Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ ଅବସରରେ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଏବଂ ସିଡାକ ସଚିବ ଶିଶିର କୁମାର ରଥ ଅତିଥି ଭାବରେ ଯୋଗ ଦେଇଥିଲେ ।…

୧୮ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜନତା ମୈଦାନରେ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗଦେଇ ମେଳାର ଶୁଭାରମ୍ଭ…

ନାଟକ ଉତ୍ସବର ଅନ୍ତିମ ସନ୍ଧ୍ୟା, ମଞ୍ଚସ୍ଥ ହେଲା ‘ଆଦିକବି’

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ନାଟକ ଉତ୍ସବର ଅନ୍ତିମ ସନ୍ଧ୍ୟାରେ ସୀତେଶ ତ୍ରିପାଠୀଙ୍କ ରଚିତ ତଥା ଦର୍ପ ନାରାୟଣ ସେଠୀଙ୍କ ନିର୍ଦ୍ଦେଶିତ ନାଟକ ଆଦିକବି ମଞ୍ଚସ୍ଥ…

ନାଟକ ଉତ୍ସବର ତୃତୀୟ ସନ୍ଧ୍ୟା, ବିନୋଦ କାନୁନ୍‌ଗୋଙ୍କ ଜୀବନୀ ଆଧାରିତ ‘ଜ୍ଞାନ ତପସ୍ୱୀ’ ମଞ୍ଚସ୍ଥ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ନାଟକ ଉତ୍ସବର ତୃତୀୟ ସନ୍ଧ୍ୟାରେ ସ୍ୱର୍ଗତବିନୋଦ କାନୁନ୍‌ଗୋଙ୍କ ଦର୍ଶନ ଉପରେ ଆଧାରିତ ନାଟକ ‘ଜ୍ଞାନ ତପସ୍ୱୀ’ ମଞ୍ଚସ୍ଥ ହୋଇଯାଇଛି । ଏହି…

ଦ୍ଵିତୀୟ ବିଳାଶୁଣୀ ମହୋତ୍ସବ ଉଦଯାପିତ

କଟକ : ଭଲ୍ୟୁଣ୍ଟାରୀ ଏମ୍ପ୍ପୱାରମେଣ୍ଟ ଡେଭେଲପମେଣ୍ଟ ଏଣ୍ଡ ଆକ୍ସନ(ବେଦା) ଦ୍ବାରା ପ୍ରତିଷ୍ଠିତ ସାମାଜିକ ଉନ୍ନୟନ ପରିଷଦ, ବିଳାଶୁଣୀ ଆନୁକୂଲ୍ୟରେ କଟକ ଜିଲ୍ଲାର ନିଆଳି ବ୍ଲକ ଅନ୍ତର୍ଗତ ବିଳାଶୁଣୀ ଗ୍ରାମରେ ତିନିଦିନିଆ ଦ୍ବିତୀୟ ବିଳାଶୁଣୀ ମହୋତ୍ସବ ମହା ସମାରୋହରେ ସମାପ୍ତ ହୋଇଯାଇଛି।ଏହି…

କଳାର ପ୍ରଚାର ପ୍ରସାର ପାଇଁ ସୁଭଦ୍ରା ଆର୍ଟ ଗ୍ୟାଲେରୀର ଅଭିନବ ପ୍ରୟାସ

ନୂଆଦିଲ୍ଲୀ : ପୂର୍ବ ଭାରତର ଅଗ୍ରଣୀ ଚିତ୍ରକଳା ଅନୁଷ୍ଠାନ ସୁଭଦ୍ରା ଆର୍ଟ ଗ୍ୟାଲେରୀ, ଭୁବନେଶ୍ଵର ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଜୀବନ ଓ ଦର୍ଶନ ଉପରେ ଆଧାରିତ ତିନି ଦିନିଆ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ମୋଦି @୨୦ ତାରିଖ ସନ୍ଧ୍ୟାରେ  ଉଦ‌ଯାପିତ ହୋଇଯାଇଛି।…

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ବାରା ପାରଳାଖେମୁଣ୍ଡି,ସୋନପୁର ଓ ଜଳେଶ୍ବରଠାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ…

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିର ସହଯୋଗରେ ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହୀତ ବହୁ ବରିଷ୍ଠ ଓ ଯୁବଶିଳ୍ପୀଙ୍କ ଚିତ୍ରକଳାଗୁଡିକୁ ନେଇ ଏକ…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ମହାପ୍ରଭୁ

ପୁରୀ: ଆଜି ପ୍ରଥମାଷ୍ଟମୀ । ଓଡ଼ିଆ ଘରର ଆଉ ଏକ ପରମ୍ପରା । ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ । ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି । ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ…

ଆଜି ପ୍ରଥମାଷ୍ଟମୀ: କଣ ରହିଛି ହଳଦୀପତ୍ର ଦିଆ ଏଣ୍ଡୁରି ପିଠାର ମହତ୍ତ୍ୱ

ଭୁବନେଶ୍ଵର: ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’।…

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିର ସହଯୋଗରେ ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହୀତ ବହୁ ବରିଷ୍ଠ ଓ ଯୁବଶିଳ୍ପୀଙ୍କ ଚିତ୍ରକଳାଗୁଡିକୁ ନେଇ ଏକ…