Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆରମ୍ଭ ହେଲା ରଥଟଣା, ପ୍ରଥମେ ଗଡିଲା ବଡ ଭାଇଙ୍କ ତାଳଧ୍ଵଜ

ପୁରୀ: ଶେଷ ହେଲା ସବୁ ପ୍ରତିକ୍ଷାର ଅନ୍ତ । ଯେଉଁ ବିଶେଷ ସମୟ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅପେକ୍ଷା କରି ରହିଥିଲେ ସେ ସମୟ ଏବେ ପହଞ୍ଚିଛି । ଆରମ୍ଭ ହୋଇଛି ରଥ ଟଣା । ପ୍ରଥମେ ବଡ ଭାଇ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ଏହାପରେ ଦେବୀ ସୁଭଦ୍ରା ଏବଂ ପରେ କାଳିଆ ଠାକୁରଙ୍କ ରଥ ଟଣା ହେବ ।…

ରଥାରୂଢ ତିନିଠାକୁରଙ୍କ ଶେଷ ହେଲା ଛେରା ପହଁରା ନୀତି

ପୁରୀ: ତିନିରଥରେ ରଥାରୂଢ ତିନିଠାକୁର । ପହଣ୍ଡି ସରିବା ପରେ ଚାଲିଛି ନୀତିକାନ୍ତି । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା କରିବେ । ଛେରାପହଁରା ପୂର୍ବରୁ ରଥ ଉପରେ ତିନିଠାରୁଙ୍କୁ ଦର୍ଶନ…

ବଡ଼ଦାଣ୍ଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସାଙ୍ଗରେ ଅଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ

ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଙ୍ଗରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା…

ଧାଡ଼ି ପହଣ୍ଡିରେ ଆସି ରଥରେ ବିରାଜିଲେ ମହାବାହୁ

ପୁରୀ: ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ରଥଯାତ୍ରା ନୀତି ଗୁଡ଼ିକ ସୁପରିଚାଳିତ ଭାବେ ଅନୁଷ୍ଠିତ ହୋଇପାରିଥିବାରୁ ଧାର୍ଯ୍ୟ ସମୟ ପୂର୍ବରୁ ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର…

ସଜେଇ ହୋଇଛି ରଥ ପଥ, ଆସନ୍ତାକାଲି ବଡଦାଣ୍ଡକୁ ଓହ୍ଲାଇବେ ମହାପ୍ରଭୁ

ପୁରୀ: ବଡ ଦାଣ୍ଡରେ ଏକାକାର ହେବେ ଭକ୍ତ ଓ ଜଗନ୍ନାଥ । ଆଉ ମାତ୍ର ଘଣ୍ଟା କେଇଟା । ମହାପ୍ରଭୁଙ୍କ ଆଗମନରେ ଧନ୍ୟ ହେବ ବଡଦାଣ୍ଡ । ଜନସମୁଦ୍ର ମହାପ୍ରଭୁଙ୍କୁ ରଥକୁ ପାଛୋଟି ନେବେ । ଭକ୍ତଙ୍କ ସଙ୍ଗେ ଝୁଲି ଝୁଲି ବଡଦାଣ୍ଡରେ ଗଡିବ ମହାପ୍ରଭୁଙ୍କ ରଥ । ଏନେଇ ସରି ସରି ଆସିଲାଣି ସମସ୍ତ…

ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେଲା ଦଶମୂଳ ମୋଦକ

ପୁରୀ: ଅଣସର ଘରେ ରହି ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ଗୁପ୍ତସେବା । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହୋଇଛି ଦଶମୂଳ ମୋଦକ । ରାଜବୈଦ ଏହି ଦଶମୂଳ ମୋଦକ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି କରିଛନ୍ତି । ନୀଳାଦିଅ ମହୋଦୟ ଶାସ୍ତ୍ର…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ଅଣସର ଘରେ ଚାଲିଛି ଗୁପ୍ତସେବା

ପୁରୀ: ସୁନା କୂଅରୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅସୁସ୍ଥତା ଯୋଗୁ ଅଣସର ବାସରେ ରହିଛନ୍ତି ଶ୍ରୀବିଗ୍ରହ। ବିଳମ୍ବିତ ରାତିରେ ସ୍ନାନବେଦିରୁ ବାହୁଡ଼ା ପହଣ୍ଡିରେ ଯିବା ବେଳେ ଅଣସର ପିଣ୍ଡିରେ ଅଟକିଛନ୍ତି ତିନି ଠାକୁର। କେବଳ ଏକ ଦୀପକୁ ଛାଡ଼ିଦେଲେ ଅଣସର…

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ପୁରୀ: ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜର ହୋଇଛି। ଏଥିପାଇଁ ମହାପ୍ରଭୁ ଅଣସର ଗୃହରେ ରହିଛନ୍ତି। ଅଣସର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯାଉଛି। ମହାପ୍ରଭୁଙ୍କ ଅଣସର ସମୟରେ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ…

ସରିନି ରଜ ମଉଜ, ଆଜି ଶେଷ ରଜ, ଉତ୍ସବ ମୁଖର ଗାଁ ଠୁ ସହର

ଭୁବନେଶ୍ଵର: ଓଡିଶାର ସଂସ୍କୃତି ଓ ପରମ୍ପରାର ପର୍ବ ରଜ। ଆଜି ଶେଷ ରଜକୁ ଧୁମଧାମରେ ପାଳୁଛନ୍ତି ଓଡିଶାବାସୀ । ଏହି ଗଣ ପର୍ବ ପାଇଁ ଉତ୍ସବମୁଖର ହୋଇଛି ଗାଁ ଠାରୁ ସହର । ଚାରିଆଡେ ଉତ୍ସବର ମାହୋଲ। ପିଠାପଣାର ବାସ୍ନାରେ ମହକୁଛି ପ୍ରତିଟି ଓଡିଆ ଘର । ଏହି ଦିନକୁ ମାଟି ଓ ମୌସୁମୀର ମିଳନ ପର୍ବ…

ରଜ ମହୋତ୍ସବ ୨୦୨୪ ଉଦ୍ଘାଟିତ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଏକାମ୍ର ବିଧାୟକ ବାବୁ ସିଂଙ୍କ ଦ୍ୱାରା ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଜେନେରାଲ…