Latest Odisha News

BREAKING NEWS

Browsing Category

ଶ୍ରୀଜଗନ୍ନାଥ କଥାମୃତ

Sri Jagannath Kathamruta

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପୁରୁଷୋତ୍ତମ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ଶକ୍ତି ସ୍ୱରୂପିଣୀ ଦକ୍ଷିଣକାଳିକା ରୂପେ ବର୍ଣ୍ଣିତ ହୋଇଥିବାର ଜାଣିଲେ। ସାଧାରଣତଃ ଶ୍ରୀଜଗନ୍ନାଥ ଯେ ପୁରୁଷୋତ୍ତମସ୍ୱରୂପ ପରମ ପୁରୁଷ ଏହା ସର୍ବତଃ ବର୍ଣିତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବ୍ରହ୍ମ ହିଁ ଜଗତ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅଂଶ ବିଶେଷ ବ୍ରହ୍ମ ହିଁ ଜଗତର କାରଣ ଅଟେ। ବେଦାନ୍ତରେ ବର୍ଣ୍ଣିତ ହୋଇଛି “ଶାସ୍ତ୍ର ଯୋନିତ୍ୱାତ “ଅର୍ଥାତ ବ୍ରହ୍ମ ହିଁ ଜଗତ ଉତ୍ପତିର ମୂଳ କାରଣ ଅଟେ। ବସ୍ତୁତଃ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମାନବବାଦର ପ୍ରତୀକ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ, ଅଦ୍ଵିତୀୟ ଓ ଅନନ୍ୟ ମାନବବାଦର ପ୍ରତୀକ। ସମସ୍ତ ବିଲକ୍ଷଣ ଯୁକ୍ତ କଳେବର ଧାରଣ କରି ସେ ସାଧାରଣ ମାନବଟିଏ ଭଳି ସମସ୍ତ ରୀତିନୀତି, ସଂସ୍କୃତି ତଥା ପରମ୍ପରାକୁ ଆପଣେଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଅରୂପରେ ରୂପର ଦର୍ଶନ

 8ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ପ୍ରତିମା ଜ୍ଞାନ ନକରି ପରମାତ୍ମା ସ୍ୱରୂପରେ ବିବେଚନା କରିବା । ଏହା ବାରମ୍ବାର କହିବାର ତାତ୍ପର୍ଯ୍ୟ ହେଉଛି ଶ୍ରୀଜଗନ୍ନାଥଙ୍କ ବ୍ୟାପକତାକୁ ସର୍ବୋତ୍ତ ଭାବେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଦାରୁମୟ ରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ସାକାର ରୂପରେ ଦର୍ଶନ କରୁଥିଲେ ମଧ୍ୟ, ତାଙ୍କୁ (ଶ୍ରୀଜଗନ୍ନାଥ )ଙ୍କ ପ୍ରତିମା ବୋଲି ବିବେଚନା କରିବା ଶାସ୍ତ୍ର ସମ୍ମତ ନୁହେଁ। ସ୍କନ୍ଦ ପୁରାଣ କହେ “ଦାରବୀ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଦ୍ୱାଦଶ ଶୀଳ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରମାତ୍ମା ଶ୍ରୀଜଗନ୍ନାଥ ସମସ୍ତ ଜଗତର ଆଧାର, ଅର୍ଥାତ ସମସ୍ତ ଜଗତରେ ପୁରି ରହିଥିବା ଆତ୍ମ ସତ୍ତା ର ମୂଳ ଉତ୍ସ। ସେଥିପାଇଁ ଆତ୍ମା ନିର୍ଲିପ୍ତ, ନିତ୍ୟ, ସ୍ଥିର, ଅପରିବର୍ତ୍ତନୀୟ ଓ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ :

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସର୍ବୋତ୍ତ ଭାବେ ଜାଣିବାକୁ ହେଲେ ପ୍ରଥମେ ନିଜ ଆତ୍ମା (ବ୍ରହ୍ମ )କୁ ସଠିକ ଭାବରେ ବୁଝିବାକୁ ହେବ। ପରମବ୍ରହ୍ମଙ୍କ ସ୍ୱରୂପର ବିଶ୍ଳେଷଣ ଯେତିକି ଜରୁରୀ, ସେତିକି ଜରୁରୀ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପକୁ ବର୍ଣ୍ଣନା କରିବା ସତରେ ଖୁବ କଷ୍ଟକର । ତତ୍ତ୍ୱତଃ ଆମେ ତାଙ୍କୁ ଅନାଦି, ଅସୀମ ଓ ଅବ୍ୟକ୍ତ ବୋଲି ବିବେଚନା କରୁ । ପରମ ରହସ୍ୟମୟ ଦେବତା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଭକ୍ତର ଭାବ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବା  । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଶୂନ୍ୟ ସ୍ୱରୂପରେ ହେଉ ଅବା ବିଗ୍ରହ ସ୍ୱରୂପରେ ହେଉ ଯେଉଁ ଭାବରେ ଉପାସନା କଲେ ବି ସେ ସର୍ବଦା ଭକ୍ତର ଭାବରେ ହିଁ ବନ୍ଧା ଥାଆନ୍ତି  । ନିଜର ସ୍ୱତନ୍ତ୍ର ମାନବବାଦର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସୃଷ୍ଟିର ସ୍ରଷ୍ଟା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ, ସମଗ୍ର ସୃଷ୍ଟିର ସ୍ରଷ୍ଟା । ନିଜ ସୃଷ୍ଟିର ସମସ୍ତ ବିଭବ ତାଙ୍କର ପ୍ରିୟ ହେବା କଥା । କିନ୍ତୁ ସନାତନ ଧର୍ମର ଶ୍ରେଷ୍ଠ ତଥା ସକଳ ଶାସ୍ତ୍ରର ସାର ଶ୍ରୀମଦ ଭାଗବତ ଗୀତା କହେ…