Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହାପ୍ରସାଦ ମହାତ୍ମ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସମତୁଲ ଅନ୍ନବ୍ରହ୍ମ ମହାପ୍ରସାଦଙ୍କ ମହାତ୍ମ୍ୟ ଖୋଜି ବସିଲେ ପ୍ରାୟ ସମସ୍ତ ଶାସ୍ତ୍ରରେ ଏହା ମିଳିଥାଏ। ତଥାପି ନିର୍ଦ୍ଧିଷ୍ଟ ଭାବେ ଶ୍ରୀମହାପ୍ରସାଦଙ୍କ ମହିମା,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହାପ୍ରସାଦ (୨)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ବିଷୟରେ ଆଲୋଚନା କରିବା ସମୟରେ ଗୋଟିଏ କଥା ମନକୁ ଆସେ ଭକ୍ତମାନଙ୍କ ପାଇଁ ଶ୍ରୀମହାପ୍ରସାଦର ଆକର୍ଷଣ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିବା ଶ୍ରଦ୍ଧାଠାରୁ ଅଧିକ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହାପ୍ରସାଦ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ଏକ ମୂଖ୍ୟ ଆକର୍ଷଣ ହେଲା ପ୍ରଭୁଙ୍କ ପ୍ରସାଦ। ତାହା ଅନ୍ନ ପ୍ରସାଦ (ମହାପ୍ରସାଦ ) ହେଉ ଅବା ବିଭିନ୍ନ ପିଷ୍ଟକ ଆଦି ସୁମିଷ୍ଟ ଭୋଗ ପଦାର୍ଥ(ଶୁଖିଲି…

ସତୀଙ୍କ ଅଙ୍ଗୁଷ୍ଠି ପୀଠ ପୁଣ୍ୟ କାଳିଘାଟ: ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ….

ଓଡିଶା ସମ୍ବାଦ ବ୍ୟୁରୋ: ଭାରତ ୩୩ କୋଟି ଦେବଦେବତାଙ୍କ ଭୂମି, ଯାହା ନିଜ ପ୍ରାଚୀନ ମନ୍ଦିରକୁ ନେଇ ପ୍ରସିଦ୍ଧି ଲାଭ କରିଛି। ଭାରତରେ ଆପଣଙ୍କୁ ବିଭିନ୍ନ ଦେବୀଦେବତାଙ୍କ ମନ୍ଦିର ଦେଖିବାକୁ ମିଳିବ। ଯାହା ନିଜ ସଂସ୍କୃତି ତଥା ମାନ୍ୟତା କିମ୍ବା ସିଦ୍ଧି ପାଇଁ ଜଣାଯାଏ। ଭାରତୀୟ ସଭ୍ୟତା ଧର୍ମ ଓ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଘୋଡ ଲାଗି ନୀତି

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟେକ ନୀତି ଯଥା ଦୈନିକ ନୀତି ବା ନିତ୍ୟ -ବିଧି ଓ ବିଶେଷ ନୀତି ବା ନୈମିତିକ-ବିଧି ବିଷୟରେ ଆଲୋଚନା କଲେ । ବର୍ତ୍ତମାନ ଆଲୋଚନା କରିବା ବିଶେଷ ନୀତି ତଥା ଶୀତ…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଉତ୍ତରପ୍ରଦେଶର ପର୍ଶୁରାମେଶ୍ୱରପୁର ମହାଦେବ ମନ୍ଦିର: ଦର୍ଶନ କଲେ ପୁରଣ ହୁଏ ମାନସିକ

ଉତ୍ତରପ୍ରଦେଶ: ଏବେ ଶ୍ରାବଣ ମାସ ଚାଲିଛି। ଏହି ମାସର ପ୍ରତ୍ୟେକ ସୋମବାରରେ କାଉଡ଼ିଆମାନେ ଜଳାଭିଷେକ କରିବାକୁ ଆସିଥାନ୍ତି। ତେବେ କେବଳ ସୋମବାର ନୁହେଁ, ଶ୍ରାବଣ ମାସର ପ୍ରତ୍ୟେକ ଦିନର ସ୍ୱତନ୍ତ୍ର ରହିଛି। କିନ୍ତୁ ହେବାକୁ ଥିବା ପ୍ରଦୋଷ ବ୍ରତ ଏବଂ ମାନସିକ ଶିବରାତ୍ରୀର ସ୍ୱତନ୍ତ୍ର ମାନ୍ୟତା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବନକ ଲାଗି ନୀତି

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନୈମିତିକ-ବିଧି ଆଲୋଚନା ପ୍ରସଙ୍ଗରେ ଆଜି ଜାଣିବା ଏକ ବିଶେଷ ନୀତି "ବନକ ଲାଗି "ନୀତି । ମୁଖ୍ୟତଃ ଏହି ନୀତି କୁ ଶ୍ରୀମୁଖ ସିଂହାର ନୀତି ଭାବେ ବିବେଚନା କାରାଯାଏ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଅଶୌଚ ବା ଦୁର୍ଘଟଣା ନୀତି (୨)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନୈମିତିକ -ବିଧି ଆଲୋଚନା ବେଳେ ଆମେ ଅଶୌଚ ଜନିତ ସମସ୍ତ ନୀତି ନିୟମ ପାଳନର ବ୍ୟାଖ୍ୟା କଲେ । ଆଜି ଜାଣିବା ମୁଖ୍ୟତଃ କେଉଁ ପରିସ୍ଥିତିରେ ଶ୍ରୀଜୀଉମାନଙ୍କ ଏହି…