Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

କାର୍ତ୍ତିକ ପୂର୍ଣ୍ଣିମାକୁ ନେଇ କଣ ରହିଛି ପୌରାଣିକ କଥାବସ୍ତୁ, ଜାଣନ୍ତୁ

ଭୁବନେଶ୍ୱର: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ହିନ୍ଦୁମାନଙ୍କ ପାଇଁ ଏହି ପୂର୍ଣ୍ଣିମାର ମହତ୍ୱ ସର୍ବାଧିକ । ଏହି ଦିନ ଚନ୍ଦ୍ର କିରଣରେ ପ୍ରଚୁର ପରିମାଣର ସକାରାତ୍ମକ ଶକ୍ତି ରହିଥାଏ । ଏହି ପୂର୍ଣ୍ଣମୀରେ ଉପବାସ ବ୍ରତ ରଖିଲେ ହଜାରେ ଅଶ୍ୱମେଧ ଯଜ୍ଞ ଓ ରାଜସ୍ବୟ ଯଜ୍ଞର…

ପଞ୍ଚୁକ ଚତୁର୍ଦ୍ଦଶୀ ଅବସରରେ ଲକ୍ଷ୍ମୀ-ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ : ଆଜି ପଞ୍ଚୁକର ଚତୁର୍ଥ ଦିନ ଅର୍ଥାତ ପଞ୍ଚୁକ ଚତୁର୍ଦ୍ଦଶୀ ଅବସରରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ଚତୁର୍ଦ୍ଦଶୀ ତଥା ବୈକୁଣ୍ଠ ଚତୁର୍ଦ୍ଦଶୀରେ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହୋଇଥାଏ। ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଏହି…

ଆଜି କାର୍ତ୍ତିକ ମାସର ଶେଷ ସୋମବାର; ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସର ଆଜି ଶେଷ ସୋମବାର ହୋଇଥିବାରୁ ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଶୈବପୀଠ । ଆଉ ମାତ୍ର ଗୋଟିଏ ଦିନପରେ ପଞ୍ଚୁକ ଶେଷ ହେଉଥିବାରୁ ମହାପଭୁଙ୍କ ଦର୍ଶନ ପାଇଁ ମଧ୍ୟ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି । ଆଜି ବଡି ଭୋରୁ ବିଭିନ୍ନ ଶୈବପୀଠଗୁଡିକର…

ଆଜି ‘ବଡ ଓଷା’, ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଭୁବନେଶ୍ୱର : କାର୍ତ୍ତି କ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ବଡ ଓଷା ପାଳନ ହେବା ଅବସରରେ ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି । ଭକ୍ତମାନେ ଏହି ଦିନ ବ୍ରତଧାରଣ ପୂର୍ବକୁ ଉପବାସ ରହି ପୂଜାର୍ଚ୍ଚନା କରିଥାନ୍ତି । ଏହି ଦିନ ଭୋଳା ଶଙ୍କରଙ୍କ ପାଖରେ ଏକ ସ୍ୱତନ୍ତ୍ର ପୀଠା ଭୋଗ…

ପହିଲି ପଞ୍ଚୁକରେ ଲୋକାରଣ୍ୟ ଧବଳେଶ୍ବର ପୀଠ

କଟକ: ପବିତ୍ର କାର୍ତ୍ତିକମାସର ଶେଷ ପର୍ବ ପଞ୍ଚୁକର ଆଜି ପ୍ରଥମ ଦିନ । ଆଜିଠାରୁ ବାବା ଧବଳେଶ୍ବର ପୀଠରେ ଆରମ୍ଭ ହେଉଛି ବଡଓଷା ବ୍ରତ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ । କାର୍ତ୍ତିକ ବ୍ରତ ତଥା ବଡଓଷା କରିଥିବା ଭକ୍ତ ମାନେ…

ଆଜିଠୁ ପଞ୍ଚୁକ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସ ଅବସରରେ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ମହାପଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଆଗମନରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶ୍ରୀମନ୍ଦିରରେ ମହାପ୍ରଭୁ ଏହି ଦିନରୁ ପାଞ୍ଚ ଦିନ ଧରି ବିଭିନ୍ନ ସ୍ୱତନ୍ତ୍ର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ…

ଜାଣନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୬ଟି ଭୋଗର ସମ୍ପୂର୍ଣ୍ଣ ନାମ !

ପୁରୀ: ଅକଥନୀୟ ଏବଂ ଅବର୍ଣ୍ଣନୀୟ ବିଶ୍ୱାସର ବହୁ ଦୂରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସତ୍ତା । ଯେଉଁ ଭକ୍ତ ଯେପରି ଭାବେ ମହାପ୍ରଭୁଙ୍କୁ ଭାବୁଥାଏ ତାହା ଲାଗି ସେହି ଭାବଗ୍ରାହୀ ଠିକ୍ ସେହିପରି । ନୀଳାଚଳ ନିବାସୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ ପୁରୁଷ । ସମ୍ପୂଣ୍ଣ ଜୀବନ୍ତ…

ଓଡ଼ିଆଣୀ ବେଶରେ ଶ୍ରୀରାଧାରାଣୀ; ସାକ୍ଷୀଗୋପାଳରେ ପାଦଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ: ଆଜି ପବିତ୍ର ଅଁଳା ନବମୀ ଅବସରରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିର ଉତ୍ସବ ମୁଖର ହୋଇପଡ଼ିଛି । ଆଜି ଶ୍ରୀରାଧାରାଣୀ ଓଡ଼ିଆଣୀ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି । ଆଜିପରି ଏକ ପବିତ୍ର ତିଥିରେ ମନ୍ଦିର ମଧ୍ୟରେ ଶ୍ରୀରାଧାକୃଷ୍ଣଙ୍କୁ ଦର୍ଶନ କରିବାକୁ…

ଅଁଳା ନବମୀରେ କରନ୍ତୁ ଏହିସବୁ କାମ, ନିଶ୍ଚିତ ମିଳିବ ଶୁଭଫଳ !

ଭୁବନେଶ୍ୱର: କାର୍ତ୍ତିକ ମାସ ଶୁକ୍ଲପକ୍ଷ ତିଥି ନବମୀରେ ପଡେ ଅଁଳା ନବମୀ । ଅଁଳା ନବମୀ ଦିନ ଅଁଳା ଗଛକୁ ପୂଜା କରାଯାଇଥାଏ । ଏହି ଦିନ ଅଁଳା ଗଛକୁ ପୂଜା କଲେ ମା ଲକ୍ଷ୍ମୀଙ୍କ ବିଶେଷ କୃପା ମିଳୁଥିବା ବିଶ୍ୱାସ ରହିଛି । ଜ୍ୟୋତିର୍ବିଦଙ୍କ କହିବାନୁଯାୟୀ, ଏହି ଦିନ ଅଁଳାର ରସ ଗାଧୋଇବା…

ଆଜି ଅଁଳା ନବମୀ: ପୂଜାବିଧି ସହ ଜାଣନ୍ତୁ ଏହାର ଉତ୍ପତ୍ତି କାହାଣୀ

ଭୁବନେଶ୍ୱର: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବେ ପାଳନ କରାଯାଏ । ଏହି ଦିନ ଅଁଳା ଗଛର ପୂଜା କରାଯାଏ । ଅଁଳା ଗଛ ତଳେ ପୂଜା କରିବା ଏବଂ ଭୋଜନ କରିବା ଦ୍ୱାରା ରୋଗ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି । ମହିଳାମାନେ ସନ୍ତାନ ପ୍ରାପ୍ତି…