Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ବଡ଼ ଦେଉଳରେ ଚାଲିଛି ଦେବ ଦୀପାବଳୀ; ଶ୍ରାଦ୍ଧ ବେଶରେ ବିଦ୍ୟମାନ ଶ୍ରୀଜୀଉ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ , ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, …

ଶ୍ରୀମନ୍ଦିରରେ ‘ଦେବ ଦୀପାବଳି’ ନୀତି ଆରମ୍ଭ; ୩ ଦିନ ଯାଏଁ ଚାଲିବ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ 'ଦେବ ଦୀପାବଳି' ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ଵିଭୂଷିତ ହୋଇଥାନ୍ତି। ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ…

ଶ୍ରୀମନ୍ଦିରରେ ଆଜିଠୁ ଦୀପାବଳୀ ନୀତି

(ଦୀପାବଳୀ ନୀତିର ପ୍ରଥମ ଦିନ )  କୃଷ୍ଣ ପକ୍ଷେ ଚତୁର୍ଦ୍ଦଶ୍ୟାଂ ତ୍ରିକାଳର୍ଚ୍ଚାବସାନତଃ । ବୃକ୍ଷ ତଣ୍ଡୁଳ କୁଯ୍ୟାତ୍ତନ୍ମଧ୍ୟେ ଘୃତୈଯୁର୍ତାନ । ଆଜି ପବିତ୍ର ଦେବ ଦୀପାବଳୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମାନବମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…

ଆଜି ପ୍ରଥମାଷ୍ଟମୀ; ‘ବଡ଼’ଙ୍କ ପାଇଁ ସମର୍ପିତ ଦିନଟିଏ

ଭୁବନେଶ୍ୱର: ଆଜି ପ୍ରଥମାଷ୍ଟମୀ ବା ପୋଢୁଆଁଷ୍ଟମୀ। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି ଧରାଯାଇଛି ।…

ପ୍ରଥମାଷ୍ଟମୀ, ପଢୁଆଁଷ୍ଟମୀ ଅଥବା ପୋଢୁଆଁଷ୍ଟମୀ

ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ଓ ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ୧-ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି…

ଭାଙ୍ଗିଥିଲେ ଗୋଟିଏ, ନିର୍ମାଣ କଲେଣି ୯୦ ମସଜିଦ୍

ଭୁବନେଶ୍ୱର: ଦିନେ ସେ ସାଜିଥିଲେ ବିଶ୍ୱ ହିନ୍ଦୁ ପରିଷଦର ଦୃଢ ସମର୍ଥକ । ଭାଙ୍ଗିଥିଲେ ବାବ୍ରି ମସଜିଦ୍ । ଏଠି ଆମେ ହରିୟାଣା ବାସିନ୍ଦା ବଲବୀର ସିଂଙ୍କ କଥା ଉଲ୍ଲେଖ କରିଛୁ । ହେଲେ ଆଜି ବଲବୀର ସାଜିଛନ୍ତି ଇସଲାମ ଧର୍ମର ପ୍ରଚାରକ ତଥା ସମର୍ଥକ । ନୂଆ ପରିଚୟ ମହମ୍ମଦ ଆମିର ଭାବେ ସେ ନିର୍ମାଣ…

ଏମିତି ଏକ ଗାଁ, ଯେଉଁଠି ଜୋତା ପିନ୍ଧିବା ଅଭିଶାପ !

ମଦୁରାଇ: ସଦ୍ୟ ସ୍ଥିତିରେ ଭଳିକିଭଳି ଜୋତା ପିନ୍ଧିବା ଏବେ ଟ୍ରେଣ୍ଡ ସେଟ୍ଟର୍ ପାଲଟିଛି । ଏପରିକି ଲୋକେ ଦେହର ଲୁଗା ସହ ଜୋତାକୁ ମ୍ୟାଚିଂ କରିବାକୁ ପସନ୍ଦ କରିଥାନ୍ତି । ହେଲେ ଆଜିର ଆଧୁନିକ ଯୁଗରେ ଭାରତରେ ଏମିତି ଏକ ଗାଁ ରହିଛି, ଯେଉଁଠି ଲୋକେ ଜୋତା କମ୍ବା ଚପଲ ନାଁ ଶୁଣିଲେ କ୍ରୋଧିତ…

ନେଦରଲ୍ୟାଣ୍ଡରେ ବୋଇତ ବନ୍ଦାଣ ଉତ୍ସବ ପାଳିତ

ଆମଷ୍ଟରଡ଼ମ : ନେଦରଲ୍ୟାଣ୍ଡ ସ୍ଥିତ ଓଡ଼ିଆ ସାମାଜିକ ଓ ସାଂସ୍କୃତିକ ସଂଘ (ଓ ସ କା ନ ) ତରଫରୁ ଚଳିତ ବର୍ଷ ପବିତ୍ର କାର୍ତିକ ପୁର୍ଣିମା ପର୍ବ ଏବଂ ବୋଇତ ବନ୍ଦାଣ ଉତ୍ସବ ଏକ ଅନନ୍ୟ ଶୈଳୀରେ ପାଳନ କରାଯାଇଥିବା ଜଣାଯାଇଛି | ବିଗତ ୪ବର୍ଷ ହେଲା ଏଠାକାର ପ୍ରବାସୀ ଓଡ଼ିଆ ମାନେ ସପରିବାର ସହିତ…

ଆରମ୍ଭ ହେଲା ମାର୍ଗଶିର ମାସର ମାଣବସା ଗୁରୁବାର ପୂଜା

ଭୁବନେଶ୍ୱର: ଆରମ୍ଭ ହୋଇଛି ଓଡ଼ିଆ ଘରର ମାଣବସା ଓଷା । ଏହା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ସାଧବା ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ…