Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ଆଜ୍ଞାମାଳ ନେବା ବେଳେ ରଥଯାତ୍ରା ହେବ ବୋଲି ବିଶ୍ୱାସ ଥିଲା: ପୂଜାପଣ୍ଡା ସାମନ୍ତ ଗଣେଷ

ପୁରୀ: ରଥଯାତ୍ରା ହେବା ନେଇ ସମସ୍ତେ ସନ୍ଦେହରେ ଥିଲେ । ଶ୍ରୀଜଗନ୍ନାଥ ମହାପ୍ରଭୂ ପୁନର୍ବାର ତାଙ୍କ ଆଲୌକିକ କରାମତି ଦେଖାଇଲେ । ସବୁ କିଛି ଏପଟ ସେପଟ ହୋଇଗଲା । ପ୍ରବଳ ଖରାରେ ସେବକମାନେ ଯେଉଁଭଳି ଭାବେ ରଥକୁ ଭିଡି ନେଲେ ତାହାକୁ ଯେତେ ପ୍ରଶଂସା କରାଯିବ କମ୍ ହେବ । ଆମେ ପୂଜାପଣ୍ଡା ସାମନ୍ତ…

ଦାରୁପ୍ରାପ୍ତି ସ୍ଥାନ ଦଧିମାଛ ଗାଡ଼ିଆରେ ରଥରେ ପୂଜା ପାଇଲେ ଶ୍ରୀଜଗନ୍ନାଥ

ଭୁବନେଶ୍ୱର: ଆଜି ପାଳିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ଗୁଣ୍ଡିଚା ଯାତ୍ରା କରିଛନ୍ତି । ଶ୍ରୀଜଗନାଥଙ୍କ ଦାରୁ ପ୍ରାପ୍ତି ହୋଇଥିବା ସ୍ଥାନ ଦଧିମାଛ ଗାଡ଼ିଆ ଠାରେ ଶ୍ରୀଜଗନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥଯାତ୍ରା…

ଅନୁଭୂତିରେ ଶ୍ରୀଜଗନ୍ନାଥ: ବିଷମକଟକ, ମୁଁ, ମୋ ଭାଇ ଓ ମୋ ଠାକୁର…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଦୁଇ ମାସ ତଳର କଥା। ମୋ ଜନ୍ମଦିନର ଗୋଟେ ଦିନ ପରେ। ଭାଇ ଆସି ଥାଏ ବିଶ୍ଵନାଥପୁର (ଲାଞ୍ଜିଗଡ଼)। ସେଦିନ ସକାଳେ ଥୁଆମୂଳ ରାମପୁର ଯିବୁ କହି ଭାଇ ର ମୋର ପ୍ରସ୍ତୁତ ହେଲୁ। କିନ୍ତୁ ଘରୁ ବହାରିଛୁ କି ନାହିଁ…

ଗଜପତି ମହାରାଜାଙ୍କୁ କାହିଁକି କୁହାଯାଏ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା, ଠାକୁର ରାଜା ତଥା ଦାରୁବ୍ରହ୍ମଙ୍କର ପ୍ରଥମ ସେବକ ହେଲେ ପୁରୀ ଗଜପତି ମହାରାଜା । ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ ।…

ବାଣୀବିହାରରେ ବାଲି ରଥ, ପୂଜା ପାଇଲେ ତିନି ଠାକୁର

ଭୁବନେଶ୍ୱର: କରୋନା କଟକଣା ଭିତରେ ପୁରୀରେ ରଥଯାତ୍ରା ହୋଇଛି । ତେବେ ଅନ୍ୟ ସବୁ ସ୍ଥାନରେ କଟକଣା ଜାରି ରହିଛି । ପୁରୀକୁ ଛାଡିଦେଲେ ଆଉ କେଉଁ ସ୍ଥାନରେ ମଧ୍ୟ ରଥ ଗଡିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତେବେ ଏହି କଟକଣା ଭିତରେ ଭୁବନେଶ୍ୱର ବାଣୀବିହାରରେ ତିଆରି…

ଶେଷ ହେଲା ଗୁଣ୍ଡିଚା ଯାତ୍ରା, ସାଧୁବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ସରିଲା ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ଆଇନ ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଶେଷକରି ପୁରୀ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ପୋଲିସ ପ୍ରଶାସନ ଓ…

ଶରଧାବାଲିରେ ଶ୍ରୀଜିଉ, ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

ପୁରୀ: ଶରଧାବାଲିରେ ଶ୍ରୀଜିଉ । ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ଠାକୁରଙ୍କ ରଥ । ପ୍ରଥମେ ବଳଭଦ୍ର ପରେ ସୁଭଦ୍ରା ଏବଂ ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଂଚିଛି ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ରତ୍ନବେଦୀରୁ ଜନ୍ମବେଦୀରେ ପହଂଚିଛି ତିନି ଠାକୁର । ଶରଧାବାଲିରେ ଶୋଭାପାଉଛି ତିନି…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଦେବୀ ସୁଭଦ୍ରା

ପୁରୀ: ଗୁଣ୍ଡିଚା ମନ୍ଦିରରେ ପହଂଚିଛନ୍ତି ଭଉଣୀ ଦେବୀ ସୁଭଦ୍ରା । ବଡ ଭାଇ ବଳଭଦ୍ରଙ୍କ ପଛେ ପଛେ ଆସି ଜନ୍ମବେଦୀରେ ପହଂଚିଛନ୍ତି ଉଭଣୀ ସୁଭଦ୍ରା । ଦେବଦଳନ ରଥ ଆସି ଗୁଣ୍ଡିଚା ମନ୍ଦିର ଆଗରେ ଠିଆ ହୋଇଛି । ସେବାୟତମାନେ ଆନନ୍ଦରେ ଟାଣି ନେଇ ଗୁଣ୍ଡିଚା ମନ୍ଦିରରେ ପହଂଚାଇଛନ୍ତି । ଘଣ୍ଟ…