Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଶ୍ରୀଜୀଉଙ୍କ ମାର୍କଣ୍ଡରେ କାଳୀୟଦଳନ ଏକାଦଶୀ ନୀତି

“ କାଳୀୟ ବିଷଧର ଗଞ୍ଜନ ଜନ ରଞ୍ଜନ ଯଦୁକୁଳ ନଳୀନ ଦିନେଶ ଜୟ ଜୟ ଦେବ ହରେ ” କବି ଶ୍ରୀଜୟଦେବଙ୍କ ବିରଚିତ ଗୀତଗୋବିନ୍ଦରେ ଶ୍ରୀକୃଷ୍ଣଙ୍କୁ "କାଳୀୟବିଷଧର" ଗନ୍ଜନ ବୋଲି ସମ୍ବୋଧନ କରିଛନ୍ତି । କାରଣ, ପ୍ରଭୁ କୃଷ୍ଣଚନ୍ଦ୍ର କାଳୀୟ ନାଗକୁ ଲାନ୍ଛିତ ଓ ପରାଜିତ କରିବା ସହିତ କାଳିନ୍ଦୀ…

ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବଣଭୋଜି ବେଶ

ଆଜି ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହୋଇଛି । ହାତରେ ବାଡି ଆଉ ଶିକାରେ ଲହୁଣୀ ଧରି ବେଶ ହୋଇଥାନ୍ତି କଳା ଗୋରା ଦୁଇ ଠାକୁର । ଗଜପତି ପ୍ରତାପରୁଦ୍ର ଦେବଙ୍କ ସମୟରେ ରାୟା ରାମାନନ୍ଦ ଓ ଶ୍ରୀ ଚୈତନ୍ୟଙ୍କ…

ଶ୍ରୀମନ୍ଦିରରେ କୋଳି ଖାଇଲେ କଳାଠାକୁର

'ଫଳ ବିକ୍ରୟିଣୀ ତସ୍ୟ ଚ୍ୟୁତ ଧାନ୍ୟଂ କରଦ୍ୱୟଂ ପଳୈର ପୂରୟଦ ରତ୍ନୈଃ ଫଳଭାଣ୍ଡମ ପୂରି ଚ'  ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ, ପରମ୍ପରା ଅନୁଯାୟୀ ଶ୍ରୀଜୀଉମାନଙ୍କର ବଣ ଭୋଜି ବେଶ, କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ, କୃଷ୍ଣଲୀଳା ନୀତି ଆଦି ଅନୁଷ୍ଠିତ ହୋଇଛି । ଏହି…

ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ ପାଳିତ

'ଭୁବୋଭାରାବତାରକଂ ଭବାବଧୀକର୍ଣ୍ଣଧାରକମ୍ ଯଶୋମତୀ-କିଶୋରକଂ ନମାମି ଦୁଗଧଚୋରକମ ।।' ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି । ମଥୁରାରୁ ଯାଇ ଗୋପପୁରରେ ପହଞ୍ଚିଛନ୍ତି କଳା କହ୍ନେଇ । ସେଠାରେ ନାଭିକଟା ନୀତି ସମ୍ପନ୍ନ ହୋଇଛି ।…

ଆସନ୍ତୁ ଜାଣିବା ଭଗବାନ ଶ୍ରୀକୃଷ୍ଣଙ୍କ ସବୁଠାରୁ ଦାମୀ ମୂର୍ତ୍ତି କେଉଁଠାରେ ଅଛି

ଗଢ଼ବା: ଜନ୍ମାଷ୍ଟମୀ ଅନେକ ସ୍ଥାନରେ ଗତକାଲି ପାଳିତ ହୋଇଯାଇଛି । ଏଥର ୨ ଦିନ ତିଥି ରହିଥିବାରୁ ବୁଧବାର ମଧ୍ୟ କେତେକ ସ୍ଥାନରେ ଏହା ଧୂମଧାମରେ ପାଳିତ ହେଉଛି । ଝାଡଖଣ୍ଡ ଗଢ଼ବା ଜିଲାର ଉଟାରୀରେ ଅଛି ଶ୍ରୀକୃଷ୍ଣଙ୍କ ବଂଶୀଧର ମନ୍ଦିର । କରୋନା ଯୋଗୁ ଏଥର ଏଠାରେ ଜନ୍ମାଷ୍ଟମୀରେ ଭକ୍ତଙ୍କ ପ୍ରବେଶ…

ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି

'ବସୁଦେବ ସୁତ ଦେବଂ କଂସ,ଚାଣୁର ମର୍ଦନଂ। ଦେବକୀ ପରମାନଂଦମ କୃଷ୍ଣମ ବନ୍ଦେ ଜଗତଗୁରୁମ। ।' ଭାଦ୍ରବ କୃଷ୍ଣ ଅଷ୍ଟମୀ ଦିନ ସାନ୍ଧ୍ୟ ଧୂପ ଶେଷ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ସୁଧସୁଆର ସେବକ ଭଣ୍ଡାର ଦ୍ୱାର ଆଗରେ (ଭିତର କାଠ ସମ୍ମୁଖ) ପୋଛା ମାରନ୍ତି । ତତ୍ପରେ, ପୂଜାପଣ୍ଡା…

ଆସନ୍ତୁ ଜାଣିବା କେଉଁଠାରେ ଏବେ ବି ରାସଲୀଳା ପାଇଁ ଭଗବାନ କୃଷ୍ଣ ଆସୁଛନ୍ତି, ଲୁଚି କରି ଦେଖିବା ଲୋକ ପାଗଳ…

ବୃନ୍ଦାବନ: ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ନୀତିକୁ ଘରେ ଘରେ ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି । କରୋନା ମହାମାରୀ ଯୋଗୁ ଅବଶ୍ୟ ଏହା କିଛି ମାତ୍ରାରେ ଫିକା ପଡିଛି । ବୃନ୍ଦାବନରେ ଜନ୍ମଷ୍ଟମୀ ଧୂମଧାମରେ ପାଳନ କରାଯାଏ । ଏଠାରେ ଏପରି ଏକ ସ୍ଥାନ ଅଛି ଯେଉଁଠିକି ଭଗବାନ ଶ୍ରୀକୃଷ୍ଣ…

ଆଜି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ

'କର୍ପୂର ତିଳକଂ ଲଲାଟ ପଟଳେ, ବକ୍ଷସ୍ଥଳେ କୌସ୍ଥଭଂ। ନାସାଗ୍ରେ ବରମୌକ୍ତିକଂ କରତଳେ, ବେଣୁ କରେ କଙ୍କଣମ୍। ସର୍ବାଙ୍ଗେ ହରିଚନ୍ଦନଂ ସୁଲଳିତଂ, କଣ୍ଠେ ଚ ମୁକ୍ତାବଳି। ଗୋପସ୍ତ୍ରୀ ପରିବେଷ୍ଟିତେ ବିଜୟତେ, ଶ୍ରୀଗୋପାଳ ଚୂଡ଼ାମଣୀ ।' ଆମ କାଳିଆ ସାଆନ୍ତ ବଡ଼ ବିଚିତ୍ର ଦିଅଁ ଆଉ ବହୁତ…

କୃଷ୍ଣ ଜନ୍ମାଷ୍ଟମୀ ସହ ‘ଦହିହାଣ୍ଡି’ ଭଙ୍ଗାର କି ସମ୍ପର୍କ ରହିଛି…

ଭୁବନେଶ୍ୱର: ଦୂରାଚାରୀ କଂସର ପ୍ରକୋପରୁ ମଥୁରାବାସୀଙ୍କୁ ବଞ୍ଚାଇବା ଲାଗି ଭଗବାନ ଶ୍ରୀକୃଷ୍ଣ ଧରାବତରଣ କରିଥିଲେ । କଂସର ଭଉଣୀ ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ଜନ୍ମ ଗ୍ରହଣ କରିଥିଲେ ଭଗବାନ । ଯିଏକି ପରବର୍ତ୍ତୀ ସମୟରେ ନନ୍ଦ ଓ ଯଶୋଦାଙ୍କ ଦ୍ୱାରା ପ୍ରତିପାଳିତ ହୋଇଥିଲେ ।…

ଆଜି ଜନ୍ମାଷ୍ଟମୀ: ମଧ୍ୟରାତ୍ରୀରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ

ଭୁବନେଶ୍ୱର: ଆଜି ଜନ୍ମାଷ୍ଟମୀ। ଏହି ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ଚଳିତ ବର୍ଷ ଏହା ଅଗଷ୍ଟ ୧୧ରେ ପାଳନ ହେଉଥିବା ବେଳେ ୧୨ ତାରିଖ ଦିନ ଏକ ନିଦ୍ଦିଷ୍ଟ ସମୟ ଯାଏଁ ମଧ୍ୟ ଜନ୍ମାଷ୍ଟମୀର ମୁହୂର୍ତ ରହିଛି। ବେଦବାଣୀ…