Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଗଜପତି ମହାରାଜାଙ୍କୁ କାହିଁକି କୁହାଯାଏ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା, ଠାକୁର ରାଜା ତଥା ଦାରୁବ୍ରହ୍ମଙ୍କର ପ୍ରଥମ ସେବକ ହେଲେ ପୁରୀ ଗଜପତି ମହାରାଜା । ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ ।…

ବାଣୀବିହାରରେ ବାଲି ରଥ, ପୂଜା ପାଇଲେ ତିନି ଠାକୁର

ଭୁବନେଶ୍ୱର: କରୋନା କଟକଣା ଭିତରେ ପୁରୀରେ ରଥଯାତ୍ରା ହୋଇଛି । ତେବେ ଅନ୍ୟ ସବୁ ସ୍ଥାନରେ କଟକଣା ଜାରି ରହିଛି । ପୁରୀକୁ ଛାଡିଦେଲେ ଆଉ କେଉଁ ସ୍ଥାନରେ ମଧ୍ୟ ରଥ ଗଡିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତେବେ ଏହି କଟକଣା ଭିତରେ ଭୁବନେଶ୍ୱର ବାଣୀବିହାରରେ ତିଆରି…

ଶେଷ ହେଲା ଗୁଣ୍ଡିଚା ଯାତ୍ରା, ସାଧୁବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ସରିଲା ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ଆଇନ ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଶେଷକରି ପୁରୀ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ପୋଲିସ ପ୍ରଶାସନ ଓ…

ଶରଧାବାଲିରେ ଶ୍ରୀଜିଉ, ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

ପୁରୀ: ଶରଧାବାଲିରେ ଶ୍ରୀଜିଉ । ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ଠାକୁରଙ୍କ ରଥ । ପ୍ରଥମେ ବଳଭଦ୍ର ପରେ ସୁଭଦ୍ରା ଏବଂ ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଂଚିଛି ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ରତ୍ନବେଦୀରୁ ଜନ୍ମବେଦୀରେ ପହଂଚିଛି ତିନି ଠାକୁର । ଶରଧାବାଲିରେ ଶୋଭାପାଉଛି ତିନି…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଦେବୀ ସୁଭଦ୍ରା

ପୁରୀ: ଗୁଣ୍ଡିଚା ମନ୍ଦିରରେ ପହଂଚିଛନ୍ତି ଭଉଣୀ ଦେବୀ ସୁଭଦ୍ରା । ବଡ ଭାଇ ବଳଭଦ୍ରଙ୍କ ପଛେ ପଛେ ଆସି ଜନ୍ମବେଦୀରେ ପହଂଚିଛନ୍ତି ଉଭଣୀ ସୁଭଦ୍ରା । ଦେବଦଳନ ରଥ ଆସି ଗୁଣ୍ଡିଚା ମନ୍ଦିର ଆଗରେ ଠିଆ ହୋଇଛି । ସେବାୟତମାନେ ଆନନ୍ଦରେ ଟାଣି ନେଇ ଗୁଣ୍ଡିଚା ମନ୍ଦିରରେ ପହଂଚାଇଛନ୍ତି । ଘଣ୍ଟ…

ଗୁଣ୍ଡିଚା ମନ୍ଦିରରେ ପହଂଚିଲା ବଡଠାକୁରଙ୍କ ତାଳଧ୍ୱଜ ରଥ

ପୁରୀ: ଆଜି ବଡ ଠାକୁରଙ୍କ ବଡଯାତ୍ରା । ରତ୍ନବେଦୀରୁ ଜନ୍ମବେଦୀରେ ପହଂଚିଲେ ବଡଠାକୁର ପ୍ରଭୁ ବଳଭଦ୍ର । ଗୁଣ୍ଡିଚା ମନ୍ଦିରରେ ଲାଗିଲା ବଡଠାକୁରଙ୍କ ତାଳଧ୍ୱଜ ରଥ । ଅପରାହ୍ନ ୩ଟା ୫୨ରେ ରଥ ଯାଇ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଂଚିଛି । ପଛରେ ଭଉଣୀ ସୁଭଦ୍ରା ଓ କାଳିଆ ଠାକୁର ଆସୁଛନ୍ତି ।…

ଭାବର ଠାକୁର ସେ କାଳିଆ ସାଆନ୍ତ; ଜାଣନ୍ତୁ ମହାପ୍ରଭୁଙ୍କ ଅଦ୍ଭୁତ ଲୀଳା

ଭୁବନେଶ୍ୱର: ଘୋଷଯାତ୍ରା ହେଉଛି ପୁରୀ ତଥା ଦେଶ ବିଦେଶରେ ପାଳିତ ହେଉଥିବା ଏକ ଅନନ୍ୟ ପର୍ବ । ଏହା ଆଷାଢ ଶୁକ୍ଲ ଦ୍ୱିତୀୟା ତିଥିରେ ଧୁମଧାମରେ ପାଳିତ ହୋଇଥାଏ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରସିଦ୍ଧ ରଥଯାତ୍ରା ବିଶ୍ବବ୍ୟାପୀ ପରିବ୍ୟାପ୍ତ, କୁହାଯାଏ ଏହି ସମୟରେ ଭାବର ଠାକୁର କିଛିଦିନ…

ଦାସିଆ ନଡ଼ିଆ ସିନା ତୋତେ ବଢିଆ…

ସେ ହେଉଛନ୍ତି ସାକାର ରୂପୀ ପୂର୍ଣ୍ଣବ୍ରହ୍ମ, ସେ ନିରାକାର ସେ ଶୂନ୍ୟବ୍ରହ୍ମ । ସେ ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ର ଧାମରେ ରହି ଭକ୍ତମାନଙ୍କୁ ବିଭିନ୍ନ ରୂପରେ ତଥା ପରିସ୍ଥିତିରେ ଦର୍ଶନ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଦୁଃଖ ଯାତନା ତଥା…

ଘୁ’ ଘୁ’ ଗର୍ଜନରେ ବଡ ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରାପହଁରା ନୀତିକାନ୍ତି ପରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନିରଥ । ଘଣ୍ଟଘଣ୍ଟା ବାଦ୍ୟରେ, ଚାମର ଆଲଟ ପତାକାରେ ଚଳିତ ଥର ବିନା ଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଡ଼ଦାଣ୍ଡରୁ ମାଉସୀ ମା’ ମନ୍ଦିର ଆଡ଼କୁ ଗଡ଼ିଛି। ଏହା…