Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ପୁରୀରେ ମିଥୁନ ଚକ୍ରବର୍ତ୍ତୀ, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କଲେ

ପୁରୀ: ଭେଟେରାନ୍ ବଲିଉଡ଼ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପୁରୀରେ ପହଞ୍ଚି ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା ଗ୍ରହଣ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ, ଅନେକ ଦିନ ପୂର୍ବରୁ ମିଥୁନ ପୁରୀ ଆସି ଶ୍ରୀଜୀଉମାନଙ୍କୁ ଦର୍ଶନ କରିବେ ବୋଲି ମନସ୍ଥ କରିଥିଲେ । ପୁରୀରେ ଗୁରୁବାର ଦିନ ତାଙ୍କ…

‘ଗୁଡ୍ ଫ୍ରାଇଡେ୍’ ଅବସରରେ ମୋଦୀ ଓ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ‘ଗୁଡ୍ ଫ୍ରାଇଡେ୍’ ତଥା ‘ଶୁଭ ଶୁକ୍ରବାର’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।…

ମାଉସୀ ମା’ ମନ୍ଦିର ପହଞ୍ଚି ପାରିଲାନି ରୁକୁଣା ରଥ, ଆଜି ମଧ୍ୟ ଟାଣୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର : ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଅଶୋକାଷ୍ଟମୀ ଅବସରରେ ରବିବାର ଦିନ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଥିଲେ ମଧ୍ୟ ଆଜି ୨ୟ ଦିନରେ ମାଉସୀ ମା’ ମନ୍ଦିରରେ ରଥ ପହଞ୍ଚିପାରିନାହିଁ । ମିଳିଥିବା ସୂଚନାନୁଯାୟୀ ଭକ୍ତ ରଥକୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ପାରୁପର୍ଯ୍ୟନ୍ତ ଚେଷ୍ଟା…

ଆଜି ପବିତ୍ର ଓଡ଼ିଆ ନବବର୍ଷ, ରାଜ୍ୟବାସୀଙ୍କୁ ମୋଦୀ ଓ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆମାନେ ଆଜିର ଏହି ପବିତ୍ର ଦିବସକୁ ନୂଆବର୍ଷ ରୂପେ ପାଳନ କରିଥାଆନ୍ତି । ଆଜିର ଏହି ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଓଡ଼ିଆଙ୍କୁ ଅଭିନନ୍ଦନ…

ରୁକୁଣା ରଥଯାତ୍ରା ଲାଗି ଚଳଚଞ୍ଚଳ ଏକାମ୍ର କ୍ଷେତ୍ର

ଭୁବନେଶ୍ୱର : ପବିତ୍ର ଅଶୋକାଷ୍ଟମୀ ଅବସରରେ ଚଳଚଞ୍ଚଳ ହୋଇଉଠିଛି ମନ୍ଦିର ସହର ଭୁବନେଶ୍ୱର । ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଥିବାବେଳେ ଏକାମ୍ର କ୍ଷେତ୍ରରେ ଭକ୍ତଙ୍କ ଭିଡ ଜମିବାରେ ଲାଗିଛି । ଏହି ରଥଯାତ୍ର ଅଶୋକାଷ୍ଟମୀ ତଥା ବାସନ୍ତୀ ଦୁର୍ଗାପୂଜା ଅବସରରେ…

ପ୍ରଭୁ ଶ୍ରୀରାମଙ୍କ ଗୁପ୍ତ ନୀତି ଲାଗି ୪ଘଣ୍ଟା ବନ୍ଦ ରହିବ ଶ୍ରୀଜଗନ୍ନାଥଙ୍କ ମନ୍ଦିର

ପୁରୀ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ମନ୍ଦିର ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜିଟିଏ) ପକ୍ଷରୁ ଜାରି…

ଆଜି ପବିତ୍ର ଶ୍ରୀରାମ ନବମୀ, ଶ୍ରଦ୍ଧାର ସହ ଦେଶବ୍ୟାପୀ ପର୍ବ ପାଳିତ

ଭୁବନେଶ୍ୱର: ଆଜି ଚୈତ୍ର ମାସର ନବମ ଦିନ । ଏହି ପବିତ୍ର ଦିବସରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ । ହିନ୍ଦୁ ଧର୍ମାବଲମ୍ବୀମାନେ ଏହି ଦିନଟିକୁ ପବିତ୍ର ରାମନବମୀ ଭାବେ ପାଳନ କରିଥାଆନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମସ୍ଥାନ ଅଯୋଧ୍ୟା ସମେତ ସମଗ୍ର…

ଗୁପ୍ତ ନୀତି ଲାଗି ୪ଘଣ୍ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜିଟିଏ)…

ଗୁପ୍ତ ନୀତି ଲାଗି ୪ଘଣ୍ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ…

ଦୋଳ ପୂର୍ଣ୍ଣିମା: ଆନନ୍ଦ ଉଲ୍ଲାସର ପର୍ବ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ‘ଦୋଳ ପୂର୍ଣ୍ଣିମା’ । ଫାଲଗୁନ୍ ମାସ ପୂର୍ଣ୍ଣିମା ତିଥିରେ ପଡୁଥିବା ଏହା ପର୍ବ ଏକ ଲୋକପ୍ରିୟ ହିନ୍ଦୁ ପର୍ବ । ଏହା ୬ ଦିନ ଧରି ଚାଲେ, ଯାହା ଦୋଳ ଯାତ୍ରାରୁ ଆରମ୍ଭ ହୋଇ ଫାଲଗୁନ୍ ଦଶମୀ ଯାଏଁ ଚାଲିଥାଏ । ଦୋଳ ଯାତ୍ରା – ଦୋଳ ଯାତ୍ରାରେ ଭଗବାନ…