Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ରତ୍ନସିଂହାସନରେ ଶ୍ରୀଜିଉଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ସଂପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହୋଇଛି ଶ୍ରୀଜିଉମଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ । ନାଗାର୍ଜୁନ ବେଶ ନେଇ ବିଳମ୍ୱ ହୋଇଥିଲା । ପ୍ରାୟ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା ବେଶ କାର୍ୟ୍ୟ । ଭୋର ୪ଟା ପରିବର୍ତ୍ତେ ସକାଳ ୭ଟାରେ ଆରମ୍ଭ ହୋଇଥିଲା ବେଶ…

ନାଗାର୍ଜୁନ ବେଶରେ ଦିବ୍ୟ ଦୃଶ୍ୟ: ଶ୍ରୀମନ୍ଦିର ଚାରିପଟେ ଇନ୍ଦ୍ରଧନୁ ବଳୟ

ପୁରୀ: ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଆଜି ଆସିଛି ସେଇ ଦିବ୍ୟ ସଂଯୋଗ। ମହାବହୁଙ୍କର ଆଜି ସେହି ଅପୂର୍ବ ଓ ଅଲୌକିକ ବେଶର ଦିନ। ଦୁର୍ଲ୍ଲଭ ନାଗାର୍ଜୁନ ବେଶରେ ଚତୁର୍ଦ୍ଧା ମୂର୍ତ୍ତି। ଆଜିର ଏହି ଦିବ୍ୟ ଅବସରରେ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଛି ଏକ ଅଦ୍ଭୁତ ବିରଳ ଦୃଶ୍ୟ। ଦେଉଳ…

ବଡ଼ ଠାକୁରଙ୍କ ଦୁର୍ଲ୍ଲଭ ନାଗାର୍ଜୁନ ବେଶ; ଯୋଦ୍ଧା ବେଶରେ ଚତୁର୍ଦ୍ଧା ମୂର୍ତ୍ତି

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷ ପରେ ଘଟିଛି ମହା ସଂଯୋଗ। ଅପୂର୍ବ ରୂପ, ଅସାଧାରଣ ଲୀଳା। ଆଜି ହେବ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ବୀର ବେଶରେ ସଜେଇ ହେବେ ବଡ଼ ଠାକୁର। ଯୋଦ୍ଧା ସାଜିବେ କଳାଠାକୁର। ଅସ୍ତ୍ରଶସ୍ତ୍ର ଧରିବେ ଚତୁର୍ଦ୍ଧା ମୂର୍ତ୍ତି। ପର୍ଶୁରାମଙ୍କ ସହସ୍ରାର୍ଜ୍ଜୁନ ବଧ…

ଓଡ଼ିଆ ସଂସ୍କୃତିରେ ମୁରୁଜ

ଭୁବନେଶ୍ୱର: ହିନ୍ଦୁ ପରମ୍ପରାର ପୂଜା ପଦ୍ଧତି ସହ ମୁରୁଜ ଅଙ୍ଗାଙ୍ଗି ଭାବେ ଜଡ଼ିତ । ଦେବାଦେବୀଙ୍କ ଆରାଧନା ଓ ଅନ୍ୟ ଶୁଭ କାର୍ଯ୍ୟ ଯଥା ଯଜ୍ଞ, ବିବାହ, ବ୍ରତଘର ଓ ପୂର୍ବ ପୁରୁଷଙ୍କୁ ପିଣ୍ଡଦେବା ସମୟରେ ମୁରୁଜ ବ୍ୟବହାର କରାଯାଇଥାଏ । ଇତିହାସ କହେ ମହେଞ୍ଜୋଦାରୋ ଏବଂ ହରପପା ସଭ୍ୟତା ସମୟରେ…

ରାତି ପାହିଲେ ଶ୍ରୀଜୀଉଙ୍କ ନାଗାର୍ଜୁନ ବେଶ: ପୁରୀରେ ଲାଗୁ ହେଲା ୧୪୪ ଧାରା

ପୁରୀ: ରାତି ପାହିଲେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେବ ଅଲୌକିକ ନାଗାର୍ଜୁନ ବେଶ । ଦୀର୍ଘ ୨୬ ବର୍ଷ ପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେଉଛି । ଶୁକ୍ରବାର ଭୋର୍ ୪ ଟା ରୁ ସକାଳ ୭ଟା ଯାଏ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଯୋଦ୍ଧା ବେଶ କରାଯିବ । ହେଲେ କରୋନା କଟକଣା…

ବୀରବେଶରେ ସଜେଇ ହେବେ କାଳିଆ ସାଆନ୍ତ

ମହାପ୍ରଭୁଙ୍କ ଦିବ୍ୟ ନାଗାର୍ଜୁନ ବେଶ ଦୀର୍ଘ ୨୬ ବର୍ଷ ପରେ ଶୁକ୍ରବାର ମଳ ଦ୍ବାଦଶୀ ତିଥିରେ ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁ ବର୍ଷ କାର୍ତ୍ତିକ ମାସରେ ପଞ୍ଚୁକ ପାଞ୍ଚ ଦିନ ନ ହୋଇ ଛଅ ଦିନ ହୁଏ, ସେହି ମଳ ତିଥିରେ ଠାକୁର ମାନଙ୍କ ନାଗାର୍ଜୁନ ବେଶ ହୁଏ।ପୌରାଣିକ ତଥ୍ଯ ଅନୁଯାୟୀ,…

ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶ, ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: କାର୍ତ୍ତିକ ଶୁକ୍ଳ ଏକାଦଶୀ (ବଡ଼) ତିଥି ପଞ୍ଚୁକର ପ୍ରଥମ ଦିବସ ତଥା ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଠିଆକିଆ ବେଶ ବା ଲକ୍ଷ୍ମୀ - ନାରାୟଣ ବେଶ ତଥା ହରି ଉତ୍ଥାପନ ଓ ବଡ଼ ଏକାଦଶୀ ନିମନ୍ତେ ସ୍ୱତନ୍ତ୍ର ନୀତିମାନ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ପ୍ରାତଃ ଘ.୫.…

ପଞ୍ଚୁକର ଦ୍ଵିତୀୟ ଦିନ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ: ବୁଧବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ। ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଛନ୍ତି। ଆଜି ପଞ୍ଚୁକର ଦ୍ଵିତୀୟ ଦିନ। ଆଜି ବାଙ୍କଚୂଡ଼ା ବେଶରେ ବିଭୂଷିତ ହେବେ ମହାପ୍ରଭୁ। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ…

ତୁଳସୀ ବିବାହକୁ ନେଇ କ’ଣ ରହିଛି ଧାର୍ମିକ ଓ ପୌରାଣିକ ମହତ୍ତ୍ୱ, ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷର ମହତ୍ତ୍ୱ ଖୁବ ଅଧିକ। ବ୍ରତ, ଉପବାସ, ଧାର୍ମିକ ଆୟୋଜନ ଓ ଭଗବାନଙ୍କୁ ଭୋଗ ଲଗାଇବାରେ ତୁଳସୀ ଅର୍ପଣ କରାଯାଏ। ଯେଉଁ ମହିଳାମାନେ ନିୟମିତ ତୁଳସୀଙ୍କୁ ପୂଜା କରନ୍ତି, ତାଙ୍କୁ ସୌଭାଗ୍ୟ, ସମୃଦ୍ଧି ଓ ଭଗବାନଙ୍କ ବିଶେଷ ଆଶୀର୍ବାଦ ପ୍ରାପ୍ତି…

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ…

ପୁରୀ: ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ପଞ୍ଚୁକ ୫ ଦିନ ପାଞ୍ଚଟି ସ୍ବତନ୍ତ୍ର ବେଶ ଧାରଣ କରନ୍ତି ମହାପ୍ରଭୁ। ପଞ୍ଚୁକର ପ୍ରଥମ ଦିନ ଠାକୁରଙ୍କର ଲକ୍ଷ୍ମୀ ନାରାୟଣ ବେଶ କରାଯାଏ। କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ…