Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ଦାସିଆ ନଡ଼ିଆ ସିନା ତୋତେ ବଢିଆ…

ସେ ହେଉଛନ୍ତି ସାକାର ରୂପୀ ପୂର୍ଣ୍ଣବ୍ରହ୍ମ, ସେ ନିରାକାର ସେ ଶୂନ୍ୟବ୍ରହ୍ମ । ସେ ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ର ଧାମରେ ରହି ଭକ୍ତମାନଙ୍କୁ ବିଭିନ୍ନ ରୂପରେ ତଥା ପରିସ୍ଥିତିରେ ଦର୍ଶନ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଦୁଃଖ ଯାତନା ତଥା…

ଘୁ’ ଘୁ’ ଗର୍ଜନରେ ବଡ ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରାପହଁରା ନୀତିକାନ୍ତି ପରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନିରଥ । ଘଣ୍ଟଘଣ୍ଟା ବାଦ୍ୟରେ, ଚାମର ଆଲଟ ପତାକାରେ ଚଳିତ ଥର ବିନା ଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଡ଼ଦାଣ୍ଡରୁ ମାଉସୀ ମା’ ମନ୍ଦିର ଆଡ଼କୁ ଗଡ଼ିଛି। ଏହା…

ରଥଯାତ୍ରା ଲାଇଭ ଅପଡେଟ୍: ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ତିନି ଠାକୁର

ପୁରୀ: ପୁରୀରେ ଚାଲିଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଭାଇଭଉଣୀଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିର ଯାଉଛନ୍ତି କଳାଠାକୁର । ଚାଳିତଥର କରୋନ ମହାମାରୀକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ହୋଇ ନାହିଁ ଭକ୍ତଙ୍କ ସମାଗମ । ବିନା ଭକ୍ତରେ ଗଡୁଛି ତିନିରଥ । https://youtu.be/sCImjEcl3Mo ୧.୫୫:…

ରଥ ଉପରେ ତିନି ଠାକୁର; ଦେଖନ୍ତୁ, ଗଜପତି ମହାରାଜାଙ୍କ ଛେରାପହଁରା ନୀତି

ପୁରୀ: ପୁରୀରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ଦିନ ତିନି ରଥ ଉପରେ ଶ୍ରୀଜିଉମାନଙ୍କର ରୀତିନୀତି ସହ ଛେରାପହଁରା କରୁଛନ୍ତି। ଦେଖନ୍ତୁ ଭିଡିଓ:- https://www.youtube.com/watch?v=Y2iXh-sf7E0&feature=youtu.be ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ,…

‘ରଥଯାତ୍ରା’ ଅବସରରେ ଶ୍ରଦ୍ଧାଳୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ । ଚଳିତ ବର୍ଷ କରୋନା ମହାମାରୀ କଟକଣା ଯୋଗୁଁ ଜନସାଧାରଣଙ୍କୁ ଘରେ ବସି ଟେଲିଭିଜନ ମାଧ୍ୟମରେ ଘୋଷ ଯାତ୍ରା…

ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତି, ଚକା ଆଖି ଦେଖିଲା ଜଗତ

ପୁରୀ: ସିଂହଦ୍ୱାର ଆଗରେ ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ଶ୍ରୀଜିଉଙ୍କ ପହଣ୍ଡି । ଧାଡ଼ି ପହଣ୍ଡିରେ ସେବାୟତମାନେ ମହାପ୍ରଭୁଙ୍କୁ ଆଣି ରଥାରୂଢ କରିଛନ୍ତି । ପ୍ରଥମେ ଆସିଥିଲେ ଶ୍ରୀସୁଦର୍ଶନ । ତାପରେ ବଡ଼େଦେଉଳୁ ବାହାରିଥିଲେ ବଡ଼ଠାକୁର…

ଫଟୋରେ ଫଟୋରେ ରଥଯାତ୍ରା…

ପୁରୀ: ଆଜି ପବିତ୍ର ଘୋଷଯାତ୍ରା । ଏହି ଅବସରରେ ଆମର ସ୍ୱତନ୍ତ୍ର ଫଟୋ ଫିଚର । ସକାଳୁ ସକାଳୁ ରଥ ପ୍ରସ୍ତୁତ ବଳଭଦ୍ରଙ୍କ ପହଣ୍ଡି ନୀଳକନ୍ଦରରୁ ବାହାରିଲେ ମହାପ୍ରଭୁ ନନ୍ଦିଘୋଷ ଚଢୁଛନ୍ତି କାଳିଆ ଠାକୁର ରଥ ପ୍ରସ୍ତୁତ ... ଘୋଡା ବି ପ୍ରସ୍ତୁତ…

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଦେଶବାସୀଙ୍କୁ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ବିଟ କରି ରାଷ୍ଟ୍ରପତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ସମସ୍ତଙ୍କୁ କୋଭିଡ-୧୯ ମହାମାରୀର ସାମନା କରିବା ପାଇଁ ସାହସ ଓ ଦୃଢ଼…

ଅହମ୍ମଦାବାଦରେ ମନ୍ଦିର ଭିତରେ ରଥଯାତ୍ରା

ଗୁଜରାଟ: ଅହମ୍ମଦାବାଦରେ ମନ୍ଦିର ଭିତରେ ହେଉଛି ରଥଯାତ୍ରା । ଗତକାଲି ରଥଯାତ୍ରା ପାଇଁ ଅନୁମତି ଦେବାକୁ ବିଳମ୍ବିତ ରାତି ପର‌୍ୟ୍ୟନ୍ତ ଶୁଣାଣି କରିଥିଲେ ଗୁଜରାଟ ହାଇକୋର୍ଟ । କିନ୍ତୁ କରୋନାକୁ ଦୃଷ୍ଟିରେ ରଖି ଜନସ୍ବାର୍ଥ ଓ ଲୋକଙ୍କ ସୁରକ୍ଷା ପାଇଁ ବାହାରେ ରଥଯାତ୍ରା ପାଇଁ ମିଳି ନଥିଲା…

ନୀଳକନ୍ଦରରୁ ବାହାରିବେ ନୀଳମଣି

ପୁରୀ:ରତ୍ନ ବେଦୀରୁ ଜନ୍ମ ବେଦୀ । ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା । ପତିତ ଉଦ୍ଧାର ପାଇଁ ବଡ଼ଦେଉଳୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ, ଭଉଣୀଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ବାଡି ଯିବେ । ଟାହିଆ ହଲାଇ ନୀଳ କନ୍ଦରରୁ ବାହାରିବେ ନୀଳମଣି । ବାଇଶି ପାହାଚ ଡେଇଁ ବଡ଼ଦାଣ୍ଡରେ…