Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜିଠୁ ଖୋଲିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଭଦ୍ରକ: ଦୀର୍ଘ ୯ ମାସ ପରେ ଖୋଲିଲା ଭଦ୍ରକର ପ୍ରସିଦ୍ଧ ଆରଡି ଆଖଣ୍ଡଳମଣି ମନ୍ଦିର । ଆଜି ଓ କାଲି ସେବାୟତ ଓ ତାଙ୍କ ପରିବାର ପ୍ରଭୁଙ୍କୁ ଦର୍ଶନ କରିବେ । ୩୦ ଓ ୩୧ରେ ନିକଟ ୪ଟି ପଞ୍ଚାୟତ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବେ । କୋଭିଡ୍ କଟକଣା ନିୟମ ମାନି…

ବିଦାୟ ୨୦୨୦: ଏବର୍ଷ ଓଡ଼ିଶାର ଏସବୁ ପର୍ବପର୍ବାଣୀ ଓ ପରମ୍ପରାରେ ଲକ୍ଷ୍ମଣରେଖା ଟାଣିଲା କରୋନା

ଭୁବନେଶ୍ୱର: କରୋନା କାୟା ଭିତରେ ଚାଲିଗଲା ବର୍ଷ ୨୦୨୦ । ପର୍ବପର୍ବାଣୀ କୁହନ୍ତୁ କି ମନୋରଞ୍ଜନର ଯେଉଁ ସବୁ ମାଧ୍ୟମ ଥିଲା ସବୁ ଏକ ପ୍ରକାର ଠପ୍ ହୋଇଗଲା । ଲୋକଙ୍କ ପାଖରୁ ଖୁସିକୁ ଛଡ଼ାଇ ନେଲା ମହାମାରୀ । ଘରେ ବନ୍ଦୀ ଜୀବନ ବିତାଇବାକୁ ପଡ଼ିଲା । କୋଭିଡ୍ କଟକଣା ଭିତରେ ପରମ୍ପରା ବଞ୍ଚାଇ…

ଜାନୁଆରୀ ୭ ରେ ବି ପାଳନ ହୁଏ ବଡ଼ଦିନ, ଜାଣନ୍ତୁ କେଉଁଠି ଓ କାହିଁକି

ଭୁବନେଶ୍ୱର: ଆଜି ଡିସେମ୍ବର ୨୫ ତାରିଖ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ। ଏହିଦିନ ତାଙ୍କ ଜନ୍ମ ଯୋଗୁଁ ସମଗ୍ର ବିଶ୍ୱରେ ଏହାକୁ ବଡ଼ଦିନ ବା ଏକ୍ସ-ମାସ ରୂପରେ ପାଳନ କରାଯାଏ । ତେବେ ସମଗ୍ର ବିଶ୍ୱରେ ବଡ଼ଦିନକୁ ଡିସେମ୍ବର ୨୫ରେ ପାଳନ କରାଯାଉଥିବା ବେଳେ କିଛି ସ୍ଥାନରେ ଏହାକୁ…

କ୍ରିସ୍ମସ୍ ଟ୍ରି ବା ବଡ଼ଦିନ ଗଛ ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା..  

ଭୁବନେଶ୍ୱର: କ୍ରିସ୍ମସ୍ ଟ୍ରି ବା ବଡ଼ଦିନ ଗଛ। ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ସଜେଇ ଥାଆନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ…

ବଡ଼ଦିନ; ମଧ୍ୟରାତ୍ରୀରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ

ଭୁବନେଶ୍ୱର: ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‍ଧାମ୍‍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ…

ଶ୍ରୀମନ୍ଦିରରେ ଆଜି ଓଢଣ ଷଷ୍ଠୀ; ଶୀତବସ୍ତ୍ର ପରିଧାନ କରିବେ ଶ୍ରୀଜୀଉ

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଓଡ଼ଣଷଷ୍ଠୀ ନୀତି । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯିବ । ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ଵାଦଶ ଯାତ୍ରାମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ। ଏହି ପରିପ୍ରେକ୍ଷୀରେ ପଞ୍ଚମୀରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି

(ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନେଇ ସ୍ବତନ୍ତ୍ର ଉପସ୍ଥାପନା) ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସକଳ ପ୍ରକାର ନୀତି, ପର୍ବ ପର୍ବାଣି, ଉତ୍ସବ ଇତ୍ୟାଦି ବର୍ଷର ବିଭିନ୍ନ ସମୟରେ ପାଳିତ ହେବା ସଙ୍ଗେ ସଙ୍ଗେ ଅନେକ ପ୍ରକାର ଭୋଗ ଦ୍ରବ୍ୟ ପ୍ରସ୍ତୁତ ହୋଇ ରତ୍ନସିଂହାସନରେ ଅଧିଷ୍ଠିତ…

ଶୀତରୁ ରକ୍ଷା ନିମନ୍ତେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଘୋଡ଼ଲାଗି ନୀତି; ପ୍ରସ୍ତୁତ ହେଲାଣି ଶୀତ ବସ୍ତ୍ର

ଭୁବନେଶ୍ୱର: ମହାପ୍ରଭୁଙ୍କ ମାନବୀୟ ଲୀଳାର ନିଦର୍ଶନ। ଶୀତ ର ପ୍ରକୋପ ରୁ ବଞ୍ଚିବା ପାଇଁ ଶ୍ରୀମନ୍ଦିର ମହାପ୍ରଭୁଙ୍କ ଘୋଡ଼ ଲାଗି ନୀତି ଅନୁଷ୍ଠିତ ହେବ। ଡିସେମ୍ବର ୨୦ ତାରିଖ ରବିବାର ମାର୍ଗଶିର ମାସ ଶୁକ୍ଳ ଷଷ୍ଠୀରେ ଶ୍ରୀମନ୍ଦିରରେ ପାଳିତ ହେବ ଓଢଣ ଷଷ୍ଠୀ । ସେହି ଦିନ ଶୀତ ବସ୍ତ୍ର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁଯାୟୀ ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିଥିଲେ । ପ୍ରାକୃତିକ ପ୍ରଣାଳୀରେ…

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି, ମାସେ ଧରି ଚାଲିବ

ପୁରୀ: ଆଜି ହେଉଛି ଧନୁ ସଂକ୍ରାନ୍ତି । ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ମାସେ ଧରି ଆସନ୍ତା ମକର ସଂକ୍ରାନ୍ତି ଯାଏ ଚାଲିବ ମହାପ୍ରଭୁଙ୍କ ଏହି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ସ୍ୱତନ୍ତ୍ର ନୀତି…