Latest Odisha News

BREAKING NEWS

Browsing Category

ପର୍ବପର୍ବାଣୀ

ଉତ୍କଳୀୟ ଆଧ୍ୟାତ୍ମିକ ଚେତନାରେ ଧାନମାଣିକା

 ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ 'ପର୍ବପର୍ବାଣୀ' ପର୍ବ ବହୁଳ ଉତ୍କଳରେ ମାର୍ଗଶୀର/ପୁଷ ମା‌ସର 'ମାଣବସା ଗୁରୁବାର' ଏକ ବିଶିଷ୍ଟ ପର୍ବ । ଓଡ଼ିଆ ଘରଣୀର ଧନର ଅଧିଷ୍ଠାତ୍ରୀ ଦେବୀ ଲକ୍ଷ୍ମୀଙ୍କ ପୂଜା ଆରାଧନାର ପ୍ରକୃଷ୍ଟ ସମୟ । ଲକ୍ଷ୍ମୀ ପୁରାଣ ବର୍ଣ୍ଣିତ ଶ୍ରୀୟା ଚଣ୍ଡାଳୁଣୀର ଚରିତ୍ର…

ଅଷ୍ଟମୀ ପିଠା, ମନର କଥା

ଡ଼ି ଶୁଭମ୍‌  ଆମେ ଓଡ଼ିଆ , ଭାରି ବଢ଼ିଆ – ଏ ଉକ୍ତିଟି ବୋଧହୁଏ ସମସ୍ତେ କଥାକଥାରେ ବ୍ୟବହାର କରୁଥିବେ । ଓଡ଼ିଆତ୍ୱର ବିଶେଷତା ସାରା ବିଶ୍ୱରେ ଅନନ୍ୟ । ଏ ମାଟିର ବାସ୍ନା ଅଲଗା , ଆମ ରାଇଜର ପବନର ଶିହରଣ ବି ଅଲଗା । ଏଠି ପୂଜା, ପର୍ବଠୁ ଆରମ୍ଭ କରି ପିଠା ,ମିଠା ଯାଏଁ ସବୁକିଛି…

ବାବା ଧବଳେଶ୍ୱରଙ୍କୁ ଲାଗି ହେଲା ଗଜଭୋଗ

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ପାଳିତ ହୋଇଛି ବଡ଼ଓଷା । ବାବା ଧବଳେଶ୍ୱରଙ୍କୁ ଲାଗି ହେଲା ଗଜଭୋଗ । ରାତି ୩ଟାରେ ଗଜଭୋଗ ଉଠିଥିଲା । ଏଥିପାଇଁ ରାତି ଗୋଟାଏରୁ ଆରମ୍ଭ ହୋଇଥିଲା ନୀତିକାନ୍ତି । ମଙ୍ଗଳଆଳତୀ ପରେ ମହାନଦୀରୁ ୧୦୮ ସୁବାସିତ ଜଳରେ…

ଆଲୋକର ପର୍ବ ଦୀପାବଳି

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ଦୀପାବଳି ଭାରତୀୟମାନଙ୍କର ଏକ ଆଲୋକର ପର୍ବ । ଏହି ପର୍ବ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନେ ଏହାକୁ ଏକ ମୁଖ୍ୟ ପର୍ବ ଭାବେ ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରନ୍ତି । ରଙ୍ଗିନ୍ ସାଜସଜ୍ଜା ସହ ଦୀପାବଳିରେ ଜଳୁଥିବା…

ଜଗତ ଜନନୀଙ୍କ ବିଜୟା ଦଶମୀ

ବାଲେଶ୍ବର : ଆଜି ହେଉଛି ମା' ଜଗତ ଜନନୀ ଙ୍କ ବିଜୟା ଦଶମୀ। ଆଜିର ଦିନରେ ଅସତ୍ୟ ଉପରେ ସତ୍ୟର ବିଜୟ ହୋଇ ଧର୍ମ ସ୍ଥାପିତ ହୋଇଥିଲା । ମା' ଙ୍କ ବିଦାୟ ଉତ୍ସବକୁ ନେଇ ଖୁବ ଭାବବିହ୍ଵଳ ହୋଇପଡିଛନ୍ତି ଶ୍ରଦ୍ଧାଳୁ। ପରମ୍ପରା ଅନୁଯାୟୀ ମାଙ୍କୁ ନାଲି ସିନ୍ଦୂର, ଅଳତା ଓ ନାଲି ସଙ୍ଖା ପରିଧାନ କରାଇ…

ପାର୍ବଣରେ ମା ଝାଞିରୀ ମଙ୍ଗଳା

ଲୋପାମୁଦ୍ରା ପରିଡ଼ା  सर्वमङ्गलमाङ्गल्ये शिवे सर्वार्थसाधिके । शरण्ये त्र्यम्बके गौरि नारायणि नमोऽस्तु ते ॥ ମା ଜଗତଜନନୀ, ମହାମାୟା, ଯୋଗମାୟା, କମ୍ପିଲ୍ଯବାସିନୀ ମାଙ୍କର ପାଦପଦ୍ମେ କୋଟିକୋଟି ଭୁମିଷ୍ଠ ପ୍ରଣତୀ ବାଢିଲି । କଟକ ଦଶହରା କଥା ଆଗେ ଆମ ଘର ପାଖରୁ…

ରେମୁଣାରେ ପୂଜା ପାଉଛନ୍ତି ବିରଳ ଅଧିଷ୍ଠାତ୍ରୀ ଦେବୀ ଅଷ୍ଟାଦଶ ଭୂଜା ଦୁର୍ଗା

ବାଲେଶ୍ବର :- ବାଲେଶ୍ବର ରେମୁଣା ବ୍ଲକ ଅନ୍ତର୍ଗତ ପତ୍ରିପାଳ ପଞ୍ଚାୟତରେ ମା କନକ ଦୁର୍ଗା ସାରା ପୃଥିବୀରେ ଦ୍ବିତୀୟ ବିରଳ ଅଷ୍ଟାଦଶ ଭୁଜା ରୂପେ ପରିଚିତ। ଶତାଧିକ ବର୍ଷ ପୂର୍ବରୁ ଏହି ବିରଳ ମୁଗୁନି ପଥର ମୂର୍ତ୍ତିକୁ ପ୍ରତିଷ୍ଠା କରାଯାଇଥିଲା। ରାଜା ହରିଗୋଲାମ୍ ଦାସ ପ୍ରଥମ ସେବକ ବେଳେ…

ବାଲେଶ୍ବରର ଅଧିଷ୍ଠାତ୍ରୀ ଦେବୀ ମା କନକଦୁର୍ଗା

ବାଲେଶ୍ଵର : ପ୍ରତ୍ୟେକ ସ୍ଥାନରେ ଜଣେ ଜଣେ ପ୍ରତ୍ୟକ୍ଷ ଦେବୀ ଥାଆନ୍ତି। ଯିଏକି ସମଗ୍ର ଅଞ୍ଚଳକୁ ଘଣ୍ଟ ଘୋଡ଼ାଇ ରଖିଥାନ୍ତି ବୋଲି ଲୋକ ବିଶ୍ୱାସ ରହିଛି। ସେହିପରି ବାଲେଶ୍ଵର ଜିଲ୍ଲା ସୁନହଟ ଗାଁର ପ୍ରତ୍ୟକ୍ଷ ଦେବୀ ହେଉଛନ୍ତି ମା କନକ ଦୁର୍ଗା । ମାଙ୍କୁ ନେଇ ଅନେକ ଲୋକକଥା ରହିଛି ଆସିଛି।…

ଜ୍ଞାନଦାତା ଶ୍ରୀଗଣେଶାୟଂ

ଓଁ ନମୋ ଗଣେଶାୟ ବିଘ୍ନେଶ ଗିରିଜା ନନ୍ଦନ ପ୍ରଭୃ !  ସର୍ବବିଘ୍ନ ନିହତ୍ୟାଶୁ ସର୍ବସିଦ୍ଧ ପ୍ରଦୋଭବ ।" ପବିତ୍ର ଗଣେଶ ପୂଜା ଉତ୍କଳରେ ନୁହେଁ, ହିମାଳୟଠାରୁ କୁମାରୀକା ପର୍ଯ୍ୟନ୍ତ ସମଗ୍ର ଭାରତ ବର୍ଷରେ ପାଳିତ ହେଉଛି । ଗଣେଶ ଜ୍ଞାନଦାତା, ବିଦ୍ୟାଦାତା, ବିଘ୍ନ ବିନାଶକାରୀ ପ୍ରଭୃ ଗଣନାଥ…

ସରକାରଙ୍କ ପାର୍ବଣ କଟକଣା ବିରୋଧରେ କଟକରେ ବନ୍ଦ ଡାକରା

କଟକ: ପୂଜା ପାର୍ବଣରେ ସରକାରଙ୍କ କଟକଣାକୁ ବହୁ ପୂର୍ବରୁ ବିରୋଧ ହୋଇଆସୁଛି । ଖାସ କରି ମୂର୍ତ୍ତି ଉଚ୍ଚତାକୁ କେନ୍ଦ୍ର କରି କଟକରେ ବିବାଦ ଦେଖାଦେଇଛି । ସରକାରୀ କଟକଣାକୁ ବିରୋଧ କରି ଆସନ୍ତା ୧୩ ତାରିଖରେ କଟକ ବନ୍ଦ ପାଇଁ ବିଜେପି ଡାକରା ଦେଇଛି । ସରକାରଙ୍କ କଟକଣା ଅନୁଯାୟୀ ୪ ଫୁଟ୍…