Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଓଡ଼ିଶା ଲଳିତ କଳା ଏକାଡ଼େମୀ ଦ୍ଵାରା ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ’ ଉଦ୍‌ଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଶାରଦୀୟ ଦୁର୍ଗାପୂଜା ଅବସରରେ ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ ‘ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଏକାଡେମୀ ଦ୍ଵାରା…

ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା, ଉତ୍ସବ ମୁଖର ପୁରୀ ସହର

ପୁରୀ: ଧରାଵତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା । ଭକ୍ତଙ୍କ ଗହଣରେ ଚାଲିଛି ମା ଙ୍କ ପୂଜାର୍ଚନା । ଚଣ୍ଡୀପାଠ ଓ ମନ୍ତ୍ରଧ୍ଵନି ମଧ୍ୟରେ ବିଭିନ୍ନ ପୀଠ ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ମାଙ୍କ ଆଗମନରେ ଉଲ୍ଲସିତ ହୋଇଛି ଭକ୍ତପ୍ରାଣ । ମହାଷ୍ଟମୀ ଉପବାସ କରି ମହିଳାମାନେ…

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

ନବଦୁର୍ଗା: ମା’ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମହାମାୟା

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା' ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ…

ବାଲୁକାକଳାରେ ମା’ ଦୁର୍ଗା, ଗଗନାୟାନର ସଫଳତା କାମନା କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆରମ୍ଭ ହୋଇଛି ନବରାତ୍ରୀ ପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ। ପବିତ୍ର ଦୁର୍ଗାପୂଜା ଅବସରରେ ନିଆରା ଢଙ୍ଗରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ…

ଧରାବତରଣ କଲେ ମହାମାୟା, ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ଵର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ଗତକାଲି ଷଷ୍ଠୀରେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ଥିବା ବେଲ ଗଛ ମୂଳେ…

ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦ ଆନୁକୂଲ୍ୟରେ ଗଜପତି ମହାରାଜା ଶ୍ରୀ ଶ୍ରୀ ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀ ଜଗନ୍ନାଥ ଚେତନା ସମାରୋହରେ ଉତ୍କଳ ମଣ୍ଡପରେ ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫ ହଜାର…

ସେବାୟତ କୂଳର ନିଆରା ପରମ୍ପରା, ଶିବଙ୍କ ଭଳି ବରପ୍ରାପ୍ତି ଉଦ୍ଦେଶ୍ୟରେ ପୂଜା କରନ୍ତି ‘ନେତପିଲା’

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ଶ୍ରୀକ୍ଷେତ୍ରର ସଂସ୍କୃତି ଓ ପରମ୍ପରା । ପୁରୀ ସେବାୟତ ସମ୍ପ୍ରଦାୟର ନେତପିଲା ହେଉଛି ଏକ ବିଶେଷ ପର୍ବ। ଶହ ଶହ ବର୍ଷର ପୁରୁଣା ଏହି ପର୍ବ। 'ନେତପିଲା' ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ପ୍ରତିଟି ସେବାୟତ ପରିବାରରେ ଏହା ପାଳନ ହୋଇ ଆସୁଛି । ଶାରଦୀୟ…

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…