Latest Odisha News

BREAKING NEWS

Browsing Category

ପର୍ବପର୍ବାଣୀ

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ମହାପ୍ରଭୁ

ପୁରୀ: ଆଜି ପ୍ରଥମାଷ୍ଟମୀ । ଓଡ଼ିଆ ଘରର ଆଉ ଏକ ପରମ୍ପରା । ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ । ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି । ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ…

ଆଜି ପ୍ରଥମାଷ୍ଟମୀ: କଣ ରହିଛି ହଳଦୀପତ୍ର ଦିଆ ଏଣ୍ଡୁରି ପିଠାର ମହତ୍ତ୍ୱ

ଭୁବନେଶ୍ଵର: ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’।…

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ତୃତୀୟ ଦିନ । ଗତକାଲି ମହାକାଳୀ ବେଶୀରେ ଦର୍ଶନ ଦେଇଥିବା ବେଳେ ଆଜି ମା’ ରାଜରାଜେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏଇ ବେଶ ଦର୍ଶନ କଲେ ଅପାର କରୁଣା ଲାଭ ହେବା ସହିତ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ…

ଦୀପାବଳୀରେ କାହିଁକି ଜଳାଯାଏ ମାଟି ଦୀପ? ଜାଣନ୍ତୁ କ’ଣ ରହିଛି ଏହାର ମହତ୍ତ୍ବ…

ନୂଆଦିଲ୍ଲୀ: ହିନ୍ଦୁ ଧର୍ମରେ ଦିପାବଳୀର ବିଶେଷ ମହତ୍ତ୍ବ ରହିଛି । ଏହି ଦିନ ରୀତିନୀତି ଅନୁଯାୟୀ ଦେବୀ ଲକ୍ଷ୍ମୀ ଏବଂ ପ୍ରଭୁ ବିଘ୍ନବିନାଶକଙ୍କୁ ପୂଜା କରାଯାଏ । ଏହା ପୂର୍ବରୁ ଘକୁ ସୁଦ୍ଧପୂତ ଭାବେ ସଫା କରି ଲୋକମାନେ ନୂତନ ପୋଷାକ ପିନ୍ଧନ୍ତି । ରଙ୍ଗୋଲିରେ ସମଗ୍ର ଘରକୁ ସଜାନ୍ତି, ଏହା ପରେ…

ଆଜି ହେଉଛି ପବିତ୍ର ବିଜୟାଦଶମୀ; ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସୁନାବେଶ

ପୁରୀ: ଆଜି ହେଉଛି ପବିତ୍ର ବିଜୟାଦଶମୀ ଅର୍ଥାତ ଦଶହରା ପର୍ବ । ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ହେଉଛି ପବିତ୍ର ବିଜୟାଦଶମୀ । ଆଜିର ଦିନରେ ଶ୍ରୀମନ୍ଦିରରେ ଅବକାଶ ନିତି ପରେ ଶ୍ରୀଜୀଉଙ୍କର ସୁନାବେଶ ଅନୁଷ୍ଠିତ ହେବାର ବିଧି ରହିଛି । ଏହି ପବିତ୍ର ତିଥିରେ ମହାପ୍ରଭୁ ଶ୍ରୀରାମ ରାବଣକୁ…

ଆଜି ପବିତ୍ର ବିଜୟା ଦଶମୀ: ଅଧର୍ମ ଉପରେ ହେବ ଧର୍ମର ବିଜୟ, ମହିଷାସୁରକୁ ବଦ୍ଧ କରିବେ ମହାମାୟା

ଭୁବନେଶ୍ଵର: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ…

ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା, ଉତ୍ସବ ମୁଖର ପୁରୀ ସହର

ପୁରୀ: ଧରାଵତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା । ଭକ୍ତଙ୍କ ଗହଣରେ ଚାଲିଛି ମା ଙ୍କ ପୂଜାର୍ଚନା । ଚଣ୍ଡୀପାଠ ଓ ମନ୍ତ୍ରଧ୍ଵନି ମଧ୍ୟରେ ବିଭିନ୍ନ ପୀଠ ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ମାଙ୍କ ଆଗମନରେ ଉଲ୍ଲସିତ ହୋଇଛି ଭକ୍ତପ୍ରାଣ । ମହାଷ୍ଟମୀ ଉପବାସ କରି ମହିଳାମାନେ…

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

ନବଦୁର୍ଗା: ମା’ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମହାମାୟା

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା' ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ…

ବାଲୁକାକଳାରେ ମା’ ଦୁର୍ଗା, ଗଗନାୟାନର ସଫଳତା କାମନା କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆରମ୍ଭ ହୋଇଛି ନବରାତ୍ରୀ ପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ। ପବିତ୍ର ଦୁର୍ଗାପୂଜା ଅବସରରେ ନିଆରା ଢଙ୍ଗରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ…