Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ମକର ସଂକ୍ରାନ୍ତି’ ଲାଗି ଉତ୍ସବମୁଖର ସାରା ରାଜ୍ୟ

ଭୁବନେଶ୍ୱର: ସାରା ରାଜ୍ୟରେ ଆଜି ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ‘ମକର ସଂକ୍ରାନ୍ତି’ । ହିନ୍ଦୁ ସଂସ୍କୃତି ଓ ପରମ୍ପରାରେ ଏହି ପର୍ବ ପାଳନର ଅନେକ ମହତ୍ତ୍ୱ ରହିଥିବା ବେଳେ ଆଜିଠାରୁ ଧିରେ ଧିରେ ଦିନ ବଡ ହୋଇଥାଏ। ଏହି ଦିନ ଗଙ୍ଗାରେ ସ୍ନାନ କଲେ, ମୋକ୍ଷ ପ୍ରାପ୍ତି ଓ ଦାରିଦ୍ର‌୍ୟରୁ…

ମକର ସଂକ୍ରାନ୍ତିକୁ ନେଇ କ’ଣ ରହିଛି ଲୋକ ବିଶ୍ୱାସ,ଜାଣନ୍ତୁ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ…

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ନବାଙ୍କ ବେଶ

ପୁରୀ: ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କର ନବାଙ୍ଗ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ଆଳତୀ ବେଶରେ ମାଳଚୂଆ ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଏହି ଦିନ ବଡ ସିଂହାର ବେଶରେ ସୋଲ ଓ…

ମକର ସଂକ୍ରାନ୍ତି ସୂର୍ଯ୍ୟଙ୍କ ମହାପର୍ବ, ଆସନ୍ତୁ ଜାଣିବା ଏ ନେଇ କିଛି ଅଜଣା କଥା

ପୁରୀ: ୧୪ ଜାନୁୟାରୀ ଗୁରୁବାର ମକର ସଂକ୍ରାନ୍ତି ଏବଂ ସୂର୍ଯ୍ୟଙ୍କ ଉତରାୟଣ ଚଳନ । ସୂର୍ଯ୍ୟଙ୍କ ଯୋଗୁ ପୃଥ୍ୱୀରେ ଜୀବନ ସମ୍ଭବ ହୋଇଛି । ବିଭିନ୍ନ ଗ୍ରନ୍ଥରେ ଶିବ, ବିଷ୍ଣୁୁ, ଗଣେଶ, ଦୁର୍ଗା ଓ ସୂର୍ଯ୍ୟଙ୍କୁ ପଂଚଦେବ ଭାବେ ବର୍ଣ୍ଣିତ କରାଯାଇଛି । ପ୍ରତ୍ୟେକ ଦିନ ଏହି ମହାପ୍ରଭୁଙ୍କ ପୂଜା…

ଶ୍ରୀମନ୍ଦିରକୁ ମକରତାଡ଼ ବିଜେ ନୀତି ଅନୁଷ୍ଠିତ

ପୁରୀ: ଆସନ୍ତାକାଲି ଅର୍ଥାତ ଗୁରୁବାର ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ମକର ଚାଉଳ ଲାଗି କରାଯିବ । ଏଥିନିମନ୍ତେ ଆଜି ଆଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ମକରତାଡ଼ ବିଜେ ନୀତି ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ପୌଷମାସ ମାସନ୍ତ ଦିନ ଶ୍ରୀମନ୍ଦିରରେ…

ପାତାଳି ଶ୍ରୀକ୍ଷେତ୍ର ଭକ୍ତଙ୍କ ପାଇଁ ଖୋଲା

ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରଶାସନ ପକ୍ଷରୁ ଅନୁମତି ମିଳିବା ପରେ ଉଲୁଣ୍ଡା ବ୍ଲକର ପବିତ୍ର ତୀର୍ଥକ୍ଷେତ୍ର ପାତାଳି ଶ୍ରୀକ୍ଷେତ୍ର ଦୀର୍ଘ ୧୦ ମାସ ପରେ ଭକ୍ତ ପାଇଁ ଖୋଲା ଯାଇଛି। ଏହାପରେ ଅନେକ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା।…

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ପୁରୀ: ବୁଧବାର ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହୋଇଅଛି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ମହାପ୍ରଭୁଙ୍କ ଏହି ଗୁପ୍ତ ସେବା ପ୍ରାୟ ୪…

ସମଲେଶ୍ବରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି

ସମ୍ବଲପୁର : କୋଭିଡ କଟକଣା ସହ ସ୍ଥାନୀୟ ଭକ୍ତଙ୍କ ଦର୍ଶନ ଲାଗି ସମଲେଶ୍ବରୀ ମନ୍ଦିର ଖୋଲା ଯାଇଛି । ମା'ଙ୍କ ଦର୍ଶନ ପାଇଁ ସକାଳ ୬ ଟାରୁ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଉଛି। ତେବେ ଏହାକୁ ଦୃଷ୍ଟିରେ ରଖି କ୍ଷେତ ରାଜ ପୁର ପୁଲିସ ପକ୍ଷରୁ ପରିଚୟ ପତ୍ର…

ମହାକାବ୍ୟର ମହାଅଭିଶାପ

ପୁରୀ: ମହାଭାରତର ପ୍ରତ୍ୟେକ ଚରିତ୍ରର ମହତ୍ୱ ରହିଛି । ତେବେ ଏହି ପୌରାଣିକ ଚରିତ୍ର ମଧ୍ୟରେ କେତେକ କ୍ରୋଧର ବଶୀଭୂତ ହୋଇ ଶ୍ରାପ ଦେଇଛନ୍ତି । ଆସନ୍ତୁ ଜାଣିବା ମହାକାବ୍ୟର ମହାଶ୍ରାପଗୁଡିକ ବିଷୟରେ । ମାଆ କୁନ୍ତୀଙ୍କ ଅଭିଶାପ ଦେଲେ ଯୁଧିଷ୍ଠିର: କର୍ଣ୍ଣ ବଧ ପରେ ମାଆ କୁନ୍ତୀ ଯେତେବେଳେ…

ଜାନୁଆରୀ ୩ରୁ ଖୋଲିବ ମାଆ ସମଲେଶ୍ୱରୀଙ୍କ ମନ୍ଦିର, ଏକାସଙ୍ଗେ ମନ୍ଦିର ଭିତରକୁ ୫ଜଣ ଭକ୍ତଙ୍କୁ ପ୍ରବେଶ ଅନୁମତି

ସମ୍ୱଲପୁର: ଜାନୁଆରୀ ୩ ତାରିଖରେ ଖୋଲିବ ସମ୍ୱଲପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିର । ମନ୍ଦିର ଖୋଲିବା ଓ ଦର୍ଶନ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏସଓପି ଜାରି ହୋଇଛି । ୩ ରୁ ୭ ତାରିଖ ଯାଏଁ ସମ୍ବଲପୁରବାସୀ ମାଆଙ୍କୁ ଦର୍ଶନ କରିପାରିବେ । ଆସନ୍ତା ୭ ତାରିଖ ପରେ…