Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ରକ୍ତ ରଞ୍ଜିତ ହେଲା ସୁନାଦେଇ ପୀଠ, ହଜାର ହଜାର ଦର୍ଶକଙ୍କ ସମାଗମରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତରଯାତ୍ରା

ନୂଆପଡା: ନୂଆପଡା ଜିଲ୍ଲାର ବହୁ ପ୍ରସିଦ୍ଧ ଯାତ୍ରା ସୁନାଦେଇ ଛତର ଯାତ୍ରା । ଚଳିତ ବର୍ଷ ମଧ୍ୟ ରୀତିନୀତିରେ ଏହି ଛତରା ଯାତ୍ରା ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଭଳି ଏଥର ବି ବୋଦାବଳିରେ ରକ୍ତ ରଞ୍ଜିତ ହୋଇଛି ମା’ ସୁନାଦେଇଙ୍କ ପୀଠ । ରାଜ୍ୟ ତଥା ରାଜ୍ୟ ବାହାରର ହଜାର ହଜାର ଶ୍ରଦ୍ଧାଳୁ…

ଦେବ ଦୀପାବଳୀ: ଚଳିତବର୍ଷ ୫ ଲକ୍ଷ ଟେରାକୋଟା ଦୀପରେ ଝଲସିବ କାଶୀ

ଲକ୍ଷ୍ନୌ: ଗୋରଖପୁରରେ ଟେରାକୋଟା ହାତରେ ନିର୍ମିତ ଦୀପ ଏବଂ ଛୋଟମୋଟ ଶିଳ୍ପକଳା ତିଆରି କରାଯାଇଥାଏ । କିନ୍ତୁ ଅତୀତରେ ଏହା ଏତେ ପ୍ରସିଦ୍ଧ ଲାଭ କରିଛି ଯେ ଏହା ସମଗ୍ର ବିଶ୍ବରେ ଏକ ଅଲଗା ପରିଚୟ ସୃଷ୍ଟି କରିପାରିଛି । ଭାରତ ଏବଂ ବିଦେଶର ଲୋକମାନେ ଏଠାରେ ନିର୍ମିତ ହସ୍ତଶିଳ୍ପ କିଣନ୍ତି । ଦେଶ…

ପଶ୍ଚିମ ଓଡିଶାର ଅନ୍ୟତମ ପର୍ବ ଭାଇ ଜୀଉନ୍ତିଆ ଓ ଡାଲଖାଇ ପର୍ବ, ଜାଣନ୍ତୁ ଏହି ବ୍ରତ ବିଷୟରେ

ନୂଆପଡା: ଭାଇ ଜିଉନ୍ତିଆ ଓଷା। ପଶ୍ଚିମ ଓଡ଼ିଶାର ଏକ ମହାନ ପର୍ବ। ଏହି ପର୍ବ ମାଧ୍ୟମରେ ଭାଇର ମଙ୍ଗଳ ପାଇଁ ଭଉଣୀ ମାନେ ଉପବାସ କରି ମା’ ଦୁର୍ଗାଙ୍କ ଠାରେ ପୂଜାର୍ଚ୍ଚନା କରି ଗୁହାରୀ କରିଥାନ୍ତି। ଭାଇ ଭଉଣୀର ସଂପର୍କ ପବିତ୍ର। ଭାଇ ହେଉଛି ଭଉଣୀର ରକ୍ଷା କବଚ। ବିପଦ ଆପଦରେ ସବୁବେଳେ ଭଉଣୀକୁ…

ସାରା ଦେଶରେ ଉତ୍ସବର ମାହୋଲ, ସିନ୍ଦୁର ଖେଳି ମା’ଙ୍କୁ ଦିଆଯିବ ମେଲାଣି

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ହୋଇଥିବା ବିଜୟ ପାଇଁ ସାରା ଦେଶରେ ଏବେ ଉତ୍ସବର ମାହୋଲ । ଶେଷ ପର୍ଯ୍ୟାୟରେ ପହଞ୍ଚିଛି ମାଆଙ୍କ ଶାରଦୀୟ ଦୁର୍ଗାପୂଜା । ଆସନ୍ତାକାଲି ମେଲାଣି ନେବେ ମାଆ ଦଶଭୁଜା । ଏବେ ପୁଣି ଅପେକ୍ଷା ଆସନ୍ତାବର୍ଷକୁ…

ଆଜି ହେଉଛି ପବିତ୍ର ବିଜୟାଦଶମୀ; ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସୁନାବେଶ

ପୁରୀ: ଆଜି ହେଉଛି ପବିତ୍ର ବିଜୟାଦଶମୀ ଅର୍ଥାତ ଦଶହରା ପର୍ବ । ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ହେଉଛି ପବିତ୍ର ବିଜୟାଦଶମୀ । ଆଜିର ଦିନରେ ଶ୍ରୀମନ୍ଦିରରେ ଅବକାଶ ନିତି ପରେ ଶ୍ରୀଜୀଉଙ୍କର ସୁନାବେଶ ଅନୁଷ୍ଠିତ ହେବାର ବିଧି ରହିଛି । ଏହି ପବିତ୍ର ତିଥିରେ ମହାପ୍ରଭୁ ଶ୍ରୀରାମ ରାବଣକୁ…

ଆଜି ପବିତ୍ର ବିଜୟା ଦଶମୀ: ଅଧର୍ମ ଉପରେ ହେବ ଧର୍ମର ବିଜୟ, ମହିଷାସୁରକୁ ବଦ୍ଧ କରିବେ ମହାମାୟା

ଭୁବନେଶ୍ଵର: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ…

ଓଡ଼ିଶା ଲଳିତ କଳା ଏକାଡ଼େମୀ ଦ୍ଵାରା ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ’ ଉଦ୍‌ଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଶାରଦୀୟ ଦୁର୍ଗାପୂଜା ଅବସରରେ ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ ‘ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଏକାଡେମୀ ଦ୍ଵାରା…

ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା, ଉତ୍ସବ ମୁଖର ପୁରୀ ସହର

ପୁରୀ: ଧରାଵତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା । ଭକ୍ତଙ୍କ ଗହଣରେ ଚାଲିଛି ମା ଙ୍କ ପୂଜାର୍ଚନା । ଚଣ୍ଡୀପାଠ ଓ ମନ୍ତ୍ରଧ୍ଵନି ମଧ୍ୟରେ ବିଭିନ୍ନ ପୀଠ ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ମାଙ୍କ ଆଗମନରେ ଉଲ୍ଲସିତ ହୋଇଛି ଭକ୍ତପ୍ରାଣ । ମହାଷ୍ଟମୀ ଉପବାସ କରି ମହିଳାମାନେ…

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

ନବଦୁର୍ଗା: ମା’ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମହାମାୟା

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା' ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ…