Latest Odisha News

BREAKING NEWS

Browsing Category

କଳା କାରିଗରୀ

୪ ଦିନିଆ ମହିଳା ଶିଳ୍ପୀ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ପରିସରରେ ଚାଲିଥିବା ୪ ଦିନିଆ ପାରମ୍ପରିକ କାଗଜ ମୁଖା ଓ କଣ୍ଢେଇ ପ୍ରସ୍ତୁତ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିରରେ ଶିଳ୍ପୀମାନଙ୍କ ଦ୍ୱାରା…

ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଦିନିକିଆ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ନ୍ୟାସନାଲ ଡିଜାଇନ ସେଣ୍ଟର ଓ ବିକାଶ ଆୟୁକ୍ତ ଏବଂ ଭୁବନେଶ୍ୱର ସ୍ଥିତ ହ୍ୟାଣ୍ଡିକ୍ରାଫ୍ଟ ସର୍ଭିସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଏକ ଦିନିକିଆ କର୍ମଶାଳା ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ ହୋଇଯାଇଛି । ଏହି…

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ ଶିଳ୍ପୀ ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡ଼ିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ସ୍ଥାନୀୟ ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ କାଗଜ ମୁଖା, ଗୋବର କଣ୍ଢେଇ ଓ କାଠ କାଣ୍ଢେଇ ଶିଳ୍ପୀଙ୍କୁ ନେଇ ଏକ ନାରୀ ଶିଳ୍ପୀ ଶିବିର ଉଦ୍ଘାଟିତ ହୋଇଯାଇଛି । ୩୧ ଜଣ ମହିଳା ଶିଳ୍ପୀଙ୍କୁ ନେଇ…

ଏକାମ୍ର ହାଟରେ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା) ଆନୁକୂଲ୍ୟରେ ସ୍ଥାନୀୟ ଏକାମ୍ର ହାଟରେ ଏକ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ…

ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଉଦ୍‌ଯାପିତ

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଥିବା ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ-୨୦୨୩ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଜାତୀୟ ଜନଜାତି କଳାବସ୍ତୁ…

ଜାତୀୟ ଜନଜାତି କଳାବସ୍ତୁ ମେଳାର ଷଷ୍ଠ ସନ୍ଧ୍ୟା

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର ଷଷ୍ଠ ଦିବସରେ ଜନଜାତି ପରମ୍ପରାର ନିଚ୍ଛକ ଝଲକ ଦେଖିବାକୁ…

ଏକାମ୍ର ହାଟରେ ହସ୍ତଶିଳ୍ପ ପ୍ରଦର୍ଶନୀ -୨୦୨୩ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ. (ଉତ୍କଳିକା) ଦ୍ୱାରା ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ନୂଆଦିଲ୍ଲୀ ଭାରତ ସରକାର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ୧୦ ଦିନ…

ଜନଜାତି କଳାବସ୍ତୁ ପ୍ରଦର୍ଶନୀର ହାତ ତିଆରି ସାମଗ୍ରୀରେ ପରମ୍ପରା ଓ ପ୍ରଗତିର ଝଲକ

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀରେ କଳାବସ୍ତୁ ତିଆରି ଅତି ସୁନ୍ଦର କଳାବସ୍ତୁ ବିକ୍ରୟ ହେଉଛି । ଯାହାର ନିର୍ମାଣ ଶୈଳୀ ଖୁବ୍‌ ସରଳ…

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜାତୀୟ ମହିଳା ଚିତ୍ରଶିଳ୍ପୀ ଶିବିର ଉଦଘାଟିତ

କୋଣାର୍କ : ଓଡ଼ିଶା ଲଳିତ କଳା ଏକାଡେମୀ, ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଇକୋ ରିଟ୍ରିଟ ସେଣ୍ଟର୍, କୋଣାର୍କଠାରେ ଜାତୀୟସ୍ତରୀୟ ମହିଳା ଚିତ୍ରଶିଳ୍ପୀ ଶିବିର ଉଦଘାଟିତ ହୋଇଯାଇଛି । ଏହି ଶିବିରକୁ ରାଜ୍ୟ ଓଡ଼ିଆ ଭାଷା,…

ବାଉଁଶ ହସ୍ତଶିଳ୍ପ ଉପରେ ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ୱର : ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଥାନୀୟ ଅତିଥି ଭବନଠାରେ ବାଉଁଶ ହସ୍ତଶିଳ୍ପ ଉପରେ ଦିିନିକିଆ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବାଉଁଶ ଶିଳ୍ପରେ ଡିଜାଇନ୍‌, ସହନୀୟତା ଓ ଉତ୍ପାଦର ସମ୍ଭାବ୍ୟ ଅଭିବୃଦ୍ଧି ଉପରେ…