Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ; କିପରି ପାଳିତ ହୁଏ ଜାଣନ୍ତୁ…

ପୁରୀ: ଶ୍ରୀମନ୍ଦିରରେ ବସନ୍ତ ପଚଂମୀର ଗୁରୁତ୍ୱ ଅଧିକ । ଏହି ଦିନ ଶ୍ରୀଜଗନ୍ନାଥଙ୍କ ପଂଚପଲ୍ଲବ ଲାଗି ହୁଏ ଓ ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ କରାଯାଏ । ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ଚାଚେରୀ ଖେଳୁଥିବାର ସ୍କୃତି ସ୍ୱରୂପ ବସନ୍ତ…

ରଥଯାତ୍ରା: ପୁରୀରେ ପହଞ୍ଚିଲା ରଥକାଠ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ନୟାଗଡ଼ ଫରେଷ୍ଟ ରେଞ୍ଜରୁ କାଠ ଆସି ପୁରୀରେ ପହଞ୍ଚିଛି । ଏଥିସହିତ ଶ୍ରୀଜୀଉଙ୍କ ତିନିରଥ ନିର୍ମାଣ ଲାଗି ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଅନୁଷ୍ଠିତ ହେବ । ପୁରୀ…

ଶ୍ରୀମନ୍ଦିରରେ ପ୍ରତିହାରୀଙ୍କ ବେତମାଡ଼; ଜାଣନ୍ତୁ, ‘ଜାଉଁଳିବେତ’ର ରହସ୍ୟ !

ପୁରୀ: ପୁରୀ ଶ୍ରୀମନ୍ଦିରରେ ପ୍ରତିହାରୀ ସେବକଙ୍କ ବେତମାଡ କିଏ ବା ନ ଖାଇଛନ୍ତି । ଏହି ବେତମାଡ ଖାଇ କେତେକ ବିରକ୍ତି ମଧ୍ୟ ପ୍ରକାଶ କରିଥାନ୍ତି । ପ୍ରକୃତରେ ଶ୍ରୀମନ୍ଦିରରେ ବେତମାଡ ଖାଇଲେ ଭଲ । ଏଥିରେ ସେବକଙ୍କ ସ୍ୱାର୍ଥ ସହ ଆମର ମଧ୍ୟ ଲାଭ ରହିଛି । ବେତମାଡ ନ ଖାଇଲେ ପାପ ଛାଡେ ନାହିଁ କି…

ଶ୍ରୀମନ୍ଦିରରେ କାହିଁକି କୁହାଯାଏ ‘ମକର ଚଉରାଶି’; ଜାଣନ୍ତୁ, କ’ଣ ରହିଛି ରହସ୍ୟ !

ପୁରୀ: ଶ୍ରୀଜଗନ୍ନାଥ ହେଉଛନ୍ତି ସୂର୍ଯ୍ୟଙ୍କ ଭଳି ସକଳ ଶକ୍ତିର ଆଧାର । ତାଙ୍କୁ ଚଉରାଶି ଲକ୍ଷ ଯୋନିର ଦେବତା କୁହାଯାଏ । ମକର ସଂକ୍ରାନ୍ତିରେ ଉତରାୟଣ ବନ୍ଦାପନା ଓ ମକରଚଉରାଶି ବେଶ ଓ ଭୋଗ ସମର୍ପଣ କରି ମହାପ୍ରଭୁଙ୍କୁ ଉପାସନା କରାଯାଏ । ମକର ଚାଉଳରେ ବିଭିନ୍ନ ସୁମିଷ୍ଠ ଦ୍ରବ୍ୟ ମିଶାଇ…

ଶ୍ରୀଜଗନ୍ନାଥଙ୍କ ପୁଷ୍ୟାଭିଷେକ; ସୁନାବେଶରେ ଝଟକନ୍ତି ମହାପ୍ରଭୁ…

ପୁରୀ: ସୁନା ବେଶ ବା ରାଜାବେଶ ବା ବଡତଢ଼ାଉ ବେଶ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏକ ବିଶେଷ ବେଶ । ଏଥିରେ ଠାକୁରଙ୍କୁ ସୁବର୍ଣ୍ଣ ଆଭୁଷଣରେ ସାଜ କରାଯାଏ । ପ୍ରତି ବର୍ଷ ସୁନାବେଶ ପାଂଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ…

ମହାପ୍ରଭୁଙ୍କ ଆଶ୍ଚର୍ଯ୍ୟଜନକ ରୋଷଶାଳା; ଭକ୍ତ କେବେ ଓପାସରେ ଫେରେନାହିଁ !

ପୁରୀ: କଥାରେ ଅଛି ଶ୍ରୀକ୍ଷେତ୍ର ପୁରୀରେ ପାଦ ଥାପିଲେ ପାପ ଧୋଇ ହୋଇଯାଏ । ସେହିପରି ଶ୍ରୀମନ୍ଦିରରେ ପାଦ ଦେଲେ କେହି ଭୋକିଲା ରୁହେ ନାହିଁ । ଜଣେ ପ୍ରକୃତ ଭକ୍ତ କେବେ ହେଲେ ଓପାସରେ ଏଠାରୁ ଯିବ ନାହିଁ । ଏହା ଶ୍ରୀଜଗନ୍ନାଥଙ୍କ ଲୀଳା କ୍ଷେତ୍ର । ଯେତେ ଲୋକ ହେଲେ ମଧ୍ୟ ଏଠାରେ ମହାପ୍ରସାଦ…

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୁରୀକୁ କାହିଁକି କୁହାଯାଏ ଶଙ୍ଖକ୍ଷେତ୍ର !

ପୁରୀ: ଶ୍ରୀକ୍ଷେତ୍ର ପୁରୀକୁ କାହିଁକି ଶଙ୍ଖକ୍ଷେତ୍ର କୁହାଯାଏ ସେ ବିଷୟରେ ଜାଣିବା । ସ୍କନ୍ଦ ପୁରାଣ ଅନୁସାରେ ପୁରୁଷୋତ୍ତମ କ୍ଷେତ୍ରର ଆକାର ଏକ ଶଂଖକ୍ଷେତ୍ର୍ ପରି ହୋଇଥିବାରୁ ଏହାର ନାମ ଏପରି ରଖାଯାଇଛି । ଉକ୍ତ ପୁରାଣ ଅନୁସାରେ ଏହି କ୍ଷେତ୍ରର ଆୟତନ ପଂଚକୋଶ ଏବଂ ଆକାର ତ୍ରିକୋଣ ।…

ଆସନ୍ତୁ ଜାଣିବା, ଚତୁର୍ଦ୍ଧାମୂର୍ତ୍ତିଙ୍କ ମାସ ଅନୁସାରେ ବେଶ

ପୁରୀ: ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ଦେଶ ବିଦେଶର କୋଣ ଅନୁକୋଣରୁ ଶ୍ରୀକ୍ଷେତ୍ର ପୁରୀକୁ ଛୁଟି ଆସନ୍ତି ଭକ୍ତଗଣ । ପୁରୀରେ ୧୨ ମାସଯାକ ଉତ୍ସବମୁଖର ପରିବେଶ ରହିଥାଏ । ପ୍ରତ୍ୟେକ ମାସରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଭିନ୍ନ ଭିନ୍ନ ବେଶ ଶ୍ରଦ୍ଧାଳୁଙ୍କୁ…

ଶ୍ରୀଜଗନ୍ନାଥଙ୍କୁ ୩୬ ନିଯୋଗର ୧୧୯ ପ୍ରକାର ସେବକ ଦେଉଛନ୍ତି ନିରନ୍ତର ସେବା !

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶୃଙ୍ଖଳିତ ନୀତିକାନ୍ତି ଲାଗି ସେବକମାନେ ନିରନ୍ତର ସେବା ପ୍ରଦାନ କରିଚାଲିଛନ୍ତି । ଶ୍ରୀମନ୍ଦିର ତିଆରି ହେବା ପରେ ବ୍ରହ୍ମାଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଉପରୋକ୍ତ ସେବକଙ୍କୁ ନିୟୋଜିତ କରିଥିଲେ । ମିଳିଥିବା ତଥ୍ୟ ଅନୁସାରେ ୧୧୯ ପ୍ରକାରର ସେବକ ତାଙ୍କ…

ଜାଣନ୍ତୁ, କାହିଁକି ପୁରୀ ଶ୍ରୀମନ୍ଦିର ହନୁମାନମୟ !

ପୁରୀ: ଶ୍ରୀରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତ ହନୁମାନ । ଶ୍ରୀରାମ ଭକ୍ତମାନେ ଶ୍ରୀଜଗନ୍ନାଥ ଏବଂ ଶ୍ରୀରାମ ଏକ ବୋଲି ମାନନ୍ତି । ଶ୍ରୀରାମ ଯେଉଁଠି ହନୁମାନ ସେଇଠି । ପୁରୀବାସୀ ହନୁମାନଙ୍କ ଜୟନ୍ତୀ ଓ ଅନ୍ୟ ପର୍ବ ପର୍ବାଣୀ ଶ୍ରୀମନ୍ଦିରରେ ହର୍ଷ ଉଲ୍ଲାସରେ ପାଳନ କରନ୍ତି । ମହାବିଷୁବ…