Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର : ଛତିଶଗଡ଼ ରାୟପୁରର ଗାୟତ୍ରୀ ନଗରରେ ଥିବା  ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର ବେସମେଣ୍ଟସ୍ଥିତ ମାଉସୀ ମା'…

ସମାପିତ ହେଲା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାର ଫଟୋଚିତ୍ର ପ୍ରଦର୍ଶନୀ

ପୁରୀ : ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାକୁ ନେଇ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସମାପିତ ହୋଇଯାଇଛି । ଶରଧାବାଲିର ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା…

ଫଟୋଚିତ୍ର ପ୍ରଦର୍ଶନୀରେ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା

ପୁରୀ : ଶରଧାବାଲିର ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ମଣ୍ଡପରେ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳାର ଫଟୋଚିତ୍ର ଦର୍ଶକଙ୍କୁ ଅଭିଭୂତ କରୁଛି । ପୌରାଣିକ କଥାବସ୍ତୁ ଅନୁସାରେ…

ଫଟୋଚିତ୍ର ପ୍ରଦର୍ଶନୀରେ ରଥଖଳା କହୁଛି ରଥ ନିର୍ମାଣର କାହାଣୀ

ପୁରୀ : ଭକ୍ତ-ଭଗବାନ ଅପୂର୍ବ ମିଳନ ପାଇଁ ଏ ରଥ ଯାତ୍ରାର ମୁଖ୍ୟ ରଥ ନିର୍ମାଣ କାର୍ଯ୍ୟ ପାଇଁ ରଥ ମହାରଣାଙ୍କ ହୃଦୟ ରେ ଭକ୍ତି ଓ ମନରେ ଶ୍ରଦ୍ଧା ରହିବା ଆବଶ୍ୟକ। ପ୍ରଭୁଙ୍କ ଦିବ୍ୟ ଲୀଳାର ମାଧ୍ୟମ ରଥ ନିର୍ମାଣ କଳା କୌଶଳ ବାସ୍ତବିକ ଅନନ୍ୟ। ଏହି ଅନନ୍ୟ କଳାକୃତିର ଝଲକ ଦେଖିବାକୁ ମିଳୁଛି…

ନଭି ମୁମ୍ବାଇରେ ରଥଯାତ୍ରାର ଭବ୍ୟ ଉତ୍ସବ

ନଭି ମୁମ୍ବାଇ : ନଭି ମୁମ୍ବାଇର ଖାରଘରଠାରେ ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଜଗନ୍ନାଥ ମନ୍ଦିରରେ ବହୁ ଆଡମ୍ବରରେ ରଥଯାତ୍ରା ପର୍ବ ପାଳିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ, ତାଙ୍କର ଜ୍ୟେଷ୍ଠ ଭାଇ ଶ୍ରୀ ବଳଭଦ୍ର,କନିଷ୍ଠ ଭଗିନୀ ମା ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କୁ…

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରା

ଭୁବନେଶ୍ୱର :  ଯୁକ୍ତରାଷ୍ଟ୍ର ଆମେରିକାର ସବୁଠୁ କ୍ଷୁଦ୍ର ରାଜ୍ୟ ରୋଡ଼ସ ଆଇଲ୍ୟାଣ୍ଡରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ସବୁଠୁ ବୃହତ ପର୍ବ ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ଭବ୍ୟ…

କାନବେରାରେ ରଥଯାତ୍ରା

ଭୁବନେଶ୍ୱର : ଅଷ୍ଟ୍ରେଲିଆର ରାଜଧାନୀ କାନବେରାଠାରେ ଶ୍ରୀ ଜଗନ୍ନାଥଙ୍କର ଚତୁର୍ଦ୍ଦଶତମ ପବିତ୍ର ରଥଯାତ୍ରା ପର୍ବ ଭକ୍ତିପୂତ ବାତାବରଣ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳନ କରାଯାଇଛି। ଏହି ମହୋତ୍ସବ ଉପଲକ୍ଷେ ଚତୁର୍ଦ୍ଧା ମୂର୍ତ୍ତି ବିରାଜମାନ କରୁଥିବା ହିନ୍ଦୁ ମନ୍ଦିର ଓ ସଂସ୍କୃତିକ…

ବେଙ୍ଗାଲୁରୁର ଆଗରା ଜଗନ୍ନାଥ ମନ୍ଦିରର ରଥଯାତ୍ରା

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଆଗରାଠାରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ଭକ୍ତିପୂତ ପରିବେଶ ମଧ୍ୟରେ ପବିତ୍ର ରଥଯାତ୍ରା ପର୍ବ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ମନ୍ଦିର ସାମ୍ନାର ଥିବା ସୁନ୍ଦର ସୁଶୋଭିତ ୨୮ ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ଠାକୁରମାନଙ୍କୁ ଭକ୍ତମାନଙ୍କ ଦ୍ୱାରା ଭଜନ,…

ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ରଥଯାତ୍ରା

ଭୁବନେଶ୍ୱର : ବିଦେଶ ମାଟିରେ ରଥଯାତ୍ରା। ଇଂଲଣ୍ଡର ତୃତୀୟ ବୃତତ୍ତମ ମହାନଗର ମାଞ୍ଚେଷ୍ଟରଠାରେ ଚତୁର୍ଥ ରଥଯାତ୍ରା ଉତ୍ସବ ମହାସମାରୋହରେ ନର୍ଥୱେଷ୍ଟ ଓଡ଼ିଶା ସୋସାଇଟି ଦ୍ୱାରା ଆୟୋଜିତ ଚଳିତବର୍ଷର ରଥଯାତ୍ରାରେ ୫୦୦ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତଗଣଙ୍କର ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଥିଲା।ଏହି…

ରାୟପୁରରେ ରଥଯାତ୍ରା

ରାୟପୁର : ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ରଥଯାତ୍ରା ଲକ୍ଷାଧିକ ଭକ୍ତଙ୍କର ସମାଗମରେ ମହାସମାରୋହରେ ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ସମ୍ମାନୀତ ଅତିଥି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଵ ସାୟ ଉପସ୍ଥିତ ଥିଲେ।…