Latest Odisha News

BREAKING NEWS

Browsing Category

ପର୍ବପର୍ବାଣୀ

ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍

ଲକ୍ଷ୍ମଣ ସାହୁ ଗୀତାରେ ସ୍ୱୟଂ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି- "ଯଦା ଯଦାହି ଧର୍ମସ୍ୟ ଗ୍ଳାନିର୍ଭବତି ଭାରତ / ଅଭ୍ୟୁତ୍ଥାନମ୍ ଅଧର୍ମସ୍ୟ ତଦାତ୍ମାନଂ ସୃଜାମ୍ୟହମ୍ । ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍ / ଧର୍ମ ସଂସ୍ଥାପନାର୍ଥାୟ ସମ୍ଭବାମି ଯୁଗେ ଯୁଗେ ।" ଅର୍ଥାତ୍ ହେ…

ପାହାଳ ସେବା ସମବାୟ ଭବନରେ ‘ରସଗୋଲା ଦିବସ’ ପାଳିତ

ଭୁବନେଶ୍ୱର : ପାହାଳ ସେବା ସମବାୟ ଭବନ ଆନୁକୁଲ୍ୟରେ ନୀଳାଦ୍ରି ବିଜେ ଅବସରରେ 'ରସଗୋଲା ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ଏକ ଜୀବନବିନ୍ଦୁ ରକ୍ତଦାନ ଶିବିର ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ମୋ ପରିବାର ସଂଯୋଜକ ଅରୂପ ପଟ୍ଟନାୟକ,…

ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର ତରଫରୁ ଅନଲାଇନ କବିତା ଆସର

ଭୁବନେଶ୍ୱର : ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି ପାଳନ ଅବସରରେ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର( ଆର୍ . ପି. ଓ.ପି ) ଆନୁକୂଲ୍ୟରେ ଏକ ଅନଲାଇନ କବିତା ଆସର ଆୟୋଜିତ ହୋଇଯାଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ଏହି ସାରସ୍ୱତ ସଭାକୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡ.…

ରମଜାନ ପାଇଁ ସିଏମସିର କଟକଣା: ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି, ମାସ୍କ ବ୍ୟବହାର ଓ ସାମାଜିକ ଦୂରତା…

କଟକ: ଅସନ୍ତାକାଲିଠାରୁ ଆରମ୍ଭ ହେଉଛି ରମଜାନ ମାସ । କରୋନାର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ରମଜାନ ପାଇଁ ସିଏମସିର କଟକଣା ଜାରି କରିଛି । ମସଜିଦରେ ନମାଜ ପାଠ ପାଇଁ ଶହେ ଲୋକଙ୍କୁ ଅନୁମତି ମିଳିବ । ବୟସ୍କ ଲୋକ, ବିଭିନ୍ନ ରୋଗରେ ଆକ୍ରାନ୍ତଙ୍କୁ ନମାଜ ପାଠ ପାଇଁ ଅନୁମତି ଦିଆଯାଇନାହିଁ ।…

ମନ୍ଦିର ପରିସର ଫାଙ୍କା, ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା, କରୋନା କଟକଣାରେ ପାଳନ ହେଉଛି ଘଟଗାଁ ମା’ ତାରିଣୀଙ୍କ ଚଇତି…

ଘଟଗାଁ: କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା’ ତାରିଣୀ । କରୋନା ଯୋଗୁ ଗହଳିଚହଳି ଲାଗି ରହୁଥିବା ମାଆଙ୍କ ମନ୍ଦିର ଖାଁ ଖାଁ । ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ମନା କରାଯାଇଛି । କୋଭିଡ ଗାଇଡଲାଇନ ଅନୁସାରେ ମା’ ତାରିଣୀଙ୍କ ଚଇତି ପର୍ବ ପାଳନ କରାଯାଉଛି । ଆଜି ପଞ୍ଚମ…

ହରିଦ୍ୱାର ‘ହର୍ କି ପୋୖଡି’ରେ ଶାହୀ ସ୍ନାନ ଜାରି, ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ସାଧୁଙ୍କ ସମାଗମ, କରୋନା ନେଇ ସତର୍କ…

ହରିଦ୍ୱାର: ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଅବସରରେ ‘ହର୍ କି ପୋୖଡି’ରେ ଶାହୀ ସ୍ନାନ ଜାରି ରହିଛି । ଏଥିପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ କରୋନା ମହାମାରୀକୁ ଖାତିର ନ କରି ହରିଦ୍ୱାରରେ ପହଞ୍ଚିଛନ୍ତି । ଆଜି ହରିଦ୍ୱାର କୁମ୍ଭରେ ସୋମବତୀ ଅମାବାସ୍ୟାର ଦ୍ୱିତୀୟ ଶାହୀ ସ୍ନାନ…

ଫିକା ପଡିଲା ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗୋଟିଏ ବର୍ଷ ଅନ୍ତରରେ ପାଳନ ହୁଏ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଯାତ୍ରା ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତ ଓ ବ୍ୟବସାୟୀଙ୍କର ଭିଡ଼ ଜମେ । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଫିକା ପଡ଼ିଛି । ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠରେ ୧୪୪…

ବଡ଼ଯାତ୍ରା ଅବସରରେ ମାଲକାନଗିରିରେ ଜମିଥିଲା ମଦ ମେଳା

ମଦ ମେଳା । ଶୁଣିବାକୁ ଆପଣଙ୍କୁ ଟିକେ ଅଜବ ଲାଗୁଥିବ । କେବେ ଦେଖିନଥିବେ ଏମିତି ମେଳା । ବଡଯାତ୍ରା ଉପଲକ୍ଷେ ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି ମଦ ମେଳାର ଆସର । କୋୟା ଆଦିବାସୀ ସମ୍ପ୍ରଦାୟର ଲୋକେ ଆୟୋଜନ କରିଥାନ୍ତି ଏହି ପାରମ୍ପରିକ ମଦ ମେଳା । ଯେଉଁଥିରେ ସାମିଲ ହୋଇଥାନ୍ତି…

ଯାକଯମକରେ ନୁହେଁ କେବଳ ପରମ୍ପରା ବଞ୍ଚାଇବା ପାଇଁ ହେବ ଚାଟେଶ୍ବର ଦୋଳ ମେଳଣ 

କଟକ: କେବଳ ପରମ୍ପରା ବଞ୍ଚାଇବା ପାଇଁ ହେବ ଚାଟେଶ୍ବର ଦୋଳ ମେଳଣ । କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ କିଶିନାପୁର ଚାଟେଶ୍ବର ମେଳଣ ପାଇଁ ପ୍ରଶାସନିକସ୍ତରରେ ବୈଠକ ହୋଇଛି । ଏବେର କରୋନା ସ୍ଥିତିକୁ ନେଇ ବୈଠକ ହୋଇଥିବା ବେଳେ କଟକଣା ମଧ୍ୟରେ ମେଳଣ କରିବାକୁ ନିଷ୍ପତ୍ତି ହୋଇଛି । ସ୍ଥାନୀୟ…

ମାଲକାନଗିରିରେ ଆଜିଠାରୁ ଆରମ୍ଭ ହୋଇଛି ବଡ଼ଯାତ୍ରା

ମାଲକାନଗିରି: କରୋନା କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ବଡଯାତ୍ରା । ଆନ୍ଧ୍ର, ଓଡ଼ିଶା ଓ ଛତିଶଗଡ ତିନି ରାଜ୍ୟର ଲକ୍ଷାଧିକ ଭକ୍ତଙ୍କ ସମାଗମ ହୁଏ ବଡଯାତ୍ରାରେ । ଆସନ୍ତା ୨୭ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ସହରରେ ଏହି ଯାତ୍ରା ପାଳିତ ହେବ ।…