ଭକ୍ତଙ୍କ ଭିଡ଼ରେ ବଡ଼ଦାଣ୍ଡ ଦୁଲୁକୁଛି : ମହାପ୍ରଭୁ ଝୁଲି ଝୁଲି ପହଣ୍ଡି ବିଜେ କଲେ, ଆନନ୍ଦରେ ରଥାରୂଢ ହେଲେ

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ସମସ୍ତ ରତ୍ନବେଦୀ ନିକଟରେ ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କଲେ । ପହଣ୍ଡିରେ ଝୁଲି ଝୁଲି ମହାପ୍ରଭୁ ଶ୍ରୀଜଗନ୍ନାଥ ବାଇସି ପାହାଚ ଓ ପରେ...

ବିଦେଶରେ ରଥଯାତ୍ରା: ସାରା ଜଗତରେ ପ୍ରକମ୍ପିତ ହୁଏ ‘ଜୟ ଜଗନ୍ନାଥ’ ଧ୍ୱନୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଯେ ପୁରୀରେ ପ୍ରସିଦ୍ଧି ଲାଭ କରି ପାରିଛି ତାହାନୁହେଁ, ବରଂ ବିଶ୍ୱାସ ଓ ଭକ୍ତିଭାବନାର ଦେବତା ତଥା ସାରା ଜଗତର ନାଥ ସ୍ୱୟଂ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଶ ବିଦେଶରେ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେବାରେ...

ରଥେ ତ୍ୱଂ ବାମନଂ ଦୃଷ୍ଟା ପୁନର୍ଜନ୍ମଂ ନ ବିଦ୍ୟତେ: ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଲେ ଜଗତର ନାଥ, ସେ ଭକ୍ତ ବତ୍ସଳ, ସେ ଭାବଗ୍ରାହୀ, ସେ ଅନ୍ତର୍ଯ୍ୟାମୀ । ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ ରଥାରୂଢ ହୋଇ ତାଙ୍କର ଅଗଣିତ ପ୍ରିୟ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ରତ୍ନସିଂହାସନରୁ ଓହ୍ଲାଇ ବାଇସିପାହାଚରେ ମନୁଆ ହୋଇ ଚାଲି ଚାଲି...

ଅଣସର ପିଣ୍ଡିରେ ଶ୍ରୀଜଗନ୍ନାଥଙ୍କ ଜ୍ୱର ଚିକିତ୍ସା: ଦେବବୈଦ୍ୟଙ୍କ ଜଡ଼ିବୁଟିରେ ଆରୋଗ୍ୟ ହୁଅନ୍ତି ଚତୁର୍ଦ୍ଦା ମୂରତି !

ସାଧାରଣ ମଣିଷ ପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମାନବୀୟ ଲୀଳା ସମଗ୍ର ବିଶ୍ୱବାସୀଙ୍କୁ ଚମତ୍କୃତ କରିଥାଏ । ସକାଳର ଦିନଚର୍ଯ୍ୟାରେ ଦାନ୍ତକାଠିରେ ଦାନ୍ତଘଷାରୁ ଆରମ୍ଭ କରି ଦହି ପଖାଳ ଖାଇ ଶୋଇବାରୁ ଜଣାପଡ଼େ ମହାପ୍ରଭୁ ଜଣେ ଖାଣ୍ଟି ଓଡ଼ିଆଃ ସବୁଠୁ ଅଧିକ ବିସ୍ମିତ କରିଥାଏ...

ଜ୍ୱର ଛାଡ଼ିବାକୁ ମହାପ୍ରଭୁ ଲଗାଇବେ ଫୁଲୁରି ତେଲ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳାର ପଟ୍ଟାନ୍ତର ନାହିଁ । ସକାଳର ଦିନଚର୍ଯ୍ୟାରେ ମୁତୁରୀ କାଠିରେ ଦାନ୍ତଘଷା ଆରମ୍ଭ କରି ଦହି ପଖାଳ ଖାଇ ପଲଙ୍କରେ ଶୋଇବା ଯାଏ ଶ୍ରୀମନ୍ଦିରରେ ଚାଲିଥାଏ ତାଙ୍କର ଅପୂର୍ବ ଲୀଳାଖେଳା । ମହାପ୍ରଭୁ ଶ୍ରୀଜଗନ୍ନାଥ...

ରଥଯାତ୍ରା ସମନ୍ୱୟ କମିଟି ବୈଠକ ୬ ତାରିଖକୁ ଘୁଞ୍ଚିଲା

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ତାରିଖରେ ତୃତୀୟ ତଥା ଶେଷ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଯୋଗ ଦେବାକୁ ସ୍ଥିର ହୋଇଥିଲା । ଏହି ବୈଠକ ୩ ତାରିଖ ପରିବର୍ତ୍ତେ ଆସନ୍ତା ୬ ତାରିଖରେ ଅନୁଷ୍ଠିତ ହେବ ବୋଲି...

ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ଲାଗି ବ୍ରହ୍ମଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ/ବ୍ରହ୍ମଗିରି : ପୁରୀ ଶ୍ରୀମନ୍ଦିରର ଅଣସର ଘରେ ଏବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀରୁ ୩୫ କିମି ଦୂର ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କୁ ଏବେ ଭକ୍ତମାନେ ଦର୍ଶନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରୁଛନ୍ତି । ହଜାର ହଜାର ଭକ୍ତମାନେ ଭିଡ଼ ଲାଗିଲାଣି...

ପବିତ୍ର ସ୍ନାନପୂର୍ଣ୍ଣିମା: ଲକ୍ଷାଧିକ ଭକ୍ତଙ୍କ ସମାଗମରେ ମହାପ୍ରଭୁଙ୍କ ଜନ୍ମତିଥି ଓ ସ୍ନାନବିଧି ପାଳନ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ରତ୍ନବେଦୀରୁ ପହଣ୍ଡି ବିଜେକରି ରତ୍ନବେଦୀରେ ସ୍ନାନ କରିଛନ୍ତି । ସ୍ନାନପୂର୍ଣ୍ଣିମାରେ ପୁରୀ ବଡ଼ଦାଣ୍ଡ ଗୁରୁବାର ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଉଛୁଳି ପଡୁଛି । ଆଜି ପାରମ୍ପରିକ ଭାବେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ...

ମହାପ୍ରଭୁଙ୍କ ସ୍ନାନଯାତ୍ରା: ସେନାପଟା ଲାଗି ନୀତି ପରେ ଗଜବେଶ ଲାଗି ଚଳଚଞ୍ଚଳ ଶ୍ରୀମନ୍ଦିର

ପୁରୀ: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନକରିବେ । ଜଗତର ନାଥ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହିତ ସ୍ନାନ ମଣ୍ଡପରେ ୧୦୮ ଗରାରେ ସ୍ନାନ କରିବେ । ସ୍ନାନପୂର୍ଣ୍ଣିମାର ଅବ୍ୟବହିତ ପୂର୍ବରୁ ଥିବା ସେନାପଟା ଲାଗି ନୀତି ଶେଷ ହୋଇଛି । ବିଶ୍ୱପ୍ରସିଦ୍ଧ...

ସାହିତ୍ୟ