Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ମହାପ୍ରଭୁଙ୍କ ଜ୍ୱର ଚିକିତ୍ସା: କିପରି ଲାଗି ହୁଏ ଫୁଲୁରି ତେଲ ଓ ଦଶମୂଳ ମୋଦକ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅନେକ ପାରମ୍ପକରିକ ନୀତି ପାଳିତ ହୋଇଥାଏ । ସ୍ନାନଯାତ୍ରା ହିଁ ରଥଯାତ୍ରା ମହୋତ୍ସବର ଆଦ୍ୟପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ । ସୁନାକୂପର ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ…

ଶ୍ରୀମନ୍ଦିରରେ ପଟ୍ଟିଦିଅଁ : ବ୍ରହ୍ମଗିରିରେ ଶ୍ରୀଅଲାରନାଥ ଦର୍ଶନ

ଭୁବନେଶ୍ୱର: ମହାପ୍ରଭୁ ସ୍ନାନବେଦୀରୁ ଆସି ଅଣସର ଘରେ ଗୁପ୍ତସେବାରେ ଚିକିତ୍ସିତ ହେବା ସମୟରେ ପଟ୍ଟିଦିଅଁ ରୂପେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ବଡ଼ଭାଇ ବଳଭଦ୍ର ବାସୁଦେବଙ୍କ ରୂପରେ, ଦେବୀ ସୁଭଦ୍ରା ଭୁବନେଶ୍ୱରୀ ବା ଯାଜ୍ଞସେନୀ ରୂପରେ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁ ନାରାୟଣଙ୍କ ରୂପରେ ଚିତ୍ରିତ…

ଭକ୍ତଙ୍କ ଭିଡ଼ରେ ବଡ଼ଦାଣ୍ଡ ଦୁଲୁକୁଛି : ମହାପ୍ରଭୁ ଝୁଲି ଝୁଲି ପହଣ୍ଡି ବିଜେ କଲେ, ଆନନ୍ଦରେ ରଥାରୂଢ ହେଲେ

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ସମସ୍ତ ରତ୍ନବେଦୀ ନିକଟରେ ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କଲେ । ପହଣ୍ଡିରେ ଝୁଲି ଝୁଲି ମହାପ୍ରଭୁ ଶ୍ରୀଜଗନ୍ନାଥ ବାଇସି ପାହାଚ ଓ ପରେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ବାହାରକୁ ଆସିଲେ ।…

ବିଦେଶରେ ରଥଯାତ୍ରା: ସାରା ଜଗତରେ ପ୍ରକମ୍ପିତ ହୁଏ ‘ଜୟ ଜଗନ୍ନାଥ’ ଧ୍ୱନୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଯେ ପୁରୀରେ ପ୍ରସିଦ୍ଧି ଲାଭ କରି ପାରିଛି ତାହାନୁହେଁ, ବରଂ ବିଶ୍ୱାସ ଓ ଭକ୍ତିଭାବନାର ଦେବତା ତଥା ସାରା ଜଗତର ନାଥ ସ୍ୱୟଂ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଶ ବିଦେଶରେ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେବାରେ ଲାଗିଛି । ବିଦେଶରେ…

ରଥେ ତ୍ୱଂ ବାମନଂ ଦୃଷ୍ଟା ପୁନର୍ଜନ୍ମଂ ନ ବିଦ୍ୟତେ: ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଲେ ଜଗତର ନାଥ, ସେ ଭକ୍ତ ବତ୍ସଳ, ସେ ଭାବଗ୍ରାହୀ, ସେ ଅନ୍ତର୍ଯ୍ୟାମୀ । ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ ରଥାରୂଢ ହୋଇ ତାଙ୍କର ଅଗଣିତ ପ୍ରିୟ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ରତ୍ନସିଂହାସନରୁ ଓହ୍ଲାଇ ବାଇସିପାହାଚରେ ମନୁଆ ହୋଇ ଚାଲି ଚାଲି ଆସନ୍ତି । ଧାଡ଼ିପହଣ୍ଡିରେ…

ଅଣସର ପିଣ୍ଡିରେ ଶ୍ରୀଜଗନ୍ନାଥଙ୍କ ଜ୍ୱର ଚିକିତ୍ସା: ଦେବବୈଦ୍ୟଙ୍କ ଜଡ଼ିବୁଟିରେ ଆରୋଗ୍ୟ ହୁଅନ୍ତି ଚତୁର୍ଦ୍ଦା ମୂରତି !

ସାଧାରଣ ମଣିଷ ପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମାନବୀୟ ଲୀଳା ସମଗ୍ର ବିଶ୍ୱବାସୀଙ୍କୁ ଚମତ୍କୃତ କରିଥାଏ । ସକାଳର ଦିନଚର୍ଯ୍ୟାରେ ଦାନ୍ତକାଠିରେ ଦାନ୍ତଘଷାରୁ ଆରମ୍ଭ କରି ଦହି ପଖାଳ ଖାଇ ଶୋଇବାରୁ ଜଣାପଡ଼େ ମହାପ୍ରଭୁ ଜଣେ ଖାଣ୍ଟି ଓଡ଼ିଆଃ ସବୁଠୁ ଅଧିକ ବିସ୍ମିତ କରିଥାଏ ସ୍ନାନ ପରେ…

ଜ୍ୱର ଛାଡ଼ିବାକୁ ମହାପ୍ରଭୁ ଲଗାଇବେ ଫୁଲୁରି ତେଲ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳାର ପଟ୍ଟାନ୍ତର ନାହିଁ । ସକାଳର ଦିନଚର୍ଯ୍ୟାରେ ମୁତୁରୀ କାଠିରେ ଦାନ୍ତଘଷା ଆରମ୍ଭ କରି ଦହି ପଖାଳ ଖାଇ ପଲଙ୍କରେ ଶୋଇବା ଯାଏ ଶ୍ରୀମନ୍ଦିରରେ ଚାଲିଥାଏ ତାଙ୍କର ଅପୂର୍ବ ଲୀଳାଖେଳା । ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦୀରେ…

ରଥଯାତ୍ରା ସମନ୍ୱୟ କମିଟି ବୈଠକ ୬ ତାରିଖକୁ ଘୁଞ୍ଚିଲା

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ତାରିଖରେ ତୃତୀୟ ତଥା ଶେଷ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଯୋଗ ଦେବାକୁ ସ୍ଥିର ହୋଇଥିଲା । ଏହି ବୈଠକ ୩ ତାରିଖ ପରିବର୍ତ୍ତେ ଆସନ୍ତା ୬ ତାରିଖରେ ଅନୁଷ୍ଠିତ ହେବ ବୋଲି ସୂତ୍ରରୁ ଜଣାପଡ଼ିଛି । ପୂର୍ବ ନିର୍ଦ୍ଧାରିତ ବିିଭିନ୍ନ…

ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ଲାଗି ବ୍ରହ୍ମଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ/ବ୍ରହ୍ମଗିରି : ପୁରୀ ଶ୍ରୀମନ୍ଦିରର ଅଣସର ଘରେ ଏବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀରୁ ୩୫ କିମି ଦୂର ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କୁ ଏବେ ଭକ୍ତମାନେ ଦର୍ଶନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରୁଛନ୍ତି । ହଜାର ହଜାର ଭକ୍ତମାନେ ଭିଡ଼ ଲାଗିଲାଣି…

ପବିତ୍ର ସ୍ନାନପୂର୍ଣ୍ଣିମା: ଲକ୍ଷାଧିକ ଭକ୍ତଙ୍କ ସମାଗମରେ ମହାପ୍ରଭୁଙ୍କ ଜନ୍ମତିଥି ଓ ସ୍ନାନବିଧି ପାଳନ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ରତ୍ନବେଦୀରୁ ପହଣ୍ଡି ବିଜେକରି ରତ୍ନବେଦୀରେ ସ୍ନାନ କରିଛନ୍ତି । ସ୍ନାନପୂର୍ଣ୍ଣିମାରେ ପୁରୀ ବଡ଼ଦାଣ୍ଡ ଗୁରୁବାର ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଉଛୁଳି ପଡୁଛି । ଆଜି ପାରମ୍ପରିକ ଭାବେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ…