Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ମହାପଞ୍ଚକ-ବକପଞ୍ଚକ-ଭୀଷ୍ମପଞ୍ଚକ-ବିଷ୍ଣୁପଞ୍ଚକ

ପଞ୍ଚକ ପାଳନ ବିଧି : କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା…

ଶ୍ରୀମନ୍ଦିରରେ ଦେବୋତ୍ଥାନ ବା ପ୍ରବୋଧନ ଯାତ୍ରା, ଭିଷ୍ମ ପଞ୍ଚୁକ ବ୍ରତ ଓ ବଡ ଏକାଦଶୀ ନୀତି

(ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତିକୁ ନେଇ ସ୍ୱତନ୍ତ୍ର ଉପସ୍ଥାପନା) "ଯସ୍ତ୍ବଂ ମାସାନତିବ୍ୟାପ୍ୟ ଚତୁରଃ ପରମେଶ୍ୱରଃ । ନିଦ୍ରାସୁଖଂ ପ୍ରଭଜସେ ତଦନ୍ତେ ସାଂପ୍ରତଂ ପ୍ରଭୋ।।" ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ ହରି ଉତ୍ଥାପନ ଏକାଦଶୀ ଅନ୍ୟତମ । ଶ୍ରୀମନ୍ଦିରରେ…

ଆଜିଠୁ ଆରମ୍ଭ ପଞ୍ଚୁକ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କେଉଁ ଦିନ ହେବ କେଉଁ ବେଶ, ଜାଣନ୍ତୁ

ପୁରୀ:ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ।ସମସ୍ତ ମାସ ମଧ୍ୟରେ ପବିତ୍ରତମ ମାସ ହେଉଛି କାର୍ତ୍ତିକ। ଏହି ମାସରେ ବ୍ରତ ଆଚରଣ କରି ବର୍ଷକ ଯାକ ପାପରୁ ଵ୍ରତଚାରୀ ମାନେ ପବିତ୍ର ହୁଅନ୍ତି । ଏହି ମାସ ମଧ୍ୟରେ ଶ୍ରେଷ୍ଠ ହେଉଛି ଏହାର ଶେଷ ପାଞ୍ଚଦିନ । ଯାହା ପଞ୍ଚୁକ ନାମେ ପରିଚିତ। ଚଳିତ…

ଅଲୌକିକ ନାଗାର୍ଜୁନ ବେଶ ପାଇଁ ଚୂଡ଼ାନ୍ତ ହେଲା ନୀତି ନିର୍ଘଣ୍ଟ : ଜାଣନ୍ତୁ

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଶ୍ରୀମନ୍ଦିରରେ ଦିବ୍ୟ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ। ମସ୍ତକରେ ହାଣ୍ଡିଆ, ହାତରେ ଛୁରି କଟାରୀ, ଶ୍ରୀମୁଖରେ ଲମ୍ବା ଦାଢ଼ି ଭଳି ଅନନ୍ୟ ଓ ଅପୂର୍ବ ନାଗା ରୂପରେ ଦର୍ଶନ ଦେବେ ମହାବାହୁ। ଚଳିତବର୍ଷ ପଞ୍ଚକ ୫ ଦିନ ବଦଳରେ ୬ ଦିନ…

ଶ୍ରୀରାଧା ପାଦ ଦର୍ଶନକୁ ନେଇ କ’ଣ ରହିଛି ଲୋକକଥା, ଜାଣନ୍ତୁ

ଭୁବନେଶ୍ୱର:କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ତଥା ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ସୁପରିଚିତ । ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି ।…

ଅଁଳା ନବମୀରେ ରାଧାପାଦ ଦର୍ଶନର ମାହାତ୍ମ୍ୟ

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ବାର ମାସରେ ତେର ପର୍ବ ରହିଛି । ସବୁ ପର୍ବର ମଧ୍ୟ ରହିଛି ନିଜର ସ୍ୱତନ୍ତ୍ର ମାହାତ୍ମ୍ୟ । ଆଜି ହେଉଛି ପବିତ୍ର କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି । ଏହି ପବିତ୍ର ତିଥିକୁ ଅଁଳାନବମୀ ଭାବେ ପୂଜା କରିବାର ପରମ୍ପରା ରହିଛି । କାର୍ତ୍ତିକମାସ ଶୁକ୍ଳପକ୍ଷ…

ଆଜି ପବିତ୍ର ଅଁଳା ନବମୀ; କଟକଣା ମଧ୍ୟରେ ସାକ୍ଷୀଗୋପାଳ ମନ୍ଦିରରେ ହେଉଛି ନିତିକାନ୍ତି

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅଁଳା ନବମୀ। ରାଧାରାଣୀ ଆଜି ଓଡ଼ିଆଣୀ ବେଶରେ ସଜ୍ଜିତ ହେବେ ରାଧା  । ସବୁକିଛି ସାମାନ୍ୟ ଥିଲେ ଆଜି ସାକ୍ଷୀଗୋପାଳ ମନ୍ଦିରରେ ଲାଗିଥାନ୍ତା ଭକ୍ତଙ୍କ ଭିଡ଼। ଜନସମୁଦ୍ର ପାଲଟିଥାନ୍ତା ସାକ୍ଷୀଗୋପଲ ମନ୍ଦିର ପରିସର। ମାତ୍ର ଚଳିତ ବର୍ଷ ସବୁ ଫିକା। କରୋନା…

ଭାରତରେ ରହିଛି ବିଶ୍ୱର ପ୍ରଥମ ଶାକାହାରୀ ସହର !

ପାଲିତାନା : ଅନନ୍ୟ ପରମ୍ପରା ଓ ସଂସ୍କୃତି ପାଇଁ ସାରା ବିଶ୍ୱରେ ଭାରତ ହାସଲ କରିଛି ସ୍ୱତନ୍ତ୍ର ପରିଚୟ । ତେବେ ଭାରତ ଏକ ରହସ୍ୟମୟ ଦେଶ କହିଲେ ଅତ୍ୟୁକ୍ତି ହେବ ନାହିଁ । ଇତିହାସ ହେଉ କି ପୌରାଣିକ ଗାଥା । କାହିଁ କେଉଁ ଅଜଣା ଯୁଗରୁ ଭାରତ ଅନେକ ଅକୁହା ଓ ଅଜଣା ରହସ୍ୟକୁ ନେଇ ଲୋକଙ୍କର…

ଅଲୌକିକ ନାଗାର୍ଜୁନ ପରମ୍ପରା -୨

...କିଛି ସମୟ ପରେ ନାନା ରତ୍ନଭରଣ ଯୁକ୍ତ ହୋଇ ଗଣ୍ଡା ଜଳପାନ କରିବାକୁ ଝରଣା ନିକଟକୁ ଆସିଲା । ଜଳପାନ ଶେଷକରି ଫେରିଲା ବେଳକୁ ଲତା ଗହଳରେ ଲୁଚି ରହିଥିବା କିରାତ ବେଶି ଅର୍ଜୁନ ଶର ନିକ୍ଷେପ କଲେ। ଶରଘାତରେ ପ୍ରଚଣ୍ଡ ଶବ୍ଦ କରି ଗଣ୍ଡା ମୃତ୍ୟୁ ବରଣ କଲା । ସେହିଦିନ ନାଗାର୍ଜୁନର ସ୍ୱନକ୍ଷେତ୍ର…

ମହାଲକ୍ଷ୍ମୀଙ୍କର ସ୍ଵତନ୍ତ୍ର ରୋଷଶାଳା କାହିଁକି ?

ଶ୍ରୀଜୀଉଙ୍କ ମହାପ୍ରସାଦ ସମ୍ପର୍କରେ ସ୍ଵତନ୍ତ୍ର ଉପସ୍ଥାପନା ମା' ମହାଲକ୍ଷ୍ମୀ ଜଣେ କୂଳୀନ କୂଳବଧୂର ଭୂମିକା ଓ କର୍ତ୍ତବ୍ୟ ସାରା ସଂସାରକୁ ଦେଖାଇଦିଅନ୍ତି । କୈ।ଣସି ଘରେ ଜଣେ ଗୃହିଣୀ ନିଜ ପତି ଏବଂ ଅନ୍ୟ ପରିବାର ସଦସ୍ୟଙ୍କର ଖାଦ୍ୟପେୟ କଥା ନଵୁଝି, ନିଜ ପାଇଁ କୈ।ଣସି ଖାଦ୍ୟର ବ୍ୟବସ୍ଥା…