Latest Odisha News
Browsing Category

ଧର୍ମ ଓ ପରମ୍ପରା

ଘରର ଅଶାନ୍ତି ଦୂର କରେ ଚାନ୍ଦୀ ହାତୀ

ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ପାଦ ଦେଇ ମଧ୍ୟ ଆଜିବି ବିଭିନ୍ନ ବର୍ଗର ଲୋକେ ବାସ୍ତୁଶାସ୍ତ୍ର ଅନୁସାରେ ନିଜ ଗୃହ ନିର୍ମାଣ କରୁଛନ୍ତି । ଆମ ହିନ୍ଦୁ ପରମ୍ପରାରେ ବାସ୍ତୁଶାସ୍ତ୍ରର ମାନ୍ୟତା ଖୁବ୍ ଅଧିକ। । ବାସ୍ତୁବିତ୍ ପଣ୍ଡିତ ପ୍ରଫୁଲ୍ଲ ଭଟ୍ଟଙ୍କ କହିବାନୁସାରେ ବାସ୍ତୁଶାସ୍ତ୍ରରେ ହାତୀର…

ଭକ୍ତ ଦାସିଆ ବାଉରୀ ଓ ମହାପ୍ରଭୁ ଶ୍ରୀଜଗନ୍ନାଥ…

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ର ଧାମରେ ରହି ଭକ୍ତମାନଙ୍କୁ ବିଭିନ୍ନ ରୂପରେ ତଥା ପରିସ୍ଥିତିରେ ଦର୍ଶନ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଦୁଃଖ ଯାତନା ତଥା ଯନ୍ତ୍ରଣାସିକ୍ତ ମନ ହୃଦୟରେ ଦେଖାଦେଇଥିବା ବିପଦକୁ ଟାଳି ଦେବାକୁ ସ୍ୱୟଂ ଭଗବାନ ସହଯୋଗ କରିଛନ୍ତି । ଭକ୍ତ ହୃଦୟରେ ଥିବା…

ଏକ ବିସ୍ମୟକର ଘଟଣା

ମୋର ଲେଖକ ଜୀବନର ଏକ ବିସ୍ମୟକର ଘଟଣା ଶାନ୍ତନୁ କୁମାର ଆଚାର୍ଯ୍ୟ ୧୯୭୭ର ଘଟଣା । ସେତେବେଳେ ମୁଁ ମୋ ଉପନ୍ୟାସ ଶକୁନ୍ତଳା ଲେଖାରେ ନିମଜ୍ଜିତ । ଚାକିରିରୁ ଲମ୍ବା ଛୁଟିନେଇ ଘରେ ରହି ମୁଁ ଦିନକୁ ପ୍ରାୟ ବାର ତେରଘଣ୍ଟା ପଢ଼ିବା ଓ ଲେଖିବାରେ ନିୟୋଜିତ କରିଥାଏ । ସେତେବେଳେ ସକାଳ ଓଳିଟା ଯାଏ…

ଆଜି ଶ୍ରୀମନ୍ଦିରରେ ଚକବିଜେ ନୀତି, ଶିଘ୍ର ଆରୋଗ୍ୟ ଲାଭ କରିବେ ଶ୍ରୀଜଗନ୍ନାଥ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ମହାପ୍ରଭୁ ଡ଼ାକିଆଣନ୍ତି ଅସୁସ୍ଥତାକୁ ଏବଂ ପୀଡ଼ିତ ହୁଅନ୍ତି ଭୀଷଣ ଜ୍ୱରରେ । ଏହି ଅଣବସର ସମୟରେ ଥାହି ଶ୍ରୀଜୀଉମାନଙ୍କର ହୋଇଥାଏ ଜ୍ୱର ଉପଚାର । ପୂର୍ବରୁ ପଞ୍ଚମୀ ତିଥିରେ ‘ଫୁଲୁରୀ ତେଲ’ ଦ୍ୱାରା ଠାକୁରମାନଙ୍କୁ ବୈଦ୍ୟ ସେବକ…

ତୃଷାର୍ତ୍ତରେ ମାଣିକଠୁ ଦହି ପିଇଲେ ଜଗା-ବଳିଆ…

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଅପୂର୍ବ ଲୀଳା ଅବର୍ଣ୍ଣନୀୟ ତଥା ଅନୀର୍ବଚନ । ଭକ୍ତଜନଙ୍କ ହୃଦୟରେ ସଦା ସର୍ବଦା ବିରାଜ କରୁଥିବା ସେହି ଲୀଳାମୟଙ୍କ ଅପାର କରୁଣାରୁ ଅଗଣିତ ଶ୍ରଦ୍ଦାଳୁ ତାଙ୍କର ଦିବ୍ୟ ଅନୁଭୂତି ପାଇପାରିଛନ୍ତି । ଶ୍ରୀକ୍ଷେତ୍ରରେ ବିରାଜିତ ସେହି ପ୍ରେମମୟ ଦାରୁବ୍ରହ୍ମଙ୍କୁ…

କିଂବଦନ୍ତିର କଂଠ

କିଂବଦନ୍ତିର କଂଠ ମନୋଜ ଦାସ ବାପାଙ୍କ ଜେଠାପୁଅ ଭାଇ ବାବାଜି ହୋଇଯାଇଥିଲେ । ଏହି ବଡ଼ବାପା ଶ୍ରୀଧର ବାବାଜିଙ୍କର ତପୋବନ ଭଳି ଉଦ୍ୟାନ ପରିବେଷ୍ଟିତ, ସର୍ବଦା ପରିଚ୍ଛନ୍ନ ମାଟି ଘର ଭିତରେ ରାଧାକୃଷ୍ଣ ବିଗ୍ରହଙ୍କ ଅଦୂରରେ ବସି ଜୀବନରେ ପ୍ରଥମେ ପୁରୀ, ବାରାଣସୀ, ହରିଦ୍ୱାର, ମଥୁରା,…

ମହାପ୍ରଭୁଙ୍କ ଜ୍ୱର ଚିକିତ୍ସା: କିପରି ଲାଗି ହୁଏ ଫୁଲୁରି ତେଲ ଓ ଦଶମୂଳ ମୋଦକ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅନେକ ପାରମ୍ପକରିକ ନୀତି ପାଳିତ ହୋଇଥାଏ । ସ୍ନାନଯାତ୍ରା ହିଁ ରଥଯାତ୍ରା ମହୋତ୍ସବର ଆଦ୍ୟପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ । ସୁନାକୂପର ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ…

ଶ୍ରୀମନ୍ଦିରରେ ପଟ୍ଟିଦିଅଁ : ବ୍ରହ୍ମଗିରିରେ ଶ୍ରୀଅଲାରନାଥ ଦର୍ଶନ

ଭୁବନେଶ୍ୱର: ମହାପ୍ରଭୁ ସ୍ନାନବେଦୀରୁ ଆସି ଅଣସର ଘରେ ଗୁପ୍ତସେବାରେ ଚିକିତ୍ସିତ ହେବା ସମୟରେ ପଟ୍ଟିଦିଅଁ ରୂପେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ବଡ଼ଭାଇ ବଳଭଦ୍ର ବାସୁଦେବଙ୍କ ରୂପରେ, ଦେବୀ ସୁଭଦ୍ରା ଭୁବନେଶ୍ୱରୀ ବା ଯାଜ୍ଞସେନୀ ରୂପରେ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁ ନାରାୟଣଙ୍କ ରୂପରେ ଚିତ୍ରିତ…

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ…

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥ ଏବେ ସମ୍ପୂର୍ଣ୍ଣ ଅସୁସ୍ଥ । ଜ୍ୱର ଜର୍ଜରିତ ଦେହରେ ଖଇ ଫୁଟୁଛି । ଯନ୍ତ୍ରଣାସିକ୍ତ ମହାପ୍ରଭୁଙ୍କ ଅଙ୍ଗ ଅଙ୍ଗରେ ହେଉଛି ଦରଜ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ରଧାମରେ ରହି ତାଙ୍କର ମାନବୀୟ ଲୀଳା ମାଧ୍ୟମରେ ଏ ସଂସାରରେ ଦୁଃଖ, ଯନ୍ତ୍ରଣା, ଜରା ଓ…

ପୌରାଣିକ କିମ୍ବଦନ୍ତୀରେ ରଥ-ପଥ ଓ ଶ୍ରୀକ୍ଷେତ୍ର-ଶ୍ରୀଜଗନ୍ନାଥ…

ପୁରୀ/ଭୁବନେଶ୍ୱର: ‘ଶ୍ରୀଜଗନ୍ନାଥ’ - ମହାପ୍ରଭୁଙ୍କର ଯେଉଁ ନାମଟିକୁ ଉଚ୍ଚାରଣ କଲେ ହିଁ ପ୍ରତ୍ୟେକ ପ୍ରାଣ ସ୍ପନ୍ଦନ ସ୍ୱତଃ ଉଦ୍ବେଳିତ ହୋଇଉଠେ । ‘ଜୟ ଜଗନ୍ନାଥ’ - ଏହି ସର୍ବ ଶକ୍ତିମାନ ନାମଟିକୁ ମନନ କରିବା ମାତ୍ରେ ହିଁ ଭକ୍ତର ହୃଦୟ ତନ୍ତ୍ରୀ ଅପୂର୍ବ ଭକ୍ତି ଭାବନାରେ ମନ୍ତ୍ରମୁଗ୍ଧ…