Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ

ଭୁବନେଶ୍ୱର :  ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନଠାରେ, ଆୟୋଜିତ ୧୮ ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦଯାପିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ଵତ ମିଶ୍ର ଅତିଥି…

ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’ର ଏକାଦଶ ସନ୍ଧ୍ୟା

­ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ଏବଂ ମହିଳା ଓ ଶିଶୁ ବିକାଶ…

ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ଆମେରିକାସ୍ଥିତ ନୃତ୍ୟ ସାଧନା ସଂସ୍ଥାର ମିଳିତ ଆନୁକୂଲ୍ୟରେ ତଥା କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ  ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସରୋଜ କୁମାର ପଟେଲ, ସିଡ଼ାକ୍ ର ସଦସ୍ୟ ସଚିବ ଶିଶିର କୁମାର ରଥ ଓ…

ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ଆମେରିକାସ୍ଥିତ ନୃତ୍ୟ ସାଧନା ସଂସ୍ଥାର ମିଳିତ ଆନୁକୂଲ୍ୟରେ ତଥା କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ ହସ୍ତତନ୍ତ ରପ୍ତାନୀ ବିକାଶ ପରିଷଦର କାର୍ଯ୍ୟନିର୍ବାହୀ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଷଷ୍ଠ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶ ଦାତା ସୁରେଶ ଚନ୍ଦ୍ର…

ସରିବ ମାର୍ଗଶୀର, ଆସିବ ପୌଷ, ଶେଷ ପାଳି ମାଣବସା ଗୁରୁବାରରେ ଘରେ ଘରେ ମହକୁଛି ପିଠାର ମହକ

ଭୁବନେଶ୍ଵର: ଓଡିଶା ହେଉଛି ଜାଗନ୍ନାଥଙ୍କ ରାଜ୍ୟ । ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାଣବସା ଗୁରୁବାରର ଶେଷ ପାଳି । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ପଞ୍ଚମ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜନତା ମଇଦାନରେ ଡିସେମ୍ବର ୧୫ ତାରିଖରୁ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଆଜି ଥିଲା ପଞ୍ଚମ ସନ୍ଧ୍ୟାରେ ଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ ଉନ୍ନୟନ କମିଶନରର…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଚତୁର୍ଥ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆନୁକୂଲ୍ୟରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଆଜି ମେଳାର ଚତୁର୍ଥ ସନ୍ଧ୍ୟାରେ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ବୟନିକାର ପରିଚାଳକ ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ ଏବଂ…