Latest Odisha News
Browsing Category

କଳା ସଂସ୍କୃତି

ମନ୍ଦିରକୁ ଯିବାକୁ ହେଲେ ପ୍ରଥମେ ଘଣ୍ଟି ବଜାଯାଏ କାହିଁକି? ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ହିନ୍ଦୁ ଧର୍ମରେ ପୂଜା ସମୟରେ ଘଣ୍ଟିବଜାଇବା ଏକ ବିଶେଷ ମହତ୍ତ୍ୱ ରଖେ । ମନ୍ଦିର ଭିତରକୁ ଯିବା ପୂର୍ବରୁ ମନ୍ଦିର ଦ୍ୱାରରେ ଘଣ୍ଟି ବନ୍ଧାଯାଇଥାଏ । ଯାହାକୁ ଭକ୍ତ ମାନେ ପ୍ରଥମେ ବଜାଇବା ପରେ ମନ୍ଦିର ଭିତରକୁ ପ୍ରବେଶ କରିଥାଆନ୍ତି । ତେବେ ବେଳେବେଳେ ମନରେ ପ୍ରଶ୍ନ ଉଠେ ମନ୍ଦିରରେ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ନିର୍ଦ୍ଦେଶକ…

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ତୃତୀୟ ଦିନ । ଗତକାଲି ମହାକାଳୀ ବେଶୀରେ ଦର୍ଶନ ଦେଇଥିବା ବେଳେ ଆଜି ମା’ ରାଜରାଜେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏଇ ବେଶ ଦର୍ଶନ କଲେ ଅପାର କରୁଣା ଲାଭ ହେବା ସହିତ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ…

ଦୀପାବଳିରେ ରହିଛି ବଡବଡୁଆ ଡାକର ପରମ୍ପରା, ଜାଣନ୍ତୁ ଏହାର ମହତ୍ଵ

ଭୁବନେଶ୍ଵର: ଆଜି ଆଲୋକର ପର୍ବ ଦୀପାବଳି । ଅନ୍ଧାର ଉପରେ ଆଲୋକର ବିଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ଜୟ । ସାରା ଦେଶର ବିଭିନ୍ନ ଅଞ୍ଚଳରେ ଆଜି ପାଳନ ହେଉଛି ଦୀପାବଳି । ଲୋକେ ଘରେ ଘରେ ଦୀପ ଜାଳିବା ସହ ଇଷ୍ଟ ଦେବୀଙ୍କୁ ପୂଜା କରିଛନ୍ତି । ଉତ୍ତର ଭାରତରେ…

ପୟା ଶ୍ରାଦ୍ଧ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ

ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ । ଏହି ଅବସରରେ ସିଂହ…

ଆଜି ଧନତେରାସ, ସୁନା ଦୋକାନରେ ପ୍ରବଳ ଭିଡ

ଭୁବନେଶ୍ଵର; ଆଜି କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ । ଆଜିର ତିଥିରେ ପାଳନ ହୋଇଥାଏ ଧନତେରାସ । ଆୟୁର୍ବେଦର ରଚୟିତା ଭଗବାନ ଧନ୍ଵନ୍ତରୀଙ୍କୁ ଆଜି ପୂଜା କରାଯାଏ । ହିନ୍ଦୁ ଧର୍ମରେ ଏହି ପବିତ୍ର ଦିନକୁ ସୌଭାଗ୍ୟ ବା ଧନର ଦିବସ ବୋଲି କୁହାଯାଏ । ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ।…

ଦୀପାବଳିରେ କରନ୍ତୁ ନାହିଁ ଏହି ଦାନ, ରୁଷ୍ଟ ହେବେ ମହାଲକ୍ଷ୍ମୀ

ଭୁବନେଶ୍ଵର: ଆସୁଛି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚାରିଆଡେ ଏବେ ଉତ୍ସବର ପରିବେଶ । ସାଧାରଣତଃ ଏହି ପର୍ବରେ ଲୋକମାନେ ନିଜ ପ୍ରିୟଜନ ମାନଙ୍କୁ କିଛି ଉପହାର ଦେଇ ଥାଆନ୍ତି । କିନ୍ତୁ ଭୁଲ ବସତଃ ଦୀପାବଳିରେ ଲୋକମାନେ ଏପରି କିଛି ଉପହାର ଦେଇଥାନ୍ତି ଯାହା ତାଙ୍କ ପାଇଁ ଅଶୁଭ ସାବ୍ୟସ୍ତ…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ…

୧୧ତମ ଓଡ଼ିଶୀ ରାଗ ମହୋତ୍ସବ ଓ ସମ୍ମାନ ପ୍ରଦାନ ଉତ୍ସବ

ଭୁବନେଶ୍ୱର : ଗୁରୁ ଗୋପାଳ ପଣ୍ଡା ଓଡ଼ିଶୀ ଏକାଡ଼େମୀ ଆନୁକୂଲ୍ୟରେ ଆୟୋଜିତ ୧୧ତମ ଓଡ଼ିଶୀ ରାଗ ମହୋତ୍ସବ ଓ ସମ୍ମାନ ପ୍ରଦାନ ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ବିଶିଷ୍ଟ ସଂସ୍କୃତିବିତ୍ ତଥା ପୂର୍ବତନ ଦୂରଦର୍ଶନର ଅଧ୍ୟକ୍ଷ ଶାନ୍ତନୁ ରଥ, ଶାସ୍ତ୍ରୀୟ ଓଡ଼ିଆ କେନ୍ଦ୍ରର ନିର୍ଦ୍ଦେଶକ ବସନ୍ତ ପଣ୍ଡା,…