Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଶାରଦୀୟ ଦୁର୍ଗାପୂଜା ୨୦୨୩: ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା

ଯାଜପୁର: ଧରାପୃଷ୍ଠ କୁ ଅବତରଣ କରିବେ ମା । ସେଥିପାଇଁ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା । ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଥିବା ଷୋଡଶ ଉପଚାର ପୂଜା ଏବଂ ପିତୃପକ୍ଷରେ ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ପର୍ବପର୍ବାଣୀ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ।  ଓଁ ନମୋ ଭାଗବତେ ବାସୁଦେବାୟ । ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଓଡ଼ିଆ ମାସ ଅନୁସାରେ ପାଳିତ ହେଉଥିବା ବିଭିନ୍ନ ଯାନିଯାତ୍ରା ଓ ପର୍ବପର୍ବାଣୀଗୁଡ଼ିକ ବିଷୟରେ ଆଲୋଚନା ଜାରି…

ଶକ୍ତିପୀଠର କାହାଣୀ: ନଦୀ ଗର୍ଭରେ ଦିଗହରା ହୋଇ ବୁଲୁଥିବା ନାବଟି ହଠାତ୍ ଅଟକି ଥିଲା ମା’ଙ୍କ ପାଖରେ

ଭୁବନେଶ୍ଵର: ଧରାଧାମକୁ ଅବତରଣ କରିଛି ପାର୍ବଣର ଋତୁ । ପାର୍ବଣ ଋତୁରେ ଜଗତଜନନୀଙ୍କ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଶାରଦୀୟ ପୂଜା । ଶକ୍ତିପୀଠମାନଙ୍କରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ବିଧି। ୧୬ ଦିନ ପର୍ଯ୍ୟନ୍ତ ବିଭିନ୍ନ ବେଶରେ ଭକ୍ତଙ୍କ ଦର୍ଶନ ଦେବେ ମାଆ ଜଗତଜନନୀ । ଆମ ଦେଶରେ…

ଶାରଦୀୟ ଦୁର୍ଗାପୂଜା ୨୦୨୩: ଝଙ୍କଡ଼ ବାସିନୀ ମା ଶାରଳାଙ୍କ ପୀଠରେ ପାର୍ବଣ ପୂଜା

ଜଗତସିଂହପୁର: ଆରମ୍ଭ ହେଲା ପାର୍ବଣ ପୂଜା। ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ଶକ୍ତି ପୀଠ ଗୁଡିକରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା । ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠରେ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଛି ଶାରଦୀୟ ଦୁର୍ଗାପୂଜା । ସକାଳୁ ମା ଙ୍କ ସ୍ନାନ…

ଶାରଦୀୟ ଦୁର୍ଗାପୂଜା ୨୦୨୩: ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠରେ ଆରମ୍ଭ ହୋଇଛି ଷୋଳପୂଜା

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଷୋଳପୂଜା । ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି । ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ…

ସକାଳୁ ସକାଳୁ ଘରେ ଘରେ ମହକୁଛି ଦୂତିଆ ଘାଣ୍ଟ, ଆସନ୍ତୁ ଜାଣିବା ଘାଣ୍ଟ ତରକାରୀ ତିଆରୀର ସହଜ ରେସିପି…

ଭୁବନେଶ୍ଵର: ଓଡ଼ିଶାରେ ବାରମାସରେ ତେର ପର୍ବ ପାଳିତ ହୁଏ । ପର୍ବକୁ ଛାଡ଼ିଦେଲେ ଅନେକ ଓଷା ମଧ୍ୟ ରହିଛି , ସେ ମଧ୍ୟରୁ ଦୂତି ବାହନ ଓଷା ଅନ୍ୟତମ । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା “ପୁଅ ଜିଉଁତିଆ” ନାମରେ ଏକ ମୁଖ୍ୟ ଓଷା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ବିଶେଷ ନୀତି

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଦୈନିକ ପୂଜାବିଧି ବିଷୟରେ ବିଶେଷ ଆଲୋଚନା ପରେ, ଏବେ କେବଳ ଜାଣିବା କିଛି ବିଶେଷ ନୀତି ବିଷୟରେ। ଅବଶ୍ୟ ଏଗୁଡ଼ିକ ବିଷୟରେ ପୂର୍ବରୁ କିଛି କିଛି ଆଲୋଚନା ହୋଇ…

ଆମ ଓଷା ସାହିତ୍ୟରେ ଜିମୂତ-ବାହନ ପୂଜା ବା ଦୁତିୟା ଓଷା

ରାଜଲକ୍ଷ୍ମୀ ତ୍ରିପାଠୀ ଜନମୁଖରେ ଯାହାକୁ ଦୁତିଆ ଓଷା କହନ୍ତି, ତାହାକୁ ବିଂଶ ଶତାବ୍ଦୀର ପ୍ରଥମ ଦଶକ ରେ ପାଞ୍ଜିକାରମାନେ ଜିମୂତ -ବାହନ ପୂଜା ନାମରେ ଲେଖୁଥିଲେ । ଏବେ ଦ୍ୟୁତିବାହନ ନାମରେ ପାଞ୍ଜି ମାନଙ୍କରେ ଲେଖା ହେଉଅଛି । ଓଷା କଥାରେ ଦେବତାଙ୍କ ନାମ ଦୁତିବାମନ ।ଆଶ୍ୱିନ କୃଷ୍ଣପକ୍ଷ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ରାତ୍ର ପହୁଡ଼

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଦୈନିକ ରୀତି ନୀତିର ଶେଷ ନୀତି ରାତ୍ର ପହୁଡ଼ ବିଷୟରେ ଆଲୋଚନା କରିବା। ବଡ଼ ସିଂହାର ବେଶ ପରେ ପରେ ଶ୍ରୀଜୀଉମାନଙ୍କୁ ସୁଗନ୍ଧ ଜଳ ଓ ବିଡ଼ିଆ ପାନ…

କେବେଠାରୁ ଆରମ୍ଭ ହେଉଛି ଶାରଦୀୟ ନବରାତ୍ରୀ, ଜାଣନ୍ତୁ କଳସ ସ୍ଥାପନାର ଶୁଭ ମୁହୂର୍ତ୍ତ…

ଭୁବନେଶ୍ଵର: ସମଗ୍ର ଭାରତରେ ନବରାତ୍ରୀ ପର୍ବ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ | ନବରାତ୍ରିର ନଅ ଦିନରେ ମାତା ଦେବୀ ୯ ପ୍ରକାର ରୂପରେ ପୂଜା ପାଇଥାନ୍ତି | ଚଳିତବର୍ଷ ଶାରଦୀୟ ନବରାତ୍ରୀ ୧୫ ଅକ୍ଟୋବରରୁ ଆରମ୍ଭ ହୋଇ ୨୪ ଅକ୍ଟୋବରରେ ଶେଷ ହେବ | ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ଏହା…