Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜି କାର୍ତ୍ତିକ ମାସର ଶେଷ ସୋମବାର; ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସର ଆଜି ଶେଷ ସୋମବାର ହୋଇଥିବାରୁ ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଶୈବପୀଠ । ଆଉ ମାତ୍ର ଗୋଟିଏ ଦିନପରେ ପଞ୍ଚୁକ ଶେଷ ହେଉଥିବାରୁ ମହାପଭୁଙ୍କ ଦର୍ଶନ ପାଇଁ ମଧ୍ୟ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି । ଆଜି ବଡି ଭୋରୁ ବିଭିନ୍ନ ଶୈବପୀଠଗୁଡିକର…

ଆଜି ‘ବଡ ଓଷା’, ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଭୁବନେଶ୍ୱର : କାର୍ତ୍ତି କ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ବଡ ଓଷା ପାଳନ ହେବା ଅବସରରେ ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି । ଭକ୍ତମାନେ ଏହି ଦିନ ବ୍ରତଧାରଣ ପୂର୍ବକୁ ଉପବାସ ରହି ପୂଜାର୍ଚ୍ଚନା କରିଥାନ୍ତି । ଏହି ଦିନ ଭୋଳା ଶଙ୍କରଙ୍କ ପାଖରେ ଏକ ସ୍ୱତନ୍ତ୍ର ପୀଠା ଭୋଗ…

ପହିଲି ପଞ୍ଚୁକରେ ଲୋକାରଣ୍ୟ ଧବଳେଶ୍ବର ପୀଠ

କଟକ: ପବିତ୍ର କାର୍ତ୍ତିକମାସର ଶେଷ ପର୍ବ ପଞ୍ଚୁକର ଆଜି ପ୍ରଥମ ଦିନ । ଆଜିଠାରୁ ବାବା ଧବଳେଶ୍ବର ପୀଠରେ ଆରମ୍ଭ ହେଉଛି ବଡଓଷା ବ୍ରତ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ । କାର୍ତ୍ତିକ ବ୍ରତ ତଥା ବଡଓଷା କରିଥିବା ଭକ୍ତ ମାନେ…

ଆଜିଠୁ ପଞ୍ଚୁକ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସ ଅବସରରେ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ମହାପଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଆଗମନରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶ୍ରୀମନ୍ଦିରରେ ମହାପ୍ରଭୁ ଏହି ଦିନରୁ ପାଞ୍ଚ ଦିନ ଧରି ବିଭିନ୍ନ ସ୍ୱତନ୍ତ୍ର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ…

ଜାଣନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୬ଟି ଭୋଗର ସମ୍ପୂର୍ଣ୍ଣ ନାମ !

ପୁରୀ: ଅକଥନୀୟ ଏବଂ ଅବର୍ଣ୍ଣନୀୟ ବିଶ୍ୱାସର ବହୁ ଦୂରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସତ୍ତା । ଯେଉଁ ଭକ୍ତ ଯେପରି ଭାବେ ମହାପ୍ରଭୁଙ୍କୁ ଭାବୁଥାଏ ତାହା ଲାଗି ସେହି ଭାବଗ୍ରାହୀ ଠିକ୍ ସେହିପରି । ନୀଳାଚଳ ନିବାସୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ ପୁରୁଷ । ସମ୍ପୂଣ୍ଣ ଜୀବନ୍ତ…

ଓଡ଼ିଆଣୀ ବେଶରେ ଶ୍ରୀରାଧାରାଣୀ; ସାକ୍ଷୀଗୋପାଳରେ ପାଦଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ: ଆଜି ପବିତ୍ର ଅଁଳା ନବମୀ ଅବସରରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିର ଉତ୍ସବ ମୁଖର ହୋଇପଡ଼ିଛି । ଆଜି ଶ୍ରୀରାଧାରାଣୀ ଓଡ଼ିଆଣୀ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି । ଆଜିପରି ଏକ ପବିତ୍ର ତିଥିରେ ମନ୍ଦିର ମଧ୍ୟରେ ଶ୍ରୀରାଧାକୃଷ୍ଣଙ୍କୁ ଦର୍ଶନ କରିବାକୁ…

ଅଁଳା ନବମୀରେ କରନ୍ତୁ ଏହିସବୁ କାମ, ନିଶ୍ଚିତ ମିଳିବ ଶୁଭଫଳ !

ଭୁବନେଶ୍ୱର: କାର୍ତ୍ତିକ ମାସ ଶୁକ୍ଲପକ୍ଷ ତିଥି ନବମୀରେ ପଡେ ଅଁଳା ନବମୀ । ଅଁଳା ନବମୀ ଦିନ ଅଁଳା ଗଛକୁ ପୂଜା କରାଯାଇଥାଏ । ଏହି ଦିନ ଅଁଳା ଗଛକୁ ପୂଜା କଲେ ମା ଲକ୍ଷ୍ମୀଙ୍କ ବିଶେଷ କୃପା ମିଳୁଥିବା ବିଶ୍ୱାସ ରହିଛି । ଜ୍ୟୋତିର୍ବିଦଙ୍କ କହିବାନୁଯାୟୀ, ଏହି ଦିନ ଅଁଳାର ରସ ଗାଧୋଇବା…

ଆଜି ଅଁଳା ନବମୀ: ପୂଜାବିଧି ସହ ଜାଣନ୍ତୁ ଏହାର ଉତ୍ପତ୍ତି କାହାଣୀ

ଭୁବନେଶ୍ୱର: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବେ ପାଳନ କରାଯାଏ । ଏହି ଦିନ ଅଁଳା ଗଛର ପୂଜା କରାଯାଏ । ଅଁଳା ଗଛ ତଳେ ପୂଜା କରିବା ଏବଂ ଭୋଜନ କରିବା ଦ୍ୱାରା ରୋଗ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି । ମହିଳାମାନେ ସନ୍ତାନ ପ୍ରାପ୍ତି…

ଆଜି ପବିତ୍ର ଅଁଳା ନବମୀ, ଶ୍ରୀରାଧା ପାଦ ଦର୍ଶନ ଲାଗି ସାକ୍ଷୀଗୋପାଳ ଚଳଚଞ୍ଚଳ

ସାକ୍ଷୀଗୋପାଳ: ଆଜି ହେଉଛି ପବିତ୍ର ଅଁଳା ନବମୀ, ଏହି ପବିତ୍ର ଦିନରେ ଶ୍ରୀରାଧାରାଣୀଙ୍କ ଓଡ଼ିଆଣୀ ବେଶ ଦେଖିବାକୁ ପୁରୀ ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କର ପ୍ରବଳ ଜନସମାଗମ ହୋଇଛି । ଆଜି ଶ୍ରୀରାଧାଙ୍କର ପବିତ୍ର ପାଦ ଦର୍ଶନ କରିବେ ଭକ୍ତମାନେ ।…

ଭାଗବତ ଗୀତାର ଏହି ୮ଟି କଥା ବଦଳାଇ ଦେବ ଆପଣଙ୍କ ଜୀବନ !

ଭୁବନେଶ୍ୱର: ଜୀବନର ସାର ଭାଗବତ ଗୀତରେ ଲୁଚି ରହିଥିବା କୁହାଯାଏ । ଏହା ଭଗବାନଙ୍କ ମୁଖ ନିସୃତ ବାଣୀ । ଏହାର ପ୍ରତ୍ୟେକଟି ବାଣୀରେ ରହିଛି ମଣିଷ ଜୀବନକୁ ସରଳ ଓ ସୁଖମୟ କରିବାର ଉପାୟ । ଆଜି ଆମେ ଭଗବାନ ଶ୍ରୀକୃଷ୍ଣ ଗୀତରେ କହିଥିବା ୮ଟି କଥା କହିବୁ । ଯାହା ଆପଣଙ୍କ ଜୀବନରେ ପରିବର୍ତ୍ତନ…