Latest Odisha News
Browsing Category

କଳା କାରିଗରୀ

‘ସ୍ନେହା ସମ୍ପୂର୍ଣ୍ଣା’ର ପ୍ରଥମ ହସ୍ତତନ୍ତ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ବର  :  ସମାଜସେବୀ ତଥା ସ୍ତମ୍ବକାର ପ୍ରୀତିଛନ୍ଦା ଧଳ, ସାହିତ୍ୟିକା ବନ୍ଦନା ପଣ୍ଡା ଓ ସମାଜସେବୀ ସଂଘମିତ୍ରା ପାଢ଼ୀଙ୍କ ମିଳିତ ଉଦ୍ୟମରେ ଓଡ଼ିଶାର ମହିଳା ବୁଣାକାରଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ହସ୍ତତନ୍ତ ପ୍ରଦର୍ଶନୀ 'ସ୍ନେହା ସମ୍ପୂର୍ଣ୍ଣା' ସ୍ଥାନୀୟ ମହାବୋଧି ସୋସାଇଟିର…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌, ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ମଞ୍ଚରେ ହସ୍ତତନ୍ତ,…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା ମୁଖ୍ୟ ଅତିଥି ଭାବରେ ୱାଲାର୍ ସ୍କିଲ ସେଣ୍ଟର୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ଅଳକା ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର କମିଶନର ତଥା ଶାସନ ସଚିବଭାସ୍କର ଜ୍ୟୋତି ଶର୍ମା, ଏବଂ…

ସୁଭଦ୍ରା ଆର୍ଟ ଗ୍ୟାଲେରୀ ଦ୍ଵାରା ଦିଲ୍ଲୀରେ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ

ନୂଆଦିଲ୍ଲୀ : ଭାରତର ସ୍ବାଧିନତା ପୁର୍ତ୍ତିର ୭୫ ବର୍ଷ ପାଳନ ଉପଲକ୍ଷେ ପାଳିତ ହେଉଥିବା ''ଆଜାଦୀକା ଅମୃତ ମହୋତ୍ସବ'' ଅବସରରେ ଭୁବନେଶ୍ୱରର ସୁଭଦ୍ରା ଆର୍ଟ ଗ୍ୟାଲେରୀ ଆନୁକୁଲ୍ୟରେ ଦିଲ୍ଲୀଠାରେ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏହି ଚିତ୍ରକଳା ପ୍ରଦର୍ଶନୀରେ…

ଝୋଟ ହସ୍ତକଳା ଗ୍ରାମୀଣ ମହିଳାଙ୍କୁ କରିବ ସ୍ୱାବଲମ୍ବୀ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ସଦର ବ୍ଳକ ଅନ୍ତର୍ଗତ ଗୁଆଁଳ ପଞ୍ଚାୟତର କୁଡିଆଠାରେ ଆୟୋଜିତ ‘ଝୋଟ ହସ୍ତକଳାର…

ସୁସ୍ମିତା ଦାସ ହେଲେ ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲର ବ୍ରାଣ୍ଡ ଅମ୍ବାସେଡର

ଭୁବନେଶ୍ୱର : ଆଗାମୀ ଡିସେମ୍ବର ମାସରେ 'ଅବିକା’ ଦ୍ୱାରା ‘ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିିର୍ଭାଲ୍‍’ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେବାକୁ ସ୍ଥିର କରାଯାଇଛି । ଓଡ଼ିଶାର ହସ୍ତତନ୍ତ ତଥା ପାରମ୍ପରିକ ବୁଣାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ଏହି କାର୍ଣ୍ଣିିର୍ଭାଲର ଆୟୋଜନ କରାଯାଏ । ଏହି…

ଚିତ୍ର ଜଗତର ଏକ ନୂତନ ସମ୍ଭାବନା : ଯୁବଶିଳ୍ପୀ ରାକେଶ ପାତ୍ର

କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା  ନିକଟରେ ମହମରେ କ୍ଷୁଦ୍ରତମ ବୁଦ୍ଧ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଯାଜପୁର ବ୍ଲକ ନାଥ ସାହିର ଯୁବଶିଳ୍ପୀ ରାକେଶ କୁମାର ପାତ୍ର । ନିଜର ଭିନ୍ନ ଚିନ୍ତା ଧାରା ଓ ତାଙ୍କ ଭିତରେ ଥିବା ଜନ୍ମଗତ କଳା ତାଙ୍କୁ…

୨୬ ଦିନିଆ ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା ଉଦଯାପିତ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ନାବରାଠାରେ ଆୟୋଜିତ 'ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା'…