Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ବାହାରିନରେ ପ୍ରବାସୀ ଓଡ଼ିଆ ପାଳିଲେ ବାହୁଡ଼ା ଯାତ୍ରା

ଭୁବନେଶ୍ବର : ବାହାରିନ୍ ରାଜଧାନୀ ମାନାମାଠାରେ ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ 'ବାହାରିନ ଓଡ଼ିଆ ସମାଜ" ଘୋଷ ଯାତ୍ରା ପର୍ବର ଶେଷ ଦିବସ ବାହୁଡା ଯାତ୍ରା ବହୁ ଆଡମ୍ବରରେ ପାଳନ କରିଛନ୍ତି। ଏଥିରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗ ଦେଇ ଘଣ୍ଟଘଣ୍ଟା ଓ ବାଦ୍ୟ ନାଦ ମଧ୍ୟରେ ଭକ୍ତ ମାନେ ହରିବୋଲ ଓ…

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା

ବିଶାଖାପାଟଣା : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ବିଶାଖାପାଟଣାଠାରେ ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ ଚତୁର୍ଦ୍ଧା…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ହାଉଜଖାସସ୍ଥିତ  ଜଗନ୍ନାଥ ମନ୍ଦିରଠାରେ ୪୬ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅପରାହ୍ନରେ ମୁଖ୍ୟ ଅତିଥି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସମ୍ମାନୀତ ଅତିଥି ସୁପ୍ରିମ…

ନଭି ମୁମ୍ବାଇର ଖାରଘର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା

ନଭି ମୁମ୍ବାଇ :  ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ପବିତ୍ର ବାହୁଡ଼ା ଯାତ୍ରା ପାଳନ କରାଯାଇଛି। ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଆୟୋଜିତ ଏହି ଭବ୍ୟ ଉତ୍ସବ ଉପଲକ୍ଷେ ହରିହର ପୀଠ ଠାରେ ଥିବା ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର : ଛତିଶଗଡ଼ ରାୟପୁରର ଗାୟତ୍ରୀ ନଗରରେ ଥିବା  ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର ବେସମେଣ୍ଟସ୍ଥିତ ମାଉସୀ ମା'…

ସମାପିତ ହେଲା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାର ଫଟୋଚିତ୍ର ପ୍ରଦର୍ଶନୀ

ପୁରୀ : ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାକୁ ନେଇ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସମାପିତ ହୋଇଯାଇଛି । ଶରଧାବାଲିର ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା…

ଫଟୋଚିତ୍ର ପ୍ରଦର୍ଶନୀରେ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା

ପୁରୀ : ଶରଧାବାଲିର ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ମଣ୍ଡପରେ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳାର ଫଟୋଚିତ୍ର ଦର୍ଶକଙ୍କୁ ଅଭିଭୂତ କରୁଛି । ପୌରାଣିକ କଥାବସ୍ତୁ ଅନୁସାରେ…

ଫଟୋଚିତ୍ର ପ୍ରଦର୍ଶନୀରେ ରଥଖଳା କହୁଛି ରଥ ନିର୍ମାଣର କାହାଣୀ

ପୁରୀ : ଭକ୍ତ-ଭଗବାନ ଅପୂର୍ବ ମିଳନ ପାଇଁ ଏ ରଥ ଯାତ୍ରାର ମୁଖ୍ୟ ରଥ ନିର୍ମାଣ କାର୍ଯ୍ୟ ପାଇଁ ରଥ ମହାରଣାଙ୍କ ହୃଦୟ ରେ ଭକ୍ତି ଓ ମନରେ ଶ୍ରଦ୍ଧା ରହିବା ଆବଶ୍ୟକ। ପ୍ରଭୁଙ୍କ ଦିବ୍ୟ ଲୀଳାର ମାଧ୍ୟମ ରଥ ନିର୍ମାଣ କଳା କୌଶଳ ବାସ୍ତବିକ ଅନନ୍ୟ। ଏହି ଅନନ୍ୟ କଳାକୃତିର ଝଲକ ଦେଖିବାକୁ ମିଳୁଛି…

ନଭି ମୁମ୍ବାଇରେ ରଥଯାତ୍ରାର ଭବ୍ୟ ଉତ୍ସବ

ନଭି ମୁମ୍ବାଇ : ନଭି ମୁମ୍ବାଇର ଖାରଘରଠାରେ ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଜଗନ୍ନାଥ ମନ୍ଦିରରେ ବହୁ ଆଡମ୍ବରରେ ରଥଯାତ୍ରା ପର୍ବ ପାଳିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ, ତାଙ୍କର ଜ୍ୟେଷ୍ଠ ଭାଇ ଶ୍ରୀ ବଳଭଦ୍ର,କନିଷ୍ଠ ଭଗିନୀ ମା ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କୁ…

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରା

ଭୁବନେଶ୍ୱର :  ଯୁକ୍ତରାଷ୍ଟ୍ର ଆମେରିକାର ସବୁଠୁ କ୍ଷୁଦ୍ର ରାଜ୍ୟ ରୋଡ଼ସ ଆଇଲ୍ୟାଣ୍ଡରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ସବୁଠୁ ବୃହତ ପର୍ବ ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ଭବ୍ୟ…