Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ: ପରମ୍ପରା ଅନୁଯାୟୀ ଆଜି ତ୍ରୟୋଦଶୀ ତିଥିରେ ରଥ ଉପରେ ଅନୁଷ୍ଠିତ ହେବ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅଧରପଣା ନୀତି । ରଥ ଉପରେ ତିନି ଠାକୁରଙ୍କ ଏହି ନୀତି ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି। ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି। ଏହି…

ସୁନାବେଶରେ ଝଟକିଲେ ତିନିଠାକୁର

ପୁରୀ: ଆଜି ମହାପ୍ରଭଙ୍କର ପବିତ୍ର ସୁନାବେଶ । ରଥାରୂଢ ଶ୍ରୀଜୀଉମାନଙ୍କ ଏହି ସୁନାବେଶ ବା ବଡ଼ ତଡ଼ାଉ ବେଶ ପ୍ରତିବର୍ଷ ଆଜିର ଦିବସରେ ଅନୁଷ୍ଠିତ ହେବାର ବିଧିରହିଛି । ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଥରେ ସୁନାବେଶରେ ସଜ୍ଜିତ ହୋଇଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ…

ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ; ରଥକୁ ଆସିଲା ମହଣ ମହଣ ସ୍ୱର୍ଣ୍ଣାଳଙ୍କାର

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ରଥ ଉପରେ ମହଣ ମହଣ ସୁନା ପିନ୍ଧିବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମେତ ବଡ଼ଠାକୁର ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା । ପୁରୀ ଶ୍ରୀମନ୍ଦିରରେ ଥିବା ଏହି ସ୍ୱର୍ଣ୍ଣାଳଙ୍କାରଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା…

କେବେ ଓ କାହିଁକି ମହାପ୍ରଭୁ ସୁନାବେଶରେ ଦିଅନ୍ତି ଦର୍ଶନ !

ପୁରୀ: ପରମାତ୍ମା ସେ ପରମବ୍ରହ୍ମ ସେ, ସେ ଅନାଦି ସେ ଅନ୍ତ । ଶ୍ରୀଜଗନ୍ନାଥ ହିଁ ଆରମ୍ଭ ସେହି ଶେଷ । ସେ କୃପାମୟ ସେ ଲୀଳାମୟ ମହାପ୍ରଭୁ ଅନ୍ତର୍ଯ୍ୟାମୀ । ଜୀବର ପରମ ଗତିର ଅନ୍ତିମସ୍ଥଳୀ ସେହି ପରମାତ୍ମା ଦାରୁବ୍ରହ୍ମ ରୂପୀ ଶ୍ରୀଜଗନ୍ନାଥ । ଜୀବାତ୍ମାର ପରମ ଉଦ୍ଦେଶ୍ୟ ପରମାତ୍ମାରେ ଲୀନ ହେବା…

ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଯୁବପିଢ଼ିଙ୍କ ନିଆରା ଅଭିଯାନ ‘ଘରେ ଘରେ ଜଗନ୍ନାଥ’

କଟକ: ଭାଇଚାରାର ସହର କଟକରେ ଦେଖିବାକୁ ମିଳିଛି ଏକ ନିଆରା ଜିନିଷ। କିଛି ଯୁବପିଢି ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଘର କାନ୍ଥ ମାନଙ୍କରେ ମହାପ୍ରଭୁଙ୍କ ଚିତ୍ର ଅଙ୍କନ କରି ଆରମ୍ଭ କରିଛନ୍ତି ଘରେ ଘରେ ଜଗନ୍ନାଥ ଅଭିଯାନ। ଓଡିଶାର ସମସ୍ତ ସ୍ଥାନରେ ରଥଯାତ୍ରା ବନ୍ଦ ପରେ ଭକ୍ତ…

ପଢନ୍ତୁ ସୁନାବେଶରେ କେଉଁ ସବୁ ଅଳଙ୍କାର ପିନ୍ଧନ୍ତି ତିନି ଠାକୁର

ପୁରୀ: ମହାପ୍ରଭୁଙ୍କ ଲୀଳା ଅପାର । ନବଦିନାତ୍ମକ ଯାତ୍ରା ସାରି ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବା ପରେ ସିଂହଦ୍ୱାର ଆଗରେ ତିନି ରଥ ଉପରେ ହୋଇଥାଏ ଶ୍ରୀଜିଉମାନଙ୍କର ସୁନାବେଶ । ଏହାକୁ ରାଜାରାଜେଶ୍ୱର ବେଶ ବି କୁହାଯାଏ । ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ହାତ ଓ ପାଦ ଥିବା ବିଗ୍ରହ ରୂପରେ…

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବାହୁଡ଼ା ଯାତ୍ରାରେ ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ରଥାରୁଢ଼ ଶ୍ରୀଜିଉଙ୍କର ସୁନାବେଶ ବା ରାଜାରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ମହଣ ମହଣ ରତ୍ନ ଖଚିତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ରଥ ଉପରେ ସମସ୍ତ ଦୈନନ୍ଦିନ…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀଗୁଣ୍ଡିଚାରୁ ଶ୍ରୀମନ୍ଦିର ଯାଏଁ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁ କରିଚାଲିଛନ୍ତି ତାଙ୍କର ଅପୂର୍ବ ମାନବୀୟ ଲୀଳା । ପବିତ୍ର ରଥଯାତ୍ରା ଉତ୍ସବରେ ଆଜି ହେଉଛି ବାହୁଡ଼ା ଯାତ୍ରା ଉତ୍ସବ । ଶ୍ରୀଜୀଉମାନେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ଛାଡ଼ି ବାହୁଡୁଛନ୍ତି…