Latest Odisha News
Browsing Category

ରଥ ପଥ ଜଗନ୍ନାଥ

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ଚତୁର୍ଦ୍ଧା ବିଗ୍ରହ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯିଏ ନିଜ ଇଚ୍ଛାରେ ରୁପାୟିତ ହେବାକୁ ଲୀଳା ରଚିଛନ୍ତି। ତାଙ୍କ ପାଇଁ ସବୁ ଅଘଟଣା ବି ଏକ ଘଟଣା ପାଲଟେ।ସବୁ ବିଚିତ୍ରତା, ସାମାନ୍ୟ ହୋଇ ବୈଚିତ୍ରମୟ ହୋଇଯାଏ। ସବୁ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀମନ୍ଦିର ସୁରକ୍ଷା(୪)

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରୁ ପଥର ଖସିବା ଓ ତାର ମରାମତି ନିମନ୍ତେ ହୋଇଥିବା ସମସ୍ତ ଆଲୋଚନା ବିଷୟରେ ଆମେ ଜାଣିଲେ ଏ ବିଷୟ ଲେଖିବାର ତତ୍ପର୍ଯ୍ୟ ଏହିକି ଯେ ସେତେବେଳେ ମଧ୍ୟ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀମନ୍ଦିର ସୁରକ୍ଷା(୩)

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ବିଭିନ୍ନ ସମୟରେ ଘଟିଥିବା ଅଘଟଣ ବିଷୟରେ ଆଲୋଚନା ବେଳେ ଆମେ ଆଲୋଚନା କରୁଥିଲେ ୧୮୭୫ ମସିହା କଥା, ଯେତେବେଳେ ଗର୍ଭଗୃହର ୪୦ ଫୁଟ ଉଚ୍ଚତା ରୁ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀମନ୍ଦିର ସୁରକ୍ଷା (୨)

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ସାମୁଦ୍ରିକ ଲୁଣି ହାୱାର ପ୍ରଭାବରୁ ରକ୍ଷା କରିବା ପାଇଁ ବହଳ ଚୂନ ପ୍ରଲେପ ଦିଆ ଯାଇଥିବାର ସମ୍ପୂର୍ଣ୍ଣ ବିବରଣୀ ଆମେ ଜାଣିଲେ। ଏହି ପ୍ରସଙ୍ଗରେ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀମନ୍ଦିର ସୁରକ୍ଷା

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ସଂରକ୍ଷଣ ପାଇଁ ଯେଉଁ ବହଳ ଚୂନର ଆସ୍ତରଣ ଦିଆ ଯାଇଥିଲା ସେ ବିଷୟରେ ଐତିହାସିକ କେଦାରନାଥ ମହାପାତ୍ର ତାଙ୍କ ରଚିତ "ଖୁରୁଧା ଇତିହାସ " ପୁସ୍ତକରେ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀମନ୍ଦିର ଓ ପ୍ରତ୍ନତତ୍ତ୍ଵ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ନିର୍ମାଣ ଶୈଳୀ ଆଲୋଚନା ସମୟରେ ଆମେ ଜାଣିବାକୁ ପାଇଥିଲେ ଯେ ବର୍ତ୍ତମାନ ଦୃଶ୍ୟ ହେଉଥିବା ମନ୍ଦିର ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ଶ୍ରୀମନ୍ଦିର…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶିଳାଲେଖର କଥା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ନିର୍ମାଣ ଶୈଳୀକୁ ବିଭିନ୍ନ ଗବେଷକ ବିଭିନ୍ନ ଭାବରେ ଉପସ୍ଥାପନା କରିଛନ୍ତି ରାମଚନ୍ଦ୍ର ମିଶ୍ରଙ୍କ "ପୁରୁଷୋତ୍ତମ କ୍ଷେତ୍ର "ପୁସ୍ତକରେ ପ୍ରଦତ୍ତ ତଥ୍ୟ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ: ଶ୍ରୀମନ୍ଦିର ଶିଳ୍ପକଳା

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ। ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଶିଳ୍ପ କଳାର ଆଲୋଚନା ପ୍ରସଙ୍ଗରେ ଆମେ ଅନେକ କିଛି ବିଷୟରେ ଆଲୋଚନା କରିସାରିଲେଣି। ତଥାପି ଗୋଟିଏ କଥା ମନେ ରଖିବାକୁ ହେବ ଏହା ଶହ ଶହ ଶିଳ୍ପୀଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ।: ଶ୍ରୀମନ୍ଦିର ନିର୍ମାଣ ଶୈଳୀ (୩)

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ନିର୍ମାଣ ଶୈଳୀ ଆଲୋଚନା ସମୟରେ ପ୍ରlବନ୍ଧିକ ତଥା ଐତିହାସିକ ଶରତ ଚନ୍ଦ୍ର ମହାପାତ୍ରଙ୍କ ପ୍ରବନ୍ଧ ଅନୁସାରେ ଜଣାଯାଏ ଉତ୍କଳର ପ୍ରାଚୀନ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ।: ଶ୍ରୀମନ୍ଦିର ନିର୍ମାଣ ଶୈଳୀ (୨)

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ନିର୍ମାଣ ଶୈଳୀ ବିଚାରକୁ ନେଲେ ଜଣାଯାଏ ସାଧାରଣତଃ ଉତ୍କଳୀୟ ମନ୍ଦିର ନିର୍ମାଣରେ ତିନି ଜାତୀୟ ପଥର ବ୍ୟବହୃତ ହୁଏ ଯଥା:- ମାଙ୍କଡା ପଥର, ବଉଳମାଳା…