Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

୧୧ତମ ବାର୍ଷିକ ଭକ୍ତି ସଙ୍ଗୀତ ଓ ସୁଫିୟାନା ସଙ୍ଗୀତର କାର୍ଯ୍ୟକ୍ରମ ସମର୍ପଣ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ପକ୍ଷରୁ ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ୧୧ ତମ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ସମର୍ପଣ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି । ସଙ୍ଗୀତା ଗୋସାଇଁଙ୍କ…

ରାଜାରାଣୀ ଶାସ୍ତ୍ରୀୟ ସଙ୍ଗୀତ ଉତ୍ସବ- ୨୦୧୩ ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ତ୍ରିଦିବସୀୟ ରାଜାରାଣୀ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଅନୁଜା ତାରିଣୀ ମିଶ୍ରଙ୍କସଂଯୋଜନାରେ ଆୟୋଜିତ ଏହି ଉଦ୍‌ଯାପନୀ ସନ୍ଧ୍ୟାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଭାପତି ଗୁରୁ ଅରୁଣା ମହାନ୍ତି, ଉକ୍ରଳ…

ସପ୍ତମାତୃକା ବେଶର ଶେଷ ଦିନରେ ମହାଲଷ୍ମୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ସପ୍ତମ ଦିନ । ସପ୍ତମ ଦିନ ତଥା ଶେଷ ଦିବସରେ ଭକ୍ତ ମାନଙ୍କୁ ମାଆ ଭଦ୍ରକାଳୀ ମହାଲଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି । ମାଆଙ୍କର ଏହି ବେଶକୁ ଦର୍ଶନ କରିବା ପାଇଁ ସକାଳୁ ସକାଳୁ ମାଆଙ୍କ ପୀଠରେ ଭକ୍ତ ମାନଙ୍କର ଭିଡ଼…

ସପ୍ତପାତୃକା ବେଶରେ ମା’, ଷଷ୍ଠ ଦିନରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ: ଭଦ୍ରକ ର ଆରାଧ୍ୟ ଦେବି ମାଆ ଭଦ୍ରକାଳୀ ସକଳ ଶକ୍ତିର ଆଧାର । ସେ ଆଦ୍ୟାଶକ୍ତି, ସର୍ବବ୍ୟାପିନି, ପରମା ବିଦ୍ୟା ମହାମାୟା ଓ ପରଂବ୍ରହ୍ମ ରୂପିଣୀ । ମାଆ ଶାନ୍ତ, ପୁଣି ସୌମ୍ୟା ଓ ପରମବୈଷ୍ଣବୀ । ମାଆ ପୀଠରେ ସଦାସର୍ବଦା ବିଶ୍ଵମାତା ବେଶରେ ପୂଜା ପାଇଥାନ୍ତି । ହେଲେ ଜଗତ କଲ୍ୟାଣ…

କେବେଠାରୁ ପାଳନ କରାଯାଉଛି ଏହି ଛଟ୍ ପୂଜା, ରାମାୟଣ ଓ ମହାଭାରତ ସହିତ ଜଡିତ ଏହାର ରୋଚକ ତଥ୍ୟ, ଜାଣନ୍ତୁ…

ଭୁବନେଶ୍ଵର: ଆଜିଠୁ ଆରମ୍ଭ ହୋଇଛି ଛଟ୍‌ ପର୍ବ । ଏଥିପାଇଁ ସବୁଠି ଉତ୍ସାହର ମାହୋଲ । ଚାରିଦିନ ଧରି ଚାଲିବାକୁ ଥିବା ଏହି ମହାପର୍ବ ଛଟ୍ ପୂଜା ଆରମ୍ଭ ହୋଇ ନଭେମ୍ବର ୨୦ରେ ଶେଷ ହେବ । ଏହି ଛଟ୍ ପୂଜାରେ ସୂର୍ଯ୍ୟ ଦେବଙ୍କୁ ପୂଜା ଓ ଆରାଧନା କରି ତାଙ୍କର କୃପା ଭିକ୍ଷା କରିଥାନ୍ତି ବ୍ରତଧାରୀ ।…

ସପ୍ତମାତୃକାର ପଞ୍ଚମ ଦିନରେ ମାଁ ଭଦ୍ରକାଳୀଙ୍କ ଜଗଦ୍ଧାତ୍ରୀ ବେଶ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ଙ୍କର ଜଗଦ୍ଧାତ୍ରୀ ବେଶ ଅନୁଷ୍ଠିତ ହୋଇଛି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ ଥିଲା । ମା’ ନାଲି ପାଟ ବସ୍ତ୍ର ପରିଧାନ କରିଥିବା ବେଳେ ସ୍ୱର୍ଣ୍ଣ ରୌପ୍ୟ ଅଳଙ୍କାରରେ…

କାହିଁକି ପାଳନ କରାଯାଏ ପଞ୍ଚୁକ ବ୍ରତ, ଜାଣନ୍ତୁ ଏହାର ମାହାତ୍ମ୍ୟ ଓ ପୂଜା ବିଧି

ଭୁବନେଶ୍ଵର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନରେ ପାଳନ କରାଯାଏ ପଞ୍ଚୁକ ବ୍ରତ । କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ । ଆସନ୍ତା ୨୨ରୁ ତାରିଖରୁ ଆରମ୍ଭ ହେବ ପଞ୍ଚୁକ । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ କରିପାରନ୍ତି ନାହିଁ, ସେମାନେ…

ମନ୍ଦିରକୁ ଯିବାକୁ ହେଲେ ପ୍ରଥମେ ଘଣ୍ଟି ବଜାଯାଏ କାହିଁକି? ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ହିନ୍ଦୁ ଧର୍ମରେ ପୂଜା ସମୟରେ ଘଣ୍ଟିବଜାଇବା ଏକ ବିଶେଷ ମହତ୍ତ୍ୱ ରଖେ । ମନ୍ଦିର ଭିତରକୁ ଯିବା ପୂର୍ବରୁ ମନ୍ଦିର ଦ୍ୱାରରେ ଘଣ୍ଟି ବନ୍ଧାଯାଇଥାଏ । ଯାହାକୁ ଭକ୍ତ ମାନେ ପ୍ରଥମେ ବଜାଇବା ପରେ ମନ୍ଦିର ଭିତରକୁ ପ୍ରବେଶ କରିଥାଆନ୍ତି । ତେବେ ବେଳେବେଳେ ମନରେ ପ୍ରଶ୍ନ ଉଠେ ମନ୍ଦିରରେ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ନିର୍ଦ୍ଦେଶକ…

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ତୃତୀୟ ଦିନ । ଗତକାଲି ମହାକାଳୀ ବେଶୀରେ ଦର୍ଶନ ଦେଇଥିବା ବେଳେ ଆଜି ମା’ ରାଜରାଜେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏଇ ବେଶ ଦର୍ଶନ କଲେ ଅପାର କରୁଣା ଲାଭ ହେବା ସହିତ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ…