Latest Odisha News

BREAKING NEWS

Browsing Category

ପର୍ବପର୍ବାଣୀ

ଆସନ୍ତାକାଲି ଧରାଧାମରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ, ଶ୍ରୀ ମନ୍ଦିରରେ ଚାଲିଛି ଜୋରଦାର୍ ପ୍ରସ୍ତୁତି

ପୁରୀ: ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ଧରାପୃଷ୍ଠରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ସର୍ବତ୍ର ଧୂମଧାମରେ ପାଳନ କରିବା ପାଇଁ ପ୍ରସ୍ତୁତି ଚାଲିଛି । ଘରେ ଘରେ ନନ୍ଦଲାଲାଙ୍କ ପୂଜା ପାଇଁ…

ଆଜି ବିଶ୍ୱ ସଂସ୍କୃତ ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ସଂସ୍କୃତ ଦିବସ । ବିଶ୍ୱ ଦରବାରରେ ସଂସ୍କୃତ ଭାଷାର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି । ଏହା ଏକ ପ୍ରାଚୀନ ଭାଷା ରୂପେ ବିଶ୍ୱ ବିକ୍ଷାତ ।  ଆମର ବେଦ,  ଉପନିଷଦ୍‌, ଶାସ୍ତ୍ର, ପୁରାଣ ଓ ଅନେକ ପ୍ରାଚୀନ ଗ୍ରନ୍ଥ ଗୁଡ଼ିକ ସଂସ୍କୃତ ଭାଷାରେ ରଚିତ । ଏଣୁ ସଂସ୍କୃତକୁ…

ଶ୍ରାବଣ ପୂର୍ଣ୍ଣିମା ଓ ରକ୍ଷାବନ୍ଧନ

ଲକ୍ଷ୍ମଣ ସାହୁ ଶ୍ରାବଣ ପୂର୍ଣ୍ଣିମା ହେଉଛି ଶ୍ରାବଣ ଏବଂ ଭାଦ୍ରବ ମାସକୁ ସଂଯୁକ୍ତ କରୁଥିବା ଏକ ପବିତ୍ର ତିଥି । ଗୋସ୍ୱାମୀ ତୁଳସୀ ଦାସଙ୍କ ‘ରାମଚରିତମାନସ’ରେ, ଏହି ଦୁଇ ମାସ ହେଉଛି ‘ରାମ’ ନାମକ ଦୁଇଟି ଚରିତ୍ର, ଯାହା ଭକ୍ତମାନଙ୍କ ଜୀବନର ଆଧାର ଅଟେ । ଯାହା ବହୁ ଶତାବ୍ଦୀ ଧରି ଭାରତୀୟ…

ଯବାନ ପିନ୍ଧିବେ ଯାଜପୁର ରାକ୍ଷୀ: ସୀମାରେ ସୁରକ୍ଷା ଯୋଗାଉଥିବା ଯବାନଙ୍କ ପାଇଁ ସେନା ଅଫିସକୁ ରାକ୍ଷୀ ପଠାଇଲେ କଲେଜ…

ଯାଜପୁର: ଆସୁଛି ସ୍ନେହ ଓ ବନ୍ଧନର ପର୍ବ ରକ୍ଷାବନ୍ଧନ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରାକ୍ଷୀ । କିନ୍ତୁ ଯେଉଁମାନେ ଦେଶ ମାତୃକାର ଦିନରାତି ରକ୍ଷା କରୁଛନ୍ତି ସେମାନଙ୍କ ହାତରେ ରାକ୍ଷୀ ବାନ୍ଧିବା ପାଇଁ ଆଗେଇ ଆସିଛନ୍ତି କଲେଜ ଛାତ୍ରୀ । ସେହି ବୀର ଯବାନ ମାନଙ୍କୁ ବଡ ଭାଇର…

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ଆଜି ରସଗୋଲା ଦିବସ : ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ଭୁବନେଶ୍ୱର : ଆଜି ରସଗୋଲା ଦିବସ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ହେଉଛି ବଡ଼ଦେଉଳର ୬୦୦ରୁ ଅଧିକ ବର୍ଷର ପୁରୁଣା ବିଧି । ସେଥିପାଇଁ ପ୍ରତିବର୍ଷ ନୀଳାଦ୍ରିବିଜେ ଦିନକୁ…

ଧାରଣର ଅନ୍ୟ ଏକ ଭାବ ରଜ

ବନ୍ଦିତା ଦାଶ ଓଡ଼ିଆ ପରମ୍ପରାର ପର୍ବ ରଜ ବର୍ଷକେ ଥରେ ଆସେ । ଐତିହ୍ୟ ଓ ସଂସ୍କୃତିପୂର୍ଣ୍ଣ ରାଜ୍ୟ ଆମର। ଅନେକ ପରମ୍ପରା ଆଜିବି ଉଜ୍ଜୀବିତ। ଭାରି ସୌଖୀନ ଓ କଳାତ୍ମକ ଜାତି। ବୀରତା, ସାହସିକତା ରକ୍ତରେ ରକ୍ତରେ, ଶିରା ପ୍ରଶିରାରେ। ବାରମାସରେ ତେଏର ପର୍ବ ପାଳିତ ହୁଏ ଆମର ଖୁବ୍…

ବିଷୁବ ସଂକ୍ରାନ୍ତି ବନାମ ଦଣ୍ତ ପାଟୁଆ ପର୍ବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଛି । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମ ଋତୁର ଆରମ୍ଭ ହୋଇଥାଏ । ତେଣୁ…

ମୁମ୍ବାଇରେ ପାଳିତ ହେଲା କୁମାର ପୂର୍ଣ୍ଣିମା ଉତ୍ସବ

ମୁମ୍ବାଇ : ଓଡ଼ିଶା ବାହାରେ ରହି ଓଡ଼ିଆତ୍ୱକୁ ବଜାୟ ରଖିବା ପାଇଁ ପ୍ରବାସୀ ଓଡ଼ିଆମାନେ ସବୁବେଳେ ପ୍ରୟାସ ଜାରି ରଖିଥାନ୍ତି । ନିକଟରେ ନବୀ ମୁମ୍ବାଇ ଅଞ୍ଚଳରେ ତିରିଶ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି କାର୍ଯ୍ୟ କରି ଆସୁଥିବା ସାମାଜିକ ସଂସ୍ଥା ବମ୍ବେ ଓଡ଼ିଆ ଓମେନ୍ସ ଆସୋସିଏସନ୍ସ ବା ବୋଆ ପକ୍ଷରୁ…

ବ୍ରହ୍ମପୁରରେ ମାଙ୍କୁ ମେଲାଣି

ବ୍ରହ୍ମପୁର: ବର୍ଷା ମାଡ଼ ସତ୍ତ୍ବେ ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାର ମାଁ ଦୁର୍ଗାଙ୍କ ପୂଜା ଶେଷ ହୋଇଯାଇଛି। ଶୁକ୍ରବାର ଭସାଣି ପର୍ବ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ମହାନଗର ନିଗମ ତରଫରୁ ମଧ୍ୟ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ସହରର ୪୦ଟି ସ୍ଥାନରେ ପୂଜା ଆୟୋଜନ ହୋଇଥିବା ବେଳେ ୪ଟି ସ୍ଥାନରେ…