବ ରହିଛି। ପ୍ରତିବର୍ଷ ମାଘ ମାସର ଶୁକ୍ଲ ପକ୍ଷ ପଞ୍ଚମୀ ଦିନରେ ଏହି ପର୍ବ ପାଳନ କରାଯାଇଥାଏ। ବିଶ୍ୱାସ ଅନୁଯାୟୀ, ଏହି ଦିନରେ ଜ୍ଞାନର ଦେବୀ ମା ସରସ୍ୱତୀଙ୍କୁ ପୂଜା କରାଯାଏ। ଚଳିତ ବର୍ଷର ଶୁଭ ମହୂର୍ତ୍ତ- ହିନ୍ଦୁ କ୍ୟାଲେଣ୍ଡର…

ପବିତ୍ର ମାଘ ସପ୍ତମୀ; ବୁଡ଼ ଲାଗି ପ୍ରଶାସନର କଟକଣା ଜାରି

କୋଣାର୍କ: କର‌ୋନା ମହାମାରୀକୁ ଦୃଷ୍ଟିରେ ରଖି କୋଣାର୍କ ନିକଟ ଚନ୍ଦ୍ରଭାଗା ବେଳାଭୂମିରେ ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ନ‌େଇ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଜିଲ୍ଲା ପ୍ରଶାସନ ସହ ଏକ ବୖ‌େଠକ ପରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ସୂଚନା ଦେଇ କହିଛନ୍ତି ଯେ ଏଥିପାଇଁ କେବଳ…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ବୁଧବାର ଦିନ ତଥା ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ଯେଉଁଥିପାଇଁ କାଲି ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା ଏହା କରାଯାଇଥାଏ।…

ଶ୍ରୀଜୀଉଙ୍କ ସୁନାବେଶ ନୀତିରେ ବିଳମ୍ବ

ପୁରୀ: ପୌଷ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା ସୁନାବେଶରେ ବିଳମ୍ବ ଘଟିଛି। ସିଂହାରୀ ସେବକଙ୍କ ମଧ୍ୟରେ ବିବାଦ ଯୋଗୁଁ ମହାପ୍ରଭୁଙ୍କ ବେଶ ୫ ଘଣ୍ଟା ବିଳମ୍ବରେ ହୋଇଛି । ପୂର୍ଣ୍ଣମୀ ଅବସରରେ ମହାପ୍ରଭୁଙ୍କର ରାଜରାଜେଶ୍ୱରୀ ବେଶ ଅନୁଷ୍ଠିତ ହୋଇଥାଏ । ଦୀର୍ଘ…