Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ଏଥର ବି ଭୁବନେଶ୍ୱର ପ୍ରଧାନ କଂସ ହେବେ !

ବରଗଡ଼: କଂସ ଭୂମିକାର ଅଭିନେତା ଚୟନ ନେଇ ଗତ କିଛିଦିନ ହେଲା ଯେଉଁ ଅଚଳାବସ୍ଥା ଜାରି ରହିଥିଲା ଶେଷରେ ତାହାର ଅବସାନ ଘଟିଛି । ଗତଥର ଧନୁଯାତ୍ରାରେ କଂସ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ଅଭିନେତା ଭୁବନେଶ୍ୱର ପ୍ରଧାନ ଏଥର ମଧ୍ୟ ଏହି ବିଶାଳ ଖୋଲାମଞ୍ଚରେ କଂସ ଭୂମିକାରେ ଅଭିନୟ ଜାରି ରଖିବେ ।…

ଉଦଘାଟିତ ହେଲା ଐତିହାସିକ ବାଲିଯାତ୍ରା ମହୋତ୍ସବ

କଟକ: ପ୍ରାଚୀନ ଉତ୍କଳୀୟ ବାଣିଜ୍ୟ ପରମ୍ପରାର ସ୍ମୃତିବହନ କରୁଥିବା ଐତିହାସିକ ବାଲିଯାତ୍ରା ମହୋତ୍ସବ ସୋମବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ଐତିହ୍ୟ ସମ୍ପନ୍ନ ବାଲିଯାତ୍ରା ଉତ୍ସବକୁ ଉଦଘାଟନ କରିଛନ୍ତି । କଟକ ମହାନଦୀକୂଳର…

କଟକର ଐତିହାସିକ ବାଲିଯାତ୍ରାରେ ଏହା ଆପଣଙ୍କୁ ଆକର୍ଷିତ କରିପାରେ, କ’ଣ ତାହା ଜାଣନ୍ତୁ…

କଟକ: ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା ତଥା ପ୍ରାଚୀନ କଳିଙ୍ଗ ରାଜ୍ୟର ଐତିହ୍ୟକୁ ସ୍ମୃତିଚାରଣ କରିଥାଏ ଐତିହାସିକ ବାଲିଯାତ୍ରା । ଉତ୍କଳଦେଶର ଓଡ଼ିଆ ସାଧବପୁଅମାନେ ପ୍ରାଚୀନ କାଳରେ ଏବେକାର ଇଣ୍ଡୋନେସିଆ ବା ବାଲିଦ୍ୱୀପକୁ ବୋଇତ ନେଇ ଯାଉଥିଲେ ବାଜିଜ୍ୟ କାରବାର କରିବାକୁ । ପବିତ୍ର…

‘ଲୋୟ କ୍ରାଥୋଙ୍ଗ’ ନାମରେ ପାଳିତ ହୁଏ ଥାଇଲାଣ୍ଡରେ ବୋଇତ ବନ୍ଦାଣ ଉତ୍ସବ

ଭୁବନେଶ୍ୱର: ଅନେକଙ୍କୁ ଜଣା ନଥିବ ଓଡିଶା ଭଳି ଥାଇଲାଣ୍ଡରେ ମଧ୍ୟ ପାଳନ ହୁଏ ବୋଇତ ବନ୍ଦାଣ ଉତ୍ସବ । କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ଓଡ଼ିଶାର ପୁରପଲ୍ଲୀରେ ବୋଇତ ବନ୍ଦାଣ ଉତ୍ସବ ପାଳନ ହୁଏ । ପୂର୍ବରୁ ଓଡ଼ିଆ ପୁଅ ମାନେ ବାଣିଜ୍ୟ ପାଇଁ ବାଲି, ଜାଭା, ସୁମାତ୍ରା ଆଦି ଦୀପକୁ ବୋଇତ…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ରାହାସ ପୂର୍ଣ୍ଣିମା ।ଏହି ଅବସରରେ ବଡି ଭୋରରୁ ଉଠି ଶ୍ରଦ୍ଧାଳୁମାନେ ବିଭନ୍ନ ଜଳାଶୟ ଓ ନଦୀରେ ଡଙ୍ଗା ଭସାଇ ପୂଜାର୍ଚ୍ଚନା କରିଛନ୍ତି । ଜଳାଶୟଗୁଡିକରେ ବୁଡ ପକାଇବା ସହ କଦଳୀ ପଟୁଆ ନିର୍ମିତ ଡଙ୍ଗାରେ ପାନଗୁଆ, ଭୋଗ, ଧୁପ, ଦୀପ ଆଦି…

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: କଂସ ଭୂମିକାକୁ ନେଇ ଘନେଇଲା ବିବାଦ !

ବରଗଡ଼: ଚଳିତ ବର୍ଷ ପ୍ରସିଦ୍ଧ ଧନୁଯାତ୍ରାରେ ନୂଆ କଂସ ଅଭିନୟ କରିବାକୁ ନେଇ କଳାକାର ସମନ୍ୱୟ କମିଟିରେ ବିବାଦ ସୃଷ୍ଟି ହୋଇଛି । ସାଧାରଣତଃ ଯେଉଁ କଂସ ମନୋନୟନ ହୋଇଥାଆନ୍ତି ସେ ତିନିବର୍ଷ ଲାଗି ଚୟନ ହୋଇ ଏହି ଭୂମିକାରେ ଅବତୀର୍ଣ୍ଣ ହୋଇଥାଆନ୍ତି । ବର୍ତ୍ତମାନ ୨୦୧୭ରୁ ବିଗତ ୨ ବର୍ଷ…

କାର୍ତ୍ତିକ ପୂର୍ଣ୍ଣିମାକୁ ନେଇ କଣ ରହିଛି ପୌରାଣିକ କଥାବସ୍ତୁ, ଜାଣନ୍ତୁ

ଭୁବନେଶ୍ୱର: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ହିନ୍ଦୁମାନଙ୍କ ପାଇଁ ଏହି ପୂର୍ଣ୍ଣିମାର ମହତ୍ୱ ସର୍ବାଧିକ । ଏହି ଦିନ ଚନ୍ଦ୍ର କିରଣରେ ପ୍ରଚୁର ପରିମାଣର ସକାରାତ୍ମକ ଶକ୍ତି ରହିଥାଏ । ଏହି ପୂର୍ଣ୍ଣମୀରେ ଉପବାସ ବ୍ରତ ରଖିଲେ ହଜାରେ ଅଶ୍ୱମେଧ ଯଜ୍ଞ ଓ ରାଜସ୍ବୟ ଯଜ୍ଞର…

ପଞ୍ଚୁକ ଚତୁର୍ଦ୍ଦଶୀ ଅବସରରେ ଲକ୍ଷ୍ମୀ-ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ : ଆଜି ପଞ୍ଚୁକର ଚତୁର୍ଥ ଦିନ ଅର୍ଥାତ ପଞ୍ଚୁକ ଚତୁର୍ଦ୍ଦଶୀ ଅବସରରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ଚତୁର୍ଦ୍ଦଶୀ ତଥା ବୈକୁଣ୍ଠ ଚତୁର୍ଦ୍ଦଶୀରେ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହୋଇଥାଏ। ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଏହି…

ଆଜି କାର୍ତ୍ତିକ ମାସର ଶେଷ ସୋମବାର; ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସର ଆଜି ଶେଷ ସୋମବାର ହୋଇଥିବାରୁ ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଶୈବପୀଠ । ଆଉ ମାତ୍ର ଗୋଟିଏ ଦିନପରେ ପଞ୍ଚୁକ ଶେଷ ହେଉଥିବାରୁ ମହାପଭୁଙ୍କ ଦର୍ଶନ ପାଇଁ ମଧ୍ୟ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି । ଆଜି ବଡି ଭୋରୁ ବିଭିନ୍ନ ଶୈବପୀଠଗୁଡିକର…

ଆଜି ‘ବଡ ଓଷା’, ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଭୁବନେଶ୍ୱର : କାର୍ତ୍ତି କ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ବଡ ଓଷା ପାଳନ ହେବା ଅବସରରେ ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି । ଭକ୍ତମାନେ ଏହି ଦିନ ବ୍ରତଧାରଣ ପୂର୍ବକୁ ଉପବାସ ରହି ପୂଜାର୍ଚ୍ଚନା କରିଥାନ୍ତି । ଏହି ଦିନ ଭୋଳା ଶଙ୍କରଙ୍କ ପାଖରେ ଏକ ସ୍ୱତନ୍ତ୍ର ପୀଠା ଭୋଗ…