Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

‘ମକର ସଂକ୍ରାନ୍ତି’କୁ ଆଉ କେଉଁକେଉଁ ନାମରେ ପାଳିତ କରାଯାଏ, ଜାଣନ୍ତୁ

ଭୁବନେଶ୍ୱର: ଭାରତର ବିଭିନ୍ନ ସ୍ଥାନରେ ‘ମକର ସଂକ୍ରାନ୍ତି’ ପର୍ବକୁ ଶ୍ରଦ୍ଧାଳୁମାନେ ଆନନ୍ଦ ଉଲ୍ଲାସର ସହ ପାଳନ କରିଥାନ୍ତି । ଏହାବ୍ୟତିତ ଏହି ପର୍ବକୁ ଭିନ୍ନଭିନ୍ନ ରାଜ୍ୟରେ ଭିନ୍ନଭିନ୍ନ ନାମରେ ପାଳିତ କରାଯାଇଥାଏ । ଉତ୍ତର ଓଡିଶାରେ ଏହାକୁ ଗଣପର୍ବ ଭାବରେ ପାଳନ କରାଯାଇଥାଏ ।…

‘ମକର ସଂକ୍ରାନ୍ତି’କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ, ଜାଣନ୍ତୁ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ପାଳନ ହେଉଥିବା ପ୍ରତ୍ୟେକ ଓଷା ବାର ପଛରେ କୌଣସି ନା କୌଣସି କାରଣ ଲୁଚି ରହିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ମକର ସଂକ୍ରାନ୍ତି ପଛର ପୌରାଣିକ କାରଣ... ସୂର୍ଯ୍ୟ ଧନୁରାଶି ପରିତ୍ୟାଗ କରି ମକର ରାଶିକୁ ଗଲାବେଳେ ଘଟୁଥିବା ସଂକ୍ରମଣକୁ ମକର ସଂକ୍ରାନ୍ତି…

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳନ ହୁଏ ମକର ସଂକ୍ରାନ୍ତି…

ଭୁବନେଶ୍ୱର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ…

ଜାଣନ୍ତୁ, କାହିଁକି ପାଳନ କରାଯାଏ ମକର ସଂକ୍ରାନ୍ତି

ଭୁବନେଶ୍ୱର: ଓଡିଆ ସଂସ୍କୃତିରେ ବାରମାସରେ ତେରପର୍ବ ପାଳନ କରାଯାଉଥିବା ବେଳେ ଏହି ‘ମକର ପର୍ବ’ ସେଥିମଧ୍ୟରୁ ଅନ୍ୟତମ । ଯାହାକୁ ପ୍ରତିବର୍ଷ ଜାନୁଆରୀ ମାସରେ ପାଳନ କରାଯାଇଥାଏ । କୁହାଯାଏ, ଏହିଦିନରେ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି ଅର୍ଥାତ୍ ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ…

ମକର ସଂକ୍ରାନ୍ତି ବିଶେଷ ‘ମକର ଚାଉଳ’ର ପ୍ରସ୍ତୁତି ପ୍ରଣାଳୀ…

ଭୁବନେଶ୍ୱର: ମକର ସଂକ୍ରାନ୍ତି ଦିନ ବନ୍ଧୁତ୍ୱର ସମ୍ପର୍କକୁ ମଜବୁତ୍‍ କରିବା ପାଇଁ ବନ୍ଧୁମାନେ ପରସ୍ପର ହାତରେ ସୂତା ବାନ୍ଧିବା ସହ ପରସ୍ପରକୁ ମକର ଚାଉଳ ଖୁଆଇ ଥାଆନ୍ତି। ଆସନ୍ତୁ ଜାଣିବା ଏହି ମକର ଚାଉଳର ପ୍ରସ୍ତୁତି ପ୍ରଣାଳୀ... ଆବଶ୍ୟକ ସାମଗ୍ରୀ: ଅରୁଆ ଚାଉଳ, କ୍ଷୀର, କୋରା…

ଓଡ଼ିଶାରେ କିପରି ପାଳନ କରାଯାଏ ମକର ସଂକ୍ରାନ୍ତି…

ଭୁବନେଶ୍ୱର: ସଂସ୍କୃତିର ରାଜ୍ୟ ଓଡ଼ିଶାରେ ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ସେଥିରୁ ‘ମକର ସଂକ୍ରାନ୍ତି’ ଅନ୍ୟତମ। ଓଡିଶାର ସବୁଠାରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଗୃହର ଦେବାଦେବୀ ଓ ସୂର୍ଯ୍ୟଙ୍କୁ ଅର୍ପଣ କରାଯାଏ । ବିଭିନ୍ନ ମନ୍ଦିରରେ ମକର ଚାଉଳ ପ୍ରଦାନ କରିବା ସହିତ ବିଶେଷ ନୀତି…

ନରସିଂହପୁରର ପ୍ରଗଳା ଠାକୁରଣୀ; ଯେଉଁଠି ଶୂନ୍ୟରେ ଉଡୁଛି ଖଣ୍ଡା…

ଭୁବନେଶ୍ୱର: ସଂସ୍କୃତି ରାଜ୍ୟ ଆମ ଓଡିଶାରେ ଲୁଚି ରହିଛି ଅନେକ କିମ୍ବଦନ୍ତୀ ଓ ରହସ୍ୟ । ଯାହା ଲୋକଲୋଚନକୁ ମଧ୍ୟ ଆସିପାରି ନାହିଁ । ଆଜି ଆମେ ଆପଣଙ୍କୁ ଜଣାଇବୁ ଏକ ରହସ୍ୟମୟ ଠାକୁରାଣୀ ପୀଠ ସମ୍ପର୍କରେ । ଯାହାକୁ ପଢି ଆପଣ ଆଶ୍ଚର୍ଯ୍ୟ ଚକିତ ହୋଇଯିବେ। ଏହି ରହସ୍ୟମୟ ପୀଠରେ ଶୂନ୍ୟରେ ଉଡୁଛି…

କଂସ ବଧ ସହ ବରଗଡ଼ ଧନୁଯାତ୍ରାରେ ପଡିଲା ଯବନିକା

ବରଗଡ଼: ଯେଉଁ ମଥୁରା ନଗରୀ ନୃଶଂସ କଂସର ଅଟ୍ଟହାସ୍ୟରେ ଫାଟି ପଡୁଥିଲା ସେଠି ଆଜି ଭଗବାନ ଶ୍ରୀକୃଷ୍ଣଙ୍କର ଜୟ ଜୟକାର ଧ୍ୱନୀରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି । ଦୀର୍ଘ ୧୧ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ଶେଷ ଦିନରେ ଭଗବାନ ଶ୍ରୀକୃଷ୍ଣ ଓ ବଳରାମ ମଞ୍ଚରେ…

ଅନ୍ତିମ ପର୍ଯ୍ୟାୟରେ ଧନୁଯାତ୍ରା: ଆଜି ହେବ କଂସ ବଦ୍ଧ…

ବରଗଡ଼: ଅନ୍ତିମ ପର୍ଯ୍ୟାୟରେ ବରଗଡ ଧନୁଯାତ୍ରା । ବିଶ୍ୱର ସର୍ବବୃହତ ରଙ୍ଗମଞ୍ଚରେ ଶ୍ରୀକୃଷ୍ଣ କରିବେ କଂସ ବଦ୍ଧ। କଂସ ବଦ୍ଧ ପାଇଁ କୃଷ୍ଣ-ବଳରାମ ମଥୁରା ନଗରୀରେ ପହଞ୍ଚିଛନ୍ତି । ନିଜର ପ୍ରିୟ ଭଗବାନ କୃଷ୍ଣ ବଳରାମଙ୍କୁ ପାଇ ଆତ୍ମ ବିଭୋର ହୋଇଯାଇଛନ୍ତି ମଥୁରାବାସୀ । ଅକ୍ରୁରଙ୍କ ସହ…

ଶ୍ରୀଜଗନ୍ନାଥଙ୍କ ପୁଷ୍ୟାଭିଷେକ; ସୁନାବେଶରେ ଝଟକନ୍ତି ମହାପ୍ରଭୁ…

ପୁରୀ: ସୁନା ବେଶ ବା ରାଜାବେଶ ବା ବଡତଢ଼ାଉ ବେଶ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏକ ବିଶେଷ ବେଶ । ଏଥିରେ ଠାକୁରଙ୍କୁ ସୁବର୍ଣ୍ଣ ଆଭୁଷଣରେ ସାଜ କରାଯାଏ । ପ୍ରତି ବର୍ଷ ସୁନାବେଶ ପାଂଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ…