Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ପବିତ୍ର ଶ୍ରାବଣ ସୋମବାର: ଖାଁ ଖାଁ ଲାଗୁଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରବଣ ମାସର ପ୍ରଥମ ସୋମବାର ।କରୋନା ଯୋଗୁଁ ସବୁ ଫିକା ପଡିଛି । ପରିସ୍ଥିତି ସାମାନ୍ୟ ଥିଲେ ରାଜ୍ୟର ପ୍ରମୁଖ ଶିବାଳୟରେ ଆଜି ଶିବଙ୍କୁ ଜଳାଭିଷେକ କରିବାକୁ ଲାଗିଥାନ୍ତା କାଉଡ଼ିଆଙ୍କ ଭିଡ଼। ଏହି ସମୟରେ ଓଡ଼ିଶାର ପ୍ରମୁଖ ଶୈବପୀଠକୁ କାଉଡ଼ିଆମାନେ ନିଷ୍ଠାର ସହିତ…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରିଏ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ପରମ୍ପରା ଅନୁଯାୟୀ ଆଜିଠାରୁ ମହାଦେବଙ୍କୁ କରାଯାଏ ଜଳାଭିଷେକ । ମାତ୍ର ଚଳିତ ଥର କରୋନା ଯୋଗୁଁ ଫିକା ପଡିଛି ସବୁକୁଛି । ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜାରି ହୋଇଛି ୧୪୪…

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…

ଆଜି ଗୁରୁ ପୂର୍ଣ୍ଣିମା: ଜାଣନ୍ତୁ ଏହାର ମହତ୍ତ୍ୱ

ଭୁବନେଶ୍ୱର: ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ବା ବ୍ୟାସ ପୂର୍ଣ୍ଣିମା । ଆଷାଢ଼ ମାସ ପୂର୍ଣ୍ଣିମା ଦିନକୁ ଗୁରୁ ପୂର୍ଣ୍ଣିମା ଭାବେ ପାଳନ କରାଯାଇଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା…

ଶ୍ରୀମନ୍ଦିରକୁ ଫେରିଲେ ଶ୍ରୀଜଗନ୍ନାଥ; ବିନା ଭକ୍ତରେ ଶେଷ ହେଲା ରଥଯାତ୍ରା

ପୁରୀ: ପାରମ୍ପରିକ ନୀଳାଦ୍ରି ବିଜେ ନୀତି ସମାପ୍ତ ହେବା ସହିତ ଶେଷ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ନବଦିନାଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷକରି ଶ୍ରୀମନ୍ଦିରସ୍ଥିତ ରତ୍ନବେଦୀକୁ ବାହୁଡ଼ିଛନ୍ତି ଜଗତର ନାଥ ଶ୍ରୀଜଗନ୍ନାଥ । ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ…

କାର୍ଟୁନ କହୁଛି ରଥଯାତ୍ରା କାହାଣୀ, ଫଟୋ ଭାଇରାଲ

ଭୁବନେଶ୍ୱର: କଥା କହୁଛି ଶ୍ରୀଜିଉଙ୍କ କାର୍ଟୁନ ଫଟୋ । ଫଟୋରେ ରହିଛି ୯ଦିନର ନବଦିନାତ୍ମକ ଯାତ୍ରା କାହାଣୀ । ନଅ ଦିନର ଯାତ୍ରା ରଥଯାତ୍ରା । ପୁଣି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡା । ଏହାରି ଭିତରେ ମା’ଲକ୍ଷ୍ମୀଙ୍କ ଅଭିମାନ ଆଉ ନନ୍ଦିଘୋଷ ରଥ ଭଙ୍ଗା । ବାହୁଡା ବାଟରେ ପୁଣି ଲକ୍ଷ୍ମୀ…

ରଥାରୂଢ ଶ୍ରୀଜଗନ୍ନାଥଙ୍କୁ ‘ରସଗୋଲା’ ଭୋଗ ଅର୍ପଣ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଅନ୍ତିମ ଦିବସରେ ଆଜି ପାଳିତ ହେଉଛି ନୀଳାଦ୍ରି ବିଜେ ନୀତି । ସୁସ୍ୱାଦୁ ରସଗୋଲାକୁ ଭାରି ଭଲ ପାଆନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଛେନାରେ ତିଆରି ରସଗୋଲା ମିଷ୍ଟାନ୍ନ ଓଡ଼ିଶାରେ ଅତି ଲୋକପ୍ରିୟ । ଓଡ଼ିଶାରେ ଏହି ମିଠାର ଜନ୍ମ ତଥା ଏହା ଓଡ଼ିଶାରୁ…

ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…

ତିନିରଥରେ ସମ୍ପନ୍ନ ହେଲା ଅଧରପଣା ନୀତି

ପୁରୀ: ରଥଯାତ୍ରା ମହୋତ୍ସବର ଚୂଡ଼ାନ୍ତ ପର୍ଯ୍ୟାୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା ପାରମ୍ପରିକ ନୀତିକାନ୍ତି ମାଧ୍ୟମରେ ପାଳିତ ହେଉଛି । ଆଜି ସନ୍ଧ୍ୟାରେ ସମ୍ପନ୍ନ ହୋଇଛି ଗୁରୁତ୍ୱପୂର୍ଣ୍ଣ ଅଧରପଣା ନୀତି । ଗତକାଲି ସୁନାବେଶରେ ଦର୍ଶନ ଦେବା ପରେ ଆଜି ଶ୍ରୀଜୀଉମାନଙ୍କ ଏହି ଅଧରପଣା…