Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜିଠୁ ଆରମ୍ଭ ମାଆ ଶ୍ୟାମା କାଳୀଙ୍କ ପୂଜା; ଜାଣନ୍ତୁ, ମାଆଙ୍କ ସହ ଜଡିତ କିଛି ଅଲୌକିକ କଥା

ଭୁବନେଶ୍ୱର: ମାଆ କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ।ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ।କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ମାଆଙ୍କର ଉତ୍ପତ୍ତି, ସେ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ…

ମା ଶାରଳାଙ୍କ ପୀଠ; ଯେଉଁଠି ପୋୖରାଣିକ ସମୟରୁ ହେଉଛି ତନ୍ତ୍ର ସାଧନା

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ମା' ଶାରଳାଙ୍କ ପୀଠ। ପୌରାଣିକ ଯୁଗରୁ ଏଠାରେ ତନ୍ତ୍ର ସାଧନା ହେବାର ଲୋକକଥା ରହିଛି ଯାହା ଆଜିବି ଚାଲିଛି। ଓଡ଼ିଆ ମହାଭାରତରେ ବର୍ଣ୍ଣନା ଅନୁଯାୟୀ, ଦେବୀ ଶାରଳା ସାରୋଳ ଚଣ୍ଡୀ ରୂପରେ ୧୫୦୦ ଶତାବ୍ଦୀ ପର୍ଯ୍ୟନ୍ତ ପ୍ରସିଦ୍ଧ ଥିଲେ । ଚଣ୍ଡୀ…

ଆସନ୍ତୁ ଜାଣିବା ଦୀପାବଳି ଦିନ କେଉଁ ମନ୍ଦିରରେ ଭକ୍ତଙ୍କୁ ପ୍ରସାଦ ଭାବେ ଗହଣା ଦିଆଯାଏ

ଭୋପାଳ: ଭାରତ ଏକ ଧର୍ମପ୍ରିୟ ରାଷ୍ଟ୍ର । ବିଭିନ୍ନ ସ୍ଥାନରେ ଏଥିନେଇ ଭିନ୍ନ ଭିନ୍ନ ପ୍ରକାର ପାରମ୍ପାରିକ ଚଳଣ ରହିଛି । ମଧ୍ୟପ୍ରଦେଶର ରତଲାମ ସହରରେ ମାଆ ମହାଲକ୍ଷ୍ମୀଙ୍କ ମନ୍ଦିର ନିଆରା ପରାମ୍ପରା ଯୋଗୁ ବେଶ୍ ଚର୍ଚ୍ଚିତ । ଏଠାରେ ଭକ୍ତଙ୍କୁ ପ୍ରସାଦରେ ଭୋଗ, ମିଠା ବଦଳରେ ସୁନା, ରୂପା ଦିଆ…

ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଲୋକର ପର୍ବକୁ ନେଇ ସାରାଦେଶରେ ଉତ୍ସବମୁଖର ପରିବେଶ । କରୋନା କଟକଣା ଚଳିତବର୍ଷ ଦୀପାବଳି ଉତ୍ସବକୁ ସାମାନ୍ୟ ଫିକା କରି ଦେଇଛି । ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ୱିଟ୍ କରି ରାଷ୍ଟ୍ରପତି ଲେଖିଛନ୍ତି, ଦୀପାବଳି ସ୍ୱଚ୍ଛତାର ବି ଉତ୍ସବ ।…

ଆଜି ଆଲୋକର ପର୍ବ ଦୀପାବଳି: ଅନ୍ଧାର ଉପରେ ଆଲୋକର ବିଜୟ ଉତ୍ସବ

ଭୁବନେଶ୍ୱର: ଆଜି ଶୁଭ ଦୀପାବଳି । ଅନ୍ଧାର ଉପରେ ଆଲୋକର ବିଜୟ ଉତ୍ସବ । ଏହାକୁ ନେଇ ପଲ୍ଲୀରୁ ଦିଲ୍ଲୀ ସବୁଠି ଉତ୍ସାହ, ଉଦ୍ଦୀପନା । ଅମାବାସ୍ୟାର ରାତିରେ ରଙ୍ଗବେରଙ୍ଗ ଆଲୋକମାଳା ସହ ଦୀପରେ ଉଜ୍ଜଳ ହେବ ଗାଁଠୁ ସହର । ବାଣ ଫୁଟାଇବାର ପରମ୍ପରା ବି ରହିଛି । ତେବେ ଚଳିତବର୍ଷ କରୋନା କଟକଣା…

ଆଉ ଦିନକ ପରେ ଦୀପାବଳି; କେଉଁଠି ହୁଏ କିପରି ପାଳନ, ଜାଣନ୍ତୁ

ଭୁବନେଶ୍ୱର: ଆଉ ଗୋଟିଏ ଦିନ ପରେ ଆଲୋକର ପର୍ବ ଦୀପାବଳି। ଏହି ପର୍ବଟି ଆମ ଦେଶର ଲୋକଙ୍କ ପାଇଁ ବହୁତ ମହତ୍ତ୍ୱ ରଖିଥାଏ।ତିଥି ଅନୁସାରେ ଦେଖିଲେ ଏହି ପର୍ବ କାର୍ତ୍ତିକ ମାସ ଅମାବାସ୍ୟାରେ ପଡ଼ିଥାଏ। ଏହି ଦିନ ଲୋକ ନିଜ ନିଜ ଘରକୁ ଆଲୋକରେ ସଜାଇବା ସହିତ ଧନ ଦାତ୍ରୀ ମା’ ଲକ୍ଷ୍ମୀ ଏବଂ ଗୌରୀ…

ମହାପ୍ରସାଦର ମହାପରମ୍ପରା

ଶ୍ରୀଜୀଉଙ୍କ ସମ୍ପର୍କରେ ସ୍ୱତନ୍ତ୍ର ଉପସ୍ଥାପନା ଶ୍ରୀକ୍ଷେତ୍ରରେ ଜଗନ୍ନାଥ ମହାପ୍ରଭୁ ସମ୍ପୂର୍ଣ୍ଣ ମାନବୀୟ ଲୀଳାରେ ଶ୍ରୀମନ୍ଦିରରେ ଉପସ୍ଥିତ । ଖାଲି ମାନବୀୟ ନୁହେଁ ରାଜକୀୟ ମଧ୍ୟ । ତେଣୁ ଏଠି, ମହାପ୍ରଭୁଙ୍କ ପ୍ରସାଦ ଯାହା “ମହାପ୍ରସାଦ” ନାମରେ ଖ୍ୟାତ ତାହା ପିଠାପଣାଠାରୁ ଆରମ୍ଭ କରି…

ଧନତେରାସ୍: ବିଶ୍ୱାସ ରହିଛି ଆଜି ସୁନା କିଣିଲେ ଘରକୁ ଆସନ୍ତି ଲକ୍ଷ୍ମୀ

ଭୁବନେଶ୍ୱର: ଆଜି ଧନତେରାସ୍ । ସୁନା କିଣିବା ନେଇ ପରମ୍ପରା ରହି ଆସିଛି । ବିଶ୍ୱାସ ରହିଛି ଏହି ଦିନ ସୁନା କିଣିଲେ ଘରକୁ ଧନଲକ୍ଷ୍ମୀ ଆସି ଥାଆନ୍ତି । ଏଥପାଇଁ ବିଭିନ୍ନ ସୁନା ଦୋକାନରେ ଲୋକଙ୍କ ଭିଡ଼ ଜମେ । ସୁନା ହେଉ କି ରୁପା ଲୋକ ନିଜ ସାମର୍ଥ ଅନୁସାରେ ଗହଣା କିଣି ଥାଆନ୍ତି ।…

ଆଜି ଧନତେରାସ୍; ଘରକୁ ଆଣନ୍ତୁ ଝାଡୁ, ମିଳିବ ମା’ ଲକ୍ଷ୍ମୀଙ୍କ କୃପା 

ଭୁବନେଶ୍ୱର: ଦୀପାବଳିର ଗୋଟିଏ ଦିନ ପୂର୍ବରୁ ପଡିଥାଏ ଧନତେରସ। ପୌରାଣିକ କଥା ଅନୁଯାୟୀ ଏହି ଦିନ ଭଗବାନ ଧନ୍ଵନ୍ତରୀ ସମୁଦ୍ର ମନ୍ଥନ ସମୟରେ ଅମୃତ କଳସ ସହ ପ୍ରକଟ ହୋଇଥିଲେ । ଧନତେରସରେ ଝାଡୁ କିଣିବା ପ୍ରଥା ରହିଛି। ଏହି ଦିନ ଝାଡୁ କିଣିଲେ ଘରୁ ଅଭାବ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି।…

[ଭିଡିଓ] ଆମେରିକୀୟ ଗାୟିକା ମେରି ମିଲବେନ୍ ଗାଇଲେ ହିନ୍ଦୀ ଭଜନ !

ଭୁୁବନେଶ୍ୱର: ଜଣାଶୁଣା ଆମେରିକୀୟ ଗାୟିକା ମେରି ମିଲବେନ୍ । ଦୀପାବଳି ଅବସରରେ ଏହି ବିଦେଶୀ ଗାୟିକା ନିଜ କଣ୍ଠରେ ଏକ ହିନ୍ଦୀ ଭଜନକୁ ସଜାଇ ଚର୍ଚ୍ଚାକୁ ଆସିଛନ୍ତି । ଭଜନର ଲିରିକ୍ସ ଲାଇନ୍ ଓମ୍ ଜୟ ଜଗଦିଶ ହରେ ଥିବାବେଳେ ସୋସିଆଲ୍ ମିଡିଆରେ ଏହା ଭାଇରାଲ୍ ହୋଇଛି । ବୁଧବାର ଏହି ଭଜନକୁ…