Latest Odisha News

BREAKING NEWS

Browsing Category

ଶ୍ରୀଜଗନ୍ନାଥ କଥାମୃତ

Sri Jagannath Kathamruta

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦୩ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶକ୍ତି ସ୍ୱରୂପିଣୀ ମା ବିମଳାଙ୍କର ସ୍ୱତନ୍ତ୍ର ପୂଜା ଶ୍ରୀମନ୍ଦିର ମଧ୍ୟରେ ଚାଲିଛି। ମହାଷ୍ଟମୀ ତିଥିକୁ ବିଚାର କଲେ ଏହା ଶକ୍ତି ଉପାସନାର ଏକ ମୁଖ୍ୟ ଦିନ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦୨  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କଶକ୍ତି ସ୍ୱରୂପିଣୀ ଯୋଗମାୟା ଦେବୀ ଦୁର୍ଗେଦୁର୍ଗତିନାଶିନୀଙ୍କ ଆଲୋଚନା ଜାରି ରଖିବା। କିନ୍ତୁ ମନରେ ସ୍ୱତଃ ପ୍ରଶ୍ନ ଉଠେ ଯଦି ପରଂବ୍ରହ୍ମ ଏକ ଓ ଅଦ୍ଵିତୀୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦୧  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।  ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ବେଦାନ୍ତ ଦର୍ଶନ ଅନୁସାରେ ଏକ ଓ ଅଦ୍ବୟ ବୋଲି ବିବେଚନା କରାଯାଏ।  ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଭାଷାରେ - "ବେଦାନ୍ତ ସିଦ୍ଧାନ୍ତ ନିରୁକ୍ତିରେଷl,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦୦  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ପଞ୍ଚୁପାଣ୍ଡଵଙ୍କ ସହ ଅନେକ ଲୀଳା କରିଥାନ୍ତି।  ଶିବଚତୃଦଶୀ ଓ ଚନ୍ଦନ ଯାତ୍ରା ବିଷୟରେ ଆମେ ଜାଣିଲେ । ଶ୍ରୀମନ୍ଦିରର ଭଣ୍ଡାର ରକ୍ଷକ ଶ୍ରୀ ଲୋକନାଥଙ୍କ ପରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମନ୍ଦିର ସହ ଜଡିତ ପାଞ୍ଚ ଗୋଟି ଶିବ ମନ୍ଦିର, ଯାହାକି ପାଞ୍ଚ ପାଣ୍ଡବ ହିସାବରେ ବିବେଚିତ ହୁଅନ୍ତି, ଯଥା : ୧ . ଶ୍ରୀ ଯମେଶ୍ୱର -ଯୁଧିଷ୍ଠିର ୨ . ଶ୍ରୀ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରରେ ହରି ଉପାସନା ସହ ହର (ଦେବଦେବ ମହାଦେବ )ଙ୍କ ଉପାସନା ମଧ୍ୟ ଦୃଷ୍ଟି ଗୋଚର ହୁଏ। ଆଜି ଶ୍ରୀକ୍ଷେତ୍ରରେ ପୂଜିତ ଏଭଳି ପାଞ୍ଚ ଜଣ ମହାଦେବଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୭  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ଶକ୍ତି ସ୍ୱରୂପିଣୀ ଦକ୍ଷିଣକାଳିକା ରୂପେ ବର୍ଣ୍ଣିତହୋଇ ଥିବାର ଜାଣିଲେ । ସାଧାରଣତଃ ଶ୍ରୀଜଗନ୍ନାଥ ଯେ ପୁରୁଷୋତ୍ତମସ୍ୱରୂପ ପରମ ପୁରୁଷ ଏହା ସର୍ବତଃ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୬ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅଂଶ ବିଶେଷ ବ୍ରହ୍ମ ହିଁ ଜଗତର କାରଣ ଅଟେ । ବେଦାନ୍ତରେ ବର୍ଣ୍ଣିତ ହୋଇଛି "ଶାସ୍ତ୍ର ଯୋନିତ୍ୱାତ "ଅର୍ଥାତ ବ୍ରହ୍ମ ହିଁ ଜଗତ ଉତ୍ପତିର ମୂଳ କାରଣ ଅଟେ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥ, ଅଦ୍ଵିତୀୟ ଓ ଅନନ୍ୟ ମାନବବାଦର ପ୍ରତୀକ. ସମସ୍ତ ବିଲକ୍ଷଣ ଯୁକ୍ତ କଳେବର ଧାରଣ କରି ସେ ସାଧାରଣ ମାନବଟିଏ ଭଳି ସମସ୍ତ ରୀତିନୀତି, ସଂସ୍କୃତି ତଥା ପରମ୍ପରାକୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ପ୍ରତିମା ଜ୍ଞାନ ନକରି ପରମାତ୍ମା ସ୍ୱରୂପରେ ବିବେଚନା କରିବା ଏହା ବାରମ୍ବାର କହିବାର ତାତ୍ପର୍ଯ୍ୟ ହେଉଛି ଶ୍ରୀଜଗନ୍ନାଥଙ୍କ ବ୍ୟାପକତାକୁ ସର୍ବୋତ୍ତ ଭାବେ…