Latest Odisha News
Browsing Category

କଳା ସଂସ୍କୃତି

ବାଲୁକାକଳାରେ ମା’ ଦୁର୍ଗା, ଗଗନାୟାନର ସଫଳତା କାମନା କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆରମ୍ଭ ହୋଇଛି ନବରାତ୍ରୀ ପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ। ପବିତ୍ର ଦୁର୍ଗାପୂଜା ଅବସରରେ ନିଆରା ଢଙ୍ଗରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ…

ଧରାବତରଣ କଲେ ମହାମାୟା, ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ଵର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ଗତକାଲି ଷଷ୍ଠୀରେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ଥିବା ବେଲ ଗଛ ମୂଳେ…

ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦ ଆନୁକୂଲ୍ୟରେ ଗଜପତି ମହାରାଜା ଶ୍ରୀ ଶ୍ରୀ ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀ ଜଗନ୍ନାଥ ଚେତନା ସମାରୋହରେ ଉତ୍କଳ ମଣ୍ଡପରେ ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫ ହଜାର…

ସେବାୟତ କୂଳର ନିଆରା ପରମ୍ପରା, ଶିବଙ୍କ ଭଳି ବରପ୍ରାପ୍ତି ଉଦ୍ଦେଶ୍ୟରେ ପୂଜା କରନ୍ତି ‘ନେତପିଲା’

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ଶ୍ରୀକ୍ଷେତ୍ରର ସଂସ୍କୃତି ଓ ପରମ୍ପରା । ପୁରୀ ସେବାୟତ ସମ୍ପ୍ରଦାୟର ନେତପିଲା ହେଉଛି ଏକ ବିଶେଷ ପର୍ବ। ଶହ ଶହ ବର୍ଷର ପୁରୁଣା ଏହି ପର୍ବ। 'ନେତପିଲା' ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ପ୍ରତିଟି ସେବାୟତ ପରିବାରରେ ଏହା ପାଳନ ହୋଇ ଆସୁଛି । ଶାରଦୀୟ…

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଚିକମିକ ଆଲୁଅ ରେ ଝଲସୁଛି ଖଡ଼ିଆଳ, କୋଲକାତା କାଳୀ ମନ୍ଦିର ଭ୍ରମ ସୃଷ୍ଟି କରୁଛି ତୋରଣ

ନୂଆପଡା: ଆସିଛି ପାର୍ବଣ,  ମାଁ ଙ୍କ ଆଗମନ ରେ ଚଳଚଞ୍ଚଳ ଗାଁ ଠୁ ସହର । ଧରା ଅବତରଣ କରି ପୂଜା ପାଉଛନ୍ତି ଦୁର୍ଗତିନାସିନୀ ମହିଷାମର୍ଦ୍ଦିନୀ ମା’ ଦୁର୍ଗା । ଏହି ପରିପ୍ରେକ୍ଷୀରେ ରେ ନୂଆପଡା ଜିଲ୍ଲା ଖଡ଼ିଆଳ ସହରରେ ଜମୁଛି ଦୂର୍ଗାପୁଜା । ନବ ରାତ୍ର ଦୁର୍ଗା ପୂଜାରେ ମାଁ ଙ୍କ ନଅ ରୂପ…

ନବଦୁର୍ଗା: କାତ୍ୟାୟନୀ ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ପୀଠେ ବିରାଜିତ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା ହେଉଥିବା ବେଳେ ପୀଠରେ ସପ୍ତମୀ ପୂଜା ପାଳନ ହେଉଛି । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ…

ଆସୁଛନ୍ତି ମହାମାୟା, ଆଜି ପୀଠରେ ସପ୍ତମୀ, ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା

ଭୁବନେଶ୍ଵର: ଆସୁଛନ୍ତି ମହାମାୟା । ଆଜି ପୀଠରେ ମାଆଙ୍କ ସପ୍ତମୀ ପୂଜା, ମଣ୍ଡପରେ ପାଳନ ହେବ ଷଷ୍ଠୀ ପୂଜା । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ…

ଶକ୍ତିପୀଠର କାହାଣୀ: ଶ୍ରୀମନ୍ଦିର ଚତୁର୍ଭୁଜା ଦେବୀ ମା’ ବିମଳା

ଭୁବନେଶ୍ଵର: ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଷୋଡ଼ଶ ଉପଚାରରେ…