Latest Odisha News

BREAKING NEWS

Browsing Category

ଶ୍ରୀଜଗନ୍ନାଥ କଥାମୃତ

Sri Jagannath Kathamruta

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୭  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ଗାଥା "ଗଜ ଉଦ୍ଧାରଣ "ର ତାତ୍ୱିକ ଆଲୋଚନା କରୁ କରୁ ପ୍ରସଙ୍ଗଟି ଏକ ରୋଚକ ସ୍ଥିତିରେ ପହଁଞ୍ଚିଛି। ଉଭୟ ଭାଗବତ ଓ ବାମନ ପୁରାଣର ବର୍ଣ୍ଣନା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ପ୍ରକାଶର ଏକ ଅନନ୍ୟ ଉପାଖ୍ୟାନ "ଗଜ ଉଦ୍ଧାରଣ "ର ଆଲୋଚନା ଭିତରେ ଆମେ ମନକୁ ଗଜ ଓ ଇନ୍ଦ୍ରିୟମାନଙ୍କୁ କୁମ୍ଭୀର ବୋଲି ତତ୍ତ୍ୱତଃ ଜାଣିଲେ ଏବଂ କଥା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

 ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୫ ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ଗାନ ଅବସରରେ ଆମେ ପିଣ୍ଡ -ବ୍ରହ୍ମlଣ୍ଡ ତତ୍ତ୍ୱକୁ ଭିତ୍ତି କରି "ଗଜ ନିସ୍ତାରଣ "ବିଷୟ ଆଲୋଚନା କରିବା ଜାରି ରଖିଛେ। ପ୍ରଥମ ପର୍ଯାୟରେ ଗଜ ଓ କୁମ୍ଭୀରଙ୍କ ପରିଚୟ ପାଇଛେ ଏବେ "ବୈଶାଖ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ବର୍ଣ୍ଣନା କରିବାକୁ ଯାଇ ଭକ୍ତଟିଏ ତାଙ୍କୁ ପ୍ରହ୍ଲାଦ ରକ୍ଷାକାରି, ରାବଣlରୀ, କଂସାରୀ, ଅଘ -ତମ ନାଶକାରି ତଥା ତାରଣ -ମାରଣ କାରି ଓ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୨ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ନିରାକାରରୁ ସାକାର ହେବା ପାଇଁ ଉଭୟ ପିଣ୍ଡ ଓ ବ୍ରହ୍ମlଣ୍ଡ ର ସୃଷ୍ଟି ରଚିଲେ । ଏଭଳି ଭାବତରେ ବ୍ରହ୍ମlଣ୍ଡ ଓ ପିଣ୍ଡକୁ ଗଢିଲେ ଯେ ଉଭୟ ସଂରଚନା ଦୃଷ୍ଟିରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୧  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରମ ଆରାଧ୍ୟ ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ କଥା କହିବା ସହ ମୋର ପୂଜ୍ୟ ଦୀକ୍ଷା ଗୁରୁ ସ୍ୱାମୀ ଚେତନାନନ୍ଦ ସରସ୍ବତୀଙ୍କ ବ୍ରହ୍ମଲିନ ହେବାପରର କାର୍ଯ୍ୟକ୍ରମରେ ବ୍ୟସ୍ତ ଥିଲି । ଏତେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୯   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କୁ କୃଷ୍ଣ ରୂପରେ ପରିକଳ୍ପନା କରି ଓ ବ୍ରହ୍ମlଣ୍ଡ ତତ୍ତ୍ୱରେ ତାହାଙ୍କୁ ବର୍ଣ୍ଣନା କରିବାକୁ ଯାଇ ସାଧକ ବଳରାମ ଦାସ ଙ୍କ ରଚିତ "ବ୍ରହ୍ମlଣ୍ଡ ଭୂଗୋଳ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୮    ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ (ନାରାୟଣ )ଙ୍କ ସ୍ଥିତି ସକଳ ଘଟରେ ଏହି ସତ୍ୟକୁ ଉପଲବ୍ଧି କରି ସାଧକ କବି ଜଗନ୍ନାଥ ଦାଶ "ଓଡ଼ିଆ ଭାଗବତ "ରେ ସୁନ୍ଦର ପଦଟିଏ ଦେଲେ : "ସକଳ ଘଟେ ନାରାୟଣ,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୭    ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ (ନାରାୟଣ )ଙ୍କ ସ୍ଥିତି ସକଳ ଘଟରେ। ଏହି ସତ୍ୟକୁ ଉପଲବ୍ଧି କରି ସାଧକ କବି ଜଗନ୍ନାଥ ଦାଶ "ଓଡ଼ିଆ ଭାଗବତ "ରେ ସୁନ୍ଦର ପଦ ଟିଏ ଦେଲେ "ସକଳ ଘଟେ ନାରାୟଣ,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୬    ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ହୃଦୟରେ ସ୍ଥାନ ଦେବା ପରେ ଆତ୍ମା ଓ ପରମାତ୍ମା ସମ୍ପର୍କର ସ୍ୱରୂପ ଅନୁଭବ କରୁ । ଅନେକ ସିଦ୍ଧ ସାଧକ ନିଜ ନିଶ୍ୱାସ ଓ ପ୍ରଶ୍ୱାସ କ୍ରିୟାରେ…