Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଦୀପାବଳିରେ ରହିଛି ବଡବଡୁଆ ଡାକର ପରମ୍ପରା, ଜାଣନ୍ତୁ ଏହାର ମହତ୍ଵ

ଭୁବନେଶ୍ଵର: ଆଜି ଆଲୋକର ପର୍ବ ଦୀପାବଳି । ଅନ୍ଧାର ଉପରେ ଆଲୋକର ବିଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ଜୟ । ସାରା ଦେଶର ବିଭିନ୍ନ ଅଞ୍ଚଳରେ ଆଜି ପାଳନ ହେଉଛି ଦୀପାବଳି । ଲୋକେ ଘରେ ଘରେ ଦୀପ ଜାଳିବା ସହ ଇଷ୍ଟ ଦେବୀଙ୍କୁ ପୂଜା କରିଛନ୍ତି । ଉତ୍ତର ଭାରତରେ…

ପୟା ଶ୍ରାଦ୍ଧ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ

ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ । ଏହି ଅବସରରେ ସିଂହ…

ଆଜି ଧନତେରାସ, ସୁନା ଦୋକାନରେ ପ୍ରବଳ ଭିଡ

ଭୁବନେଶ୍ଵର; ଆଜି କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ । ଆଜିର ତିଥିରେ ପାଳନ ହୋଇଥାଏ ଧନତେରାସ । ଆୟୁର୍ବେଦର ରଚୟିତା ଭଗବାନ ଧନ୍ଵନ୍ତରୀଙ୍କୁ ଆଜି ପୂଜା କରାଯାଏ । ହିନ୍ଦୁ ଧର୍ମରେ ଏହି ପବିତ୍ର ଦିନକୁ ସୌଭାଗ୍ୟ ବା ଧନର ଦିବସ ବୋଲି କୁହାଯାଏ । ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ।…

ଦୀପାବଳିରେ କରନ୍ତୁ ନାହିଁ ଏହି ଦାନ, ରୁଷ୍ଟ ହେବେ ମହାଲକ୍ଷ୍ମୀ

ଭୁବନେଶ୍ଵର: ଆସୁଛି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚାରିଆଡେ ଏବେ ଉତ୍ସବର ପରିବେଶ । ସାଧାରଣତଃ ଏହି ପର୍ବରେ ଲୋକମାନେ ନିଜ ପ୍ରିୟଜନ ମାନଙ୍କୁ କିଛି ଉପହାର ଦେଇ ଥାଆନ୍ତି । କିନ୍ତୁ ଭୁଲ ବସତଃ ଦୀପାବଳିରେ ଲୋକମାନେ ଏପରି କିଛି ଉପହାର ଦେଇଥାନ୍ତି ଯାହା ତାଙ୍କ ପାଇଁ ଅଶୁଭ ସାବ୍ୟସ୍ତ…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ…

୧୧ତମ ଓଡ଼ିଶୀ ରାଗ ମହୋତ୍ସବ ଓ ସମ୍ମାନ ପ୍ରଦାନ ଉତ୍ସବ

ଭୁବନେଶ୍ୱର : ଗୁରୁ ଗୋପାଳ ପଣ୍ଡା ଓଡ଼ିଶୀ ଏକାଡ଼େମୀ ଆନୁକୂଲ୍ୟରେ ଆୟୋଜିତ ୧୧ତମ ଓଡ଼ିଶୀ ରାଗ ମହୋତ୍ସବ ଓ ସମ୍ମାନ ପ୍ରଦାନ ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ବିଶିଷ୍ଟ ସଂସ୍କୃତିବିତ୍ ତଥା ପୂର୍ବତନ ଦୂରଦର୍ଶନର ଅଧ୍ୟକ୍ଷ ଶାନ୍ତନୁ ରଥ, ଶାସ୍ତ୍ରୀୟ ଓଡ଼ିଆ କେନ୍ଦ୍ରର ନିର୍ଦ୍ଦେଶକ ବସନ୍ତ ପଣ୍ଡା,…

ଧନତେରାସରେ ଘରକୁ ଆଣନ୍ତୁ ଏହି ସବୁ ଜିନିଷ, ଘରକୁ ଆସିବ ସୁଖ ସମୃଦ୍ଧି !

ଭୁବନେଶ୍ଵର: କାର୍ତ୍ତିକ ମାସର କୃଷ୍ଣ ପକ୍ଷର ତୃତୀୟା ତିଥିରେ ଧନତେରାସ ଉତ୍ସବ ପାଳନ କରାଯାଏ । ଏହି ଦିନ କୁବେର ଦେବତା ଏବଂ ମାଆ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ଧନତେରାସରେ ନୂଆ ଜିନିଷ କିଣିବାର ପ୍ରଥା ରହିଛି । ମାନ୍ୟତା ରହିଛି ଯେ, ଧନତେରାସ ଦିନ କିଣାଯାଇଥିବା ପ୍ରତ୍ୟେକଟି ଜିନିଷ ବର୍ଷ…

କାର୍ତ୍ତିକ ମାସରେ କହିଁକି ସ୍ଥାପନା କରାଯାଏ ଆକାଶ ଦୀପ, ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ଧର୍ମ ମାସ କାର୍ତ୍ତିକ । ଏହି ମାସ ରେ ବିଧବା ମହିଳା ଓ ଧର୍ମ ପରାୟଣା ମହିଳା ମାନେ ଭକ୍ତି ଓ ନିଷ୍ଠାର ସହ ପାଳନ କରିଥାନ୍ତି କାର୍ତ୍ତିକ ବ୍ରତ। ପ୍ରାତଃ ରୁ ଚଉରା ମୂଳରେ ରାଇ ଦାମୋଦର ପୂଜା କରିବା ସହିତ ସଂଧ୍ୟା ରେ ତୁଳସୀ ଚଉରା ମୂଳରେ ଜାଳିଥାନ୍ତି ଆକାଶ ଦୀପ । ଏହି ମାସ ରେ…

କାର୍ତ୍ତିକ ମାସରେ କାହିଁକି କରାଯାଏ ତୁଳସୀ ପୂଜା? ଜାଣନ୍ତୁ ଏହାର ମହତ୍ତ୍ଵ…

ଭୁବନେଶ୍ଵର: ପୁଣ୍ୟ ମାସ କାର୍ତ୍ତିକ । ଏହି ମାସରେ ସ୍ନାନ ଦାନ ସହିତ ଧ୍ୟାନ ଜପର ବିଶେଷ ମହତ୍ତ୍ୱ ରହିଛି । ଏହି ମାସରେ ଭଗବାନ ବିଷ୍ଣୁଙ୍କ ସହିତ ମାତା ତୁଳସୀଙ୍କୁ ପୂଜା କରିବା ଶୁଭ ମନେ କରାଯାଏ । ମାନ୍ୟତା ରହିଛି ଏହି ମାସରେ ବିଧି ଅନୁସାରେ ପ୍ରତିଦିନ ତୁଳସୀଙ୍କ ପୂଜା କଲେ ଘରେ ସୁଖ…