Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ତିନିରଥ…

ପୁରୀ: ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଠାକୁର ଶ୍ରୀବଳଭଦ୍ର ଓ ସୁନା ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି । ତିନୋଟି ରଥ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବୀ ଦଳନ ରଥ ବଡ଼ଦାଣ୍ଡ…

ସୁନାଝାଡୁରେ ଛେରାପହଁରା କରୁଛନ୍ତି ମହାପ୍ରଭୁଙ୍କ ଆଦ୍ୟ ସେବକ

ପୁରୀ: ପହଣ୍ଡି ପରେ ରଥାରୂଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଉ କିଛି ସମୟ ଅନ୍ତରାଳେ ନୀଳକନ୍ଦର ଅଭିମୁଖେ ଆରମ୍ଭ କରିବେ ଯାତ୍ରା। ରଥଟଣା ପୂର୍ବରୁ ଆରମ୍ଭ ହୋଇଛି ଛେରାପହଁରା ନୀତି। ହାତରେ ସୁନା ଝାଡୁ ଧରି ଛେରାପହଁରା ନୀତି ଆରମ୍ଭ କରିଛନ୍ତି ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି। ଗଜପତି…

ସୁଦର୍ଶନଙ୍କ ବାଲୁକା କଳାରେ ଚକା ଆଖି, ତିନି ରଥ ଓ ଶ୍ରୀଜିଉ

ପୁରୀ : କରୋନା ସଂକ୍ରମଣ ପାଇଁ ଭକ୍ତକୁ ବଡ ଦାଣ୍ଡ ମନା । ଗୁଣ୍ଡିଚା ପରି ବାହୁଡାରେ ବି ରଥ ଉପରେ ସେଇ ଚକା ଆଖିକୁ ଦେଖିବାର ସୁଯୋଗ ନାହିଁ । ସେପଟେ ବେଳାଭୂମିରେ ନିଜ ବାଲୁକା କଳା ମାଧ୍ୟମରେ ଚକା ଆଖି, ତିନି ରଥ ଓ ତିନି ଠାକୁରଙ୍କୁ ଦର୍ଶାଇଛନ୍ତି । ବାହୁଡା ଯାତ୍ରା ଅବସରରେ…

ବିନା ଭକ୍ତରେ ଜନ୍ମଦେବୀରୁ ରତ୍ନ ବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ :କରୋନା ସଂକ୍ରମଣ ଭୟ ଯୋଗୁଁ ଆଜି ବି ଭକ୍ତ ଓ ଭଗବାନଙ୍କ ମିଳନ ହୋଇପାରିନି ବଡ ଦାଣ୍ଡରେ । ଗୁଣ୍ଡିଚା ଦିନ ବିନା ଭକ୍ତରେ ମହାପ୍ରଭୁ ରତ୍ନବେଦୀରୁ ଆସିଥିଲେ ଜନ୍ମ ବେଦୀ । ଏବେ ଫେରିଗଲା ବେଳେ ବି ଭକ୍ତ ନାହାନ୍ତି । କେବଳ ହାତ ଗଣତି ସେବାୟତ ଓ ପୋଲିସଙ୍କ ସାହାଯ୍ୟରେ ରଥଟଣା ଯିବ । ଘରେ…

ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ଆମ୍ଭ ହୋଇଛି ମହାପ୍ରଭୁଙ୍କ ପହଣ୍ଡି । ଗୋଟି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଶ୍ରୀସୁଦର୍ଶନ । ଏହାପରେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଚାଲିଛି । ଏହାପରେ ଦେବୀ ସୁଭଦ୍ରା ଓ ଶେଷରେ ଗୋଟି ପହଣ୍ଡିରେ ଆସି ରଥାରୁଢ଼ ହେବେ ଜଗତର ନାଥ ଶ୍ରୀଜଗନ୍ନାଥ । ସକାଳ ୮ଟାରୁ…

ପୁରାଣ ଅନୁଯାୟୀ ବାହୁଡା ଯାତ୍ରାର ମାହାତ୍ମ୍ୟ

ଭୁବନେଶ୍ୱର: ଆଜି ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କ ସହ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି। ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା…

ସରିଲା ଜନ୍ମବେଦୀ ଲୀଳାଖେଳା, ବଡ଼ଦେଉଳକୁ ବାହୁଡ଼ିବେ ମହାପ୍ରଭୁ

ପୁରୀ: ସରିଲା ଜନ୍ମବେଦୀ ଲୀଳାଖେଳା । ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ସରୁଛି ଶ୍ରୀଜିଉଙ୍କର ନବ ଦିନାତ୍ମକ ଯାତ୍ରା । ଆଜି ବାହୁଡ଼ା ଯାତ୍ରାରେ ବଡ଼ ଦେଉଳକୁ ବାହୁଡ଼ିବେ ବଡ଼ ଠାକୁର । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥ ଚଢ଼ି ନୀଳକନ୍ଦର ଫେରିବେ ନୀଳମଣି । ବାହୁଡ଼ା ଯାତ୍ରା ପାଇଁ…

ମହାପ୍ରଭୁଙ୍କୁ ମାଉସୀ ଖୁଆଇବେ ପୋଡ଼ପିଠା: କେମିତି ଚାଲିଛି ପ୍ରସ୍ତୁତି, ଜାଣନ୍ତୁ

ପୁରୀ: ସେହି କୃପାମୟ ପ୍ରେମମୟ ଦୟାମୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଜଗତର ଏପରି ଏକ ଠାକୁର ଯିଏ ନିଜ ମନ୍ଦିର ଆସ୍ଥାନରୁ ଉଠି ଲକ୍ଷ ଲକ୍ଷ ଜନସମୂଦ୍ରରେ ମିଶିଯାଆନ୍ତି । ରଥାରୁଢ ଶ୍ରୀଜଗନ୍ନାଥଙ୍କୁ ସାରା ବିଶ୍ୱର କୋଟି କୋଟି ଜନତା ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି । ଏ ଜାତିର ଏକମାତ୍ର…

ପୋଡ଼ିଗଲା ପାଦ, ଛିଣ୍ଡିଗଲା କାନ୍ଧ; ବିସ୍ମୟ ଠାକୁରଙ୍କ ରଥ ଟାଣିନେଲେ ସେବକ…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ରାତିରେ (ରଥଯାତ୍ରା ପୂର୍ବଦିନ) ଆଖିକୁ ମୋର ନିଦ ନାହିଁ, ତମକୁ ବି ନିଦ ନାହିଁ, ତମେ  ଜନ୍ମବେଦିକୁ ଯାତ୍ରା କରିବ ଆଉ ତୁମ ଭକ୍ତକୁ   ନିଦ ନାହିଁ, ମୁଁ ତୁମକୁ ଦେଖିବି, ନା ...…

ସୂର୍ଯ୍ୟ ଦେବତାଙ୍କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ !

ଭୁବନେଶ୍ୱର: ସୂର୍ଯ୍ୟ ଦେବତା ହେଉଛନ୍ତି ସକଳ ଶକ୍ତିର ଆଧାର । ହିନ୍ଦୁଶାସ୍ତ୍ରାନୁସାରେ ପ୍ରାତଃକାଳରେ ଗାଧୋଇସାରି ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ସାରା ଦିନଟି ଆପଣଙ୍କ ଭଲରେ କଟିବା ସହିତ ସକରାତ୍ମକ ଶକ୍ତି ଆପଣଙ୍କ ଶରୀରରେ ଭରିଯାଇଥାଏ । ଜାଣନ୍ତୁ, କିପରି ହୋଇଛି ସୂର୍ଯ୍ୟ ଦେବତାଙ୍କ…