Latest Odisha News

BREAKING NEWS

Browsing Category

ପର୍ବପର୍ବାଣୀ

ଆସୁଛନ୍ତି ମହାମାୟା, ଆଜି ପୀଠରେ ସପ୍ତମୀ, ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା

ଭୁବନେଶ୍ଵର: ଆସୁଛନ୍ତି ମହାମାୟା । ଆଜି ପୀଠରେ ମାଆଙ୍କ ସପ୍ତମୀ ପୂଜା, ମଣ୍ଡପରେ ପାଳନ ହେବ ଷଷ୍ଠୀ ପୂଜା । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ…

ଶକ୍ତିପୀଠର କାହାଣୀ: ଶ୍ରୀମନ୍ଦିର ଚତୁର୍ଭୁଜା ଦେବୀ ମା’ ବିମଳା

ଭୁବନେଶ୍ଵର: ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଷୋଡ଼ଶ ଉପଚାରରେ…

ନବଦୁର୍ଗା: ସ୍କନ୍ଦମାତା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଖିଲିଖିଲି ହସୁଛି କାଶତଣ୍ଡି ଫୁଲ । ଏବେ ଖାଲି ଅପେକ୍ଷା ମା'ଙ୍କ ଆଗମନକୁ । ଆଉ ଦିନ କେଇଟା ପରେ ଦୁର୍ଗାପୂଜା । ଧରାବତରଣ କରିବେ ମା' ଦୁର୍ଗତିନାସିନି ଦୂର୍ଗା । ସେଥିପାଇଁ ଏବେ ସମସ୍ତ ଦେବୀ ପୀଠରେ ମା ଙ୍କ ନବରାତ୍ରୀ ପୂଜା । ଏହି ଅବସରରେ ସକାଳୁ ବିଭିନ୍ନ ଦେବୀ ପୀଠ ମାନଙ୍କରେ…

ନବଦୁର୍ଗା: କୁଷ୍ମାଣ୍ଡା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନବଗୌରୀ ବା ନବଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହୁଏ । ନବରାତ୍ରୀ ହେଉଛି ଦଶହରା ମହୋତ୍ସବର ଆଦ୍ୟ ପର୍ବ ।…

ଚଳଚଞ୍ଚଳ ମା’ ବିରଜାଙ୍କ ପୀଠ

https://youtu.be/Sn0uSRPHubU ଯାଜପୁର: ନବରାତ୍ର ପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠ । ମାଙ୍କ ଷୋଡଶ ଉପଚାର ରେ ପୂଜା ଜାରି ରହିଥିବା ବେଳେ ନବରାତ୍ରର ତୃତୀୟ ଦିନରେ ମାଙ୍କ ଗର୍ଭ ଗୃହ କୁ ଯାଇ ପାଦ ସ୍ପର୍ଶ ଓ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁ…

ତ୍ରିପୁରା ସୁନ୍ଦରୀ ବେଶରେ ମା’ ସୁରେଶ୍ୱରୀ

https://youtu.be/3cMe7tMVFUY ନବରଙ୍ଗପୁର: ଆଜି ଆଶ୍ୱୀନ ତୃତୀୟା ତିଥି । ସୁବର୍ଣ୍ଣପୁରର ଅଧିଷ୍ଟାତ୍ରୀ ଦେବୀ ମା’ ସୁରେଶ୍ୱରୀ ଆଜି ଷୋଡ଼ଶୀ(ତ୍ରିପୁରା ସୁନ୍ଦରୀ) ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ତାରା ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ତ୍ରିପୁରା…

ନବଦୁର୍ଗା: ଚନ୍ଦ୍ରଘଣ୍ଟା ରୂପରେ ପୂଜା ପାଉଛନ୍ତି ମା

ଭୁବନେଶ୍ଵର: ଧରାପୃଷ୍ଠରେ ବିରାଜିବେ ମା ଜଗତଜନନୀ ଦୁର୍ଗା । ମାଙ୍କ ଆବାହନ ପାଇଁ ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର । ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ନବରାତ୍ରି ହେଉଛି ମାଆଙ୍କ ଉପାସନାର ପର୍ବ । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ…

ନବରାତ୍ରୀ ୨୦୨୩: ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜେ ପୁରୀର ଗୋଷାଣୀ ଯାତ

ପୁରୀ: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଆଉ କିଛି ଦିନ ପରେ ଧରାପୃଷ୍ଠରେ ଅବତରଣ କରିବେ ଶକ୍ତି ସ୍ବରୂପିଣୀ ମା' ଦୁର୍ଗା । ଶ୍ରୀକ୍ଷେତ୍ର ପୁରୀରେ ଗୋଷାଣୀ ପୂଜାକୁ ନେଇ ପ୍ରସ୍ତୁତି ଆଗେଇ ଚାଲିଛି । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ସବୁଆଡ଼େ ଆରାଧନା କରାଯାଉଥିବା ବେଳେ…

ନବରାତ୍ରୀ ୨୦୨୩: ମାଁ ଭଣ୍ଡାରଘରଣୀଙ୍କ ପୀଠରେ ନବରାତ୍ରୀ ପୂଜା

ନବରଙ୍ଗପୁର: ବାଜାବାଜଣା, ଶଙ୍ଖ ଧ୍ବନି ସହିତ ଭକ୍ତ ମାନଙ୍କ ଜୟକାର ଧ୍ୱନିରେ ପ୍ରକମ୍ପିତ ହେଉଛି ନବରଙ୍ଗପୁର ସହରର ମା ଭଣ୍ଡାରଘରଣୀଙ୍କ ପୀଠ । ମନ୍ଦିର ପ୍ରାଙ୍ଗଣ ଚଳଚଞ୍ଚଳ ହୋଇଉଠିବା ସହ ଆରମ୍ଭ ହୋଇଛି ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାରଘରଣୀଙ୍କ  ପୀଠରେ ନବରାତ୍ରୀ ପୂଜା । ନବରାତ୍ରୀ ପୂଜାର…

ନବଦୁର୍ଗା : ବ୍ରହ୍ମଚାରିଣୀ ରୂପରେ ଦର୍ଶନ ଦେଉଛନ୍ତି ମା’

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ଶାରଦୀୟ ନବରାତ୍ରୀ । ଆଜି ନବରାତ୍ରୀର ଦ୍ୱିତୀୟ ଦିନ । ନବରାତ୍ରୀର ନଅ ଦିନ ଯାକ ଦେବୀ ଦୁର୍ଗାଙ୍କ ନଅ ସ୍ୱରୂପଙ୍କୁ ପୂଜା କରିବାର ବିଧି ରହିଥିବା ବେଳେ ଆଜି ମାଙ୍କର ଦ୍ୱିତୀୟ ସ୍ୱରୂପ ବ୍ରହ୍ମଚାରିଣୀଙ୍କ ପୂଜା କରାଯାଉଛି । ଏଠାରେ ବ୍ରହ୍ମ ଶଦ୍ଦ ର ଅର୍ଥ…