Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଷ୍ଣୁ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଷ୍ଣୁ ସ୍ୱରୂପତା ସର୍ବୋତ୍ତ ଭାବେ ଗ୍ରହଣୀୟ। ଶ୍ରୀମନ୍ଦିର ଚୂଡାରେ ଅଙ୍କିତ ରମାନନ୍ଦୀ ଚିତା ମଧ୍ୟ ସାର୍ବଜନିନ ଭାବେ ଏହାକୁ ବିଷ୍ଣୁ ଆରାଧିତ ମନ୍ଦିର ଭାବରେ ପରିଗଣିତ…

ପବିତ୍ର ମହାବିଷୁବ ସଂକ୍ରାନ୍ତି, ଘରେ ଘରେ ଚଉରା ମୂଳେ ବନ୍ଧାହେବ ବସୁନ୍ଧରା ଠେକି

ଭୁବନେଶ୍ଵର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିର୍ଗୁଣ ନିରାକାର ସ୍ୱରୂପ ଆରାଧନା ବିଷୟ ଆମେ ଆଲୋଚନା କରିବା ପରିପ୍ରେକ୍ଷୀରେ କିଛି ବିଶେଷଣର ପ୍ରୟୋଗ କରିଥିଲେ । ଆଜି ତାର ସଠିକ ବିଶ୍ଳେଷଣ କରିବା । ଅକ୍ଷର :-…

ଆଜି ଇଦ୍, ଚଳଚଞ୍ଚଳ ମସଜିଦ

ଭୁବନେଶ୍ବର: ସାରା ଦେଶରେ ପାଳନ ହେବ ଆଜି ଇଦ୍। ଇସ୍ଲାମିକ କ୍ୟାଲେଣ୍ଡର ହିଜରୀ ଅନୂସାରେ,ରମଜାନ ମାସ ୨୯ ଦିନ କିମ୍ବା ୩୦ ଦିନର ହୋଇଥାଏ। କିନ୍ତୁ ଚଳିତ ବର୍ଷ ୨୯ ଦିନରେ ଇଦ୍ ଚାନ୍ଦ ଦେଖାନଯିବାରୁ ଏଥର ରମଜାନ ୩୦ ଦିନ ପାଳନ ହୋଇଛି । ଅର୍ଥାତ ୩୦ ଦିନରେ ଚାନ୍ଦ ଦେଖାଯାଇଥିବାରୁ ଆଜି ସାରା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହିମା ପ୍ରସଙ୍ଗ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ବର୍ଣ୍ଣନା କରିବାକୁ ଯାଇ ଭକ୍ତଟିଏ ତାଙ୍କୁ ପ୍ରହ୍ଲାଦ ରକ୍ଷାକାରି, ରାବଣାମାରୀ, କଂସାରୀ, ଅଘ -ତମ ନାଶକାରି ତଥା ତାରଣ -ମାରଣ କାରି ଓ ସର୍ବୋପରି ଅନାଥର ନାଥ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସିଦ୍ଧି, ମୁକ୍ତି, ଓ ନିତ୍ୟ ଆନନ୍ଦ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତି ଭକ୍ତି ନିବେଦନ ଆମକୁ ତିନୋଟି ଚରମ ଉପଲବ୍ଧି ପ୍ରାପ୍ତ କରାଏ । ଯଥା : ସିଦ୍ଧି, ମୁକ୍ତି, ଓ ନିତ୍ୟ ଆନନ୍ଦ । ଏହାର ପ୍ରମାଣ ତନ୍ତ୍ର ଶାସ୍ତ୍ରରେ “ସିଦ୍ଧୟଃ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ନିରାକାରରୁ ସାକାର

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ନିରାକାରରୁ ସାକାର ହେବା ପାଇଁ ଉଭୟ ପିଣ୍ଡ ଓ ବ୍ରହ୍ମlଣ୍ଡ ର ସୃଷ୍ଟି ରଚିଲେ । ଏଭଳି ଭାବତରେ ବ୍ରହ୍ମlଣ୍ଡ ଓ ପିଣ୍ଡକୁ ଗଢିଲେ ଯେ ଉଭୟ ସଂରଚନା ଦୃଷ୍ଟିରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଦାରୁବ୍ରହ୍ମ ଓ ଗୁରୁବ୍ରହ୍ମ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରମ ଆରାଧ୍ୟ ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ କଥା କହିବା ସହ ମୋର ପୂଜ୍ୟ ଦୀକ୍ଷା ଗୁରୁ ସ୍ୱାମୀ ଚେତନାନନ୍ଦ ସରସ୍ବତୀଙ୍କ ବ୍ରହ୍ମଲିନ ହେବାପରର କାର୍ଯ୍ୟକ୍ରମରେ ବ୍ୟସ୍ତ ଥିଲି । ଏତେ ଦିନ ଧରି ମୋର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଶ୍ରୀକୃଷ୍ଣଙ୍କ ଲୀଳାମୃତ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୯   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଲୀଳା ଯେପରି ଅନନ୍ତ, ତାଙ୍କର ପିଣ୍ଡ ଓ ବ୍ରହ୍ମlଣ୍ଡ ତତ୍ତ୍ୱ ମଧ୍ୟ ଅସୀମ । କେଉଁଠି ସାଧକ ତଥା କବିଗଣ ଏହି ତତ୍ତ୍ୱକୁ କେଶବ କୋଇଲି ଆଖ୍ୟା ଦେଲେଣି ତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : କେନ୍ଦ୍ରପୁରୁଷ ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ କୃଷ୍ଣ ରୂପରେ ପରିକଳ୍ପନା କରି ଓ ବ୍ରହ୍ମାଣ୍ଡ ତତ୍ତ୍ୱରେ ତାହାଙ୍କୁ ବର୍ଣ୍ଣନା କରିବାକୁ ଯାଇ ସାଧକ ବଳରାମ ଦାସଙ୍କ ରଚିତ “ବ୍ରହ୍ମାଣ୍ଡ ଭୂଗୋଳ “ଗ୍ରନ୍ଥକୁ…